Month: October 2023

ଜୁଆ ଆଡ୍ଡା ଉପରେ ଚଢାଉ, ୬ ଜୁଆଡି ଗିରଫ

ଅନୁଗୁଳ: ଅନୁଗୁଳ ପୋଲିସକୁ ବଡ ସଫଳତା ମିଳିଛି । ବିଇଡି କଲେଜ ପଛ ପାଖରେ ଥିବା ଏକ ବସ୍ତିରେ ଜୁଆ ଆଡ୍ଡା ଉପରେ ପୋଲିସ ଚଢାଉ କରିଛି । ଏବଂ ୬ଜଣ ଜୁଆଡିଙ୍କୁ ଗିରଫ କରିଛି । ସେମାନଙ୍କ ନିକଟରୁ ଟଙ୍କା…

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅବସ୍ଥା ସଙ୍କଟାପନ୍ନ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ୭୮ ବର୍ଷୀୟା ଖଲିଦା ଲିଭର ସିରୋସିସ ରୋଗରେ ପୀଡ଼ିତ ଥିବା ଜଣାଯାଇଛି। ଜୀବନ ରକ୍ଷା ନିମନ୍ତେ ତୁରନ୍ତ ତାଙ୍କୁ ବିଦେଶରେ ସ୍ୱାସ୍ଥ୍ୟସେବା ଯୋଗାଇବା ଆବଶ୍ୟକ ହୋଇ ପଡ଼ିଥିବା ତାଙ୍କୁ ଚିକିତ୍ସା…

ଦୁଇ ଗୋଷ୍ଠୀ ମୁହାଁମୁହିଁ: ଭୁଜାଲି ଆକ୍ରମଣରେ ୩ ଗୁରୁତର

ଭଦ୍ରକ : ଭଦ୍ରକ ସହର ସ୍ଥିତ ଡାଲଚିନି ହୋଟେଲ ନିକଟରେ ନିଶାଡି ଏବଂ ହୋଟେଲ ମାଲିକ ଧସ୍ତାଧସ୍ତି । ଜମିବାଡିକୁ କେନ୍ଦ୍ର କରି ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ପରିସ୍ଥିତି ସୃଷ୍ଟି ହୋଇଛି । ଏତିକି ବେଳେ କିଛି ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଯୁବକ…

୨୮ ଅଚିହ୍ନା ମୃତଦେହ ଡିସପୋଜ ପାଇଁ ପ୍ରକ୍ରିୟା ଜାରି

ଭୁବନେଶ୍ବର: ବାହାନଗା ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଯାତ୍ରୀଙ୍କ ମଧ୍ୟରୁ ୨୮ଟି ମୃତଦେହକୁ ଅନ୍ତିମ ସଂସ୍କାର କରାଯିବ। ଏସବୁ ମୃତଦେହକୁ ଡିସପୋଜ୍ କରିବା ପାଇଁ ଏମ୍‌ସ ଭୁବନେଶ୍ବର ତରଫରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ଦଫାରେ ଏମ୍ସ ଭୁବନେଶ୍ବରରୁ ୩ଟି…

ଦୀର୍ଘଦିନ ଶାସନରେ ରହିବା ସତ୍ତ୍ୱେ କାହିଁକି ଜାତିଗତ ଜନଗଣନା କଲାନି କଂଗ୍ରେସ: ଧର୍ମେନ୍ଦ୍ର

ଭୁବନେଶ୍ୱର :ଜାତିଗତ ଜନଗଣନା ଆଳରେ ସୋମବାର କଂଗ୍ରେସ ସମାଜକୁ ବିଭାଜିତ କରି ରାଜନୈତିକ ରୁଟି ସେକିବା ପାଇଁ ଚେଷ୍ଟା କରିଛି। ସ୍ବାଧୀନତା ପରଠାରୁ ୟୁପିଏ-୨ ପର୍ଯ୍ୟନ୍ତ କଂଗ୍ରେସ ଜାତିଗତ ଜନଗଣନାକୁ ତୀବ୍ର ବିରୋଧ କରିଥିଲା ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଟୁଇଟ୍‌…

୨୫ଟି ପୌରସଂସ୍ଥାରେ ଖୁବ ଶୀଘ୍ର କାର୍ଯ୍ୟକାରୀ ହେବ ‘ମୁକ୍ତା ସଫ୍ଟ ୧.୦’

ଭୁବନେଶ୍ୱର : ସହରାଞ୍ଚଳର ଗରିବ ଅଧିବାସୀଙ୍କ ଜୀବିକା ସୁରକ୍ଷା ନିମନ୍ତେ ଗୋଷ୍ଠୀ ଦାରା ସଞ୍ଚାଳିତ ତଥା ସମାଜର ସାଧାରଣ ସ୍ତରରୁ ଯୋଜନା ପ୍ରସ୍ତୁତ କରୁଥିବା ‘ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ମୁକ୍ତା’ ଓ ସରକାରଙ୍କ ଏକ ପ୍ରମୁଖ ପଦକ୍ଷେପ ରୂପେ ଆଦୃତ…

ସରକାରୀ ବିଜ୍ଞାପନରେ ଶଙ୍ଖ ଚିହ୍ନକୁ ନେଇ ଅଦାଲତକୁ ଯିବ ବିଜେପି: କଟାକ୍ଷ କଲା ବିଜେଡି

ଭୁବନେଶ୍ବର: ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ବିଜ୍ଞାପନରେ ଶଙ୍ଖ ଚିହ୍ନକୁ ନେଇ ଆପତ୍ତି ଉଠାଇଛି ବିଜେପି। ଏଣେ ଏହାର ଜବାବ ରଖିଛି ବିଜେଡି।‘ଆମ ଓଡ଼ିଶା ନବୀନ ଓଡ଼ିଶା’ ବିଜ୍ଞାପନରେ ଶଙ୍ଖ ଚିହ୍ନକୁ ନେଇ ଆପତ୍ତି ଉଠାଇ ବିରୋଧୀ ଦଳ ମୁଖ୍ୟ…

ମୁଖ୍ୟ ଅଭିଯୁକ୍ତର ସହଯୋଗୀକୁ ଗିରଫ କଲା ଏସଟିଏଫ୍

ଭୁବନେଶ୍ବର: ଆରଟିଆଇ ଅଧିକାରୀ କହି ୪୦ କୋଟି ଠକିବା ଘଟଣାର ମୁଖ୍ୟ ଅଭିଯୁକ୍ତ କାହ୍ନୁ ଚରଣ ପ୍ରଧାନର ସହଯୋଗୀ ଲକ୍ଷ୍ମଣ ମାଢ଼ିକୁ ଗିରଫ କରିଛି କ୍ରାଇମ୍ ବ୍ରାଞ୍ଚ ଏସଟିଏଫ୍। ଲକ୍ଷ୍ମଣ ରେଭେନ୍ସା କଲେଜର ଛାତ୍ର ବୋଲି ଜଣାପଡ଼ିଛି। ରେଭେନ୍ସା ହଷ୍ଟେଲରେ…

ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ କେନ୍ଦୁଝର ଜିଲା ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୩ ହଜାର ୫ଶହ ୬୮ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଜିଲାର ୧୩ଟି ବ୍ଲକ୍‌ରୁ…

ନିର୍ଭୟରେ ବୁଲୁଛି ମହାବଳ ‘ଟି-୧୯’

ବାରିପଦା : ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘ ନିର୍ଭୟରେ ଚଳପ୍ରଚଳ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ବନବିଭାଗ ପୋଷ୍ଟ କରିଛି। ପାଟ୍ରୋଲିଂ ସମୟରେ ରେଞ୍ଜର ଶିଶିର ବେହେରା ଏହା ଚିତ୍ର ଉତ୍ତୋଳନ କରିବା ପରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ…