Month: October 2023

ଧର୍ମଗୁରୁ ଦଲାଇଲାମା ଅସୁସ୍ଥ ହେବା ଖବରକୁ ଏମ୍ସ ଖଣ୍ଡନ କରି ଦେଲା ଏଭଳି ପ୍ରତିକ୍ରିୟା

ନୂଆଦିଲ୍ଲୀ: ତିବ୍ବତୀୟ ଧର୍ମଗୁରୁ ଦଲାଇଲାମା ଅସୁସ୍ଥ ହେବା ପରେ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି କରଯାଇଥିବା ସୂଚନା ମିଳିଥିଲା। ତେବେ ଏହି ଖବରକୁ ଏମ୍ସ ଖଣ୍ଡନ କରିଛି। ଏମ୍ସ ପକ୍ଷରୁ କୁହାଯାଇଛି କି, ଦଲାଇଲାମା ଅସୁସ୍ଥ ହେବା ଖବରର କୌଣସି ସତ୍ୟତା…

ଜଙ୍ଗଲରୁ ଏକ ମାସର ଶିଶୁକନ୍ୟା ଉଦ୍ଧାର

ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକ ଚମ୍ପାଝର ପଞ୍ଚାୟତ ଗାଉଗାଢ଼ିଆ ନିକଟ ଜଙ୍ଗଲରୁ ଆଜି ଅପରାହ୍ନରେ ଏକ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଶିଶୁକନ୍ୟାଟି ପ୍ରାୟ ମାସକର ହେବ। ସ୍ଥାନୀୟ କିଛି ମହିଳା ଜଙ୍ଗଲକୁ ପତ୍ର ତୋଳିବା ପାଇଁ ଯାଇଥିବା ବେଳେ ଶିଶୁକନ୍ୟାଟିର କାନ୍ଦ…

ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ୪୧ ଜଣିଆ ପ୍ରଥମ ପ୍ରାର୍ଥୀ ତାଲିକା ଜାରି କଲା ବିଜେପି, ୭ ସାଂସଦଙ୍କୁ ଟିକେଟ୍

ଜୟପୁର: ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ଆଜି ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିଛନ୍ତି । ଏହା ସହିତ ରାଜ୍ୟରେ ନିର୍ବାଚନୀ ବିଗୁଲ ବାଜିଛି । ତାରିଖ ଘୋଷଣାର କିଛି ଘଣ୍ଟା ପରେ ହିଁ ଭାରତୀୟ ଜନତା ପାର୍ଟି (ବିଜେପି) ନିଜର…

ଗତ ସପ୍ତାହରେ ବସିଥିଲା ବୈଠକ: ରିପୋର୍ଟ

ନୂଆଦିଲ୍ଲୀ: ଆକସ୍ମିକ ଭାବେ ଇସ୍ରାଏଲ୍‌ ଉପରେ ଆକ୍ରମଣ କରିବା ଯୋଜନାରେ ଇରାନ୍‌ ପାଲେଷ୍ଟେନୀୟ ଆତଙ୍କବାସୀ ସଙ୍ଗଠନ ହମାସ୍‌କୁ ସହାୟତା କରିଥିଲା ବୋଲି ‘ଦି ୱାଲ୍‌ ଷ୍ଟ୍ରିଟ୍‌ ଜର୍ଣ୍ଣାଲ୍‌’ ରିପୋର୍ଟ କରିଛି। ହମାସ୍‌ ଓ ଇରାନ୍‌ ସମର୍ଥିତ ଆଉ ଏକ ଆତଙ୍କବାଦୀ ସଙ୍ଗଠନ…

କଟକ ସହରରୁ ଉଠିଯିବ ମାଲଗୋଦାମ

କଟକ: କଟକ ସହରର ପରିଚୟ, ଦେଢଶହ ବର୍ଷର ସଂସ୍କୃତିକୁ ଧରି ରଖିଥିବା ମାଲଗୋଦାମ ଏ ପୁରୁଣା ସହର ଛାତିରୁ ହଜିଯିବ । ଫୁଲନଖରାରୁ ମଙ୍ଗୁଳି ଭିତରେ ଜାତୀୟ ରାଜପଥ ପାର୍ଶକୁ ଏହା ସ୍ଥାନାନ୍ତର କରାଯିବ । ଏ ନେଇ ବ୍ୟବସାୟୀ ସଂଘ…

ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ଜଳ ଯୋଗାଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୫ଟି ସହରବାସୀଙ୍କୁ ମିଳିବ ବିଶୁଦ୍ଧ ପାଣି

ଭୁବନେଶ୍ବର: ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ଜଳଯୋଗାଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍ ସେଣ୍ଟରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ମିଶନର ୩ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ…

ଉଦିତନଗର ଥାନା ମହିଳା ASIଙ୍କ ମୃତ୍ୟୁର ଆସିଲା ପୋଷ୍ଟମର୍ଟମ ରିପୋର୍ଟ

ରାଉରକେଲା ଉଦିତନଗର ଥାନା ମହିଳା ASIଙ୍କ ମୃତ୍ୟୁର ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ଗୋଷ୍ଠୀ ସଂଘର୍ଷକୁ ଆୟତ୍ତ କରିବାକୁ ଯାଇଥିବାବେଳେ ASI ଅଲିସା ଲୁଗୁନୁଙ୍କ ମୃତ୍ୟୁ ହୋଇଥିଲା। ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ମୃତ ଅଲିସାଙ୍କ ପରିବାର। ଏନେଇ ଉଦିତନଗର…

୨୫ ବର୍ଷର ରେକର୍ଡ ଭାଙ୍ଗିବ, କଂଗ୍ରେସ ସରକାର ଗଠନ କରିବ: ପାଇଲଟ

ଜୟପୁର: ନିର୍ବାଚନ ଆୟୋଗ ଆଜି ରାଜସ୍ଥାନ ସମେତ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ୨୩ ନଭେମ୍ବରରେ ରାଜସ୍ଥାନରେ ମତଦାନ ଅନୁଷ୍ଠିତ ହେବାକୁ ଥିବାବେଳେ ୩ ଡିସେମ୍ବରରେ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ସେପଟେ ନିର୍ବାଚନକୁ ନେଇ ପୂର୍ବତନ…

ଲାଲୁ ଓ ରାବିଡି ବିହାରକୁ ଦିଗହୀନ କରିଦେଇଛନ୍ତି: ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବିଡି ଦେବୀ ଓ ଲାଲୁ ପ୍ରସାଦ ଯାଦବ ବିହାରକୁ ଦିଶାହୀନ କରିଦେଇଛନ୍ତି | କିଛି ଏଭଳି କହି ଆଜି ଆରଜେଡିକୁ ଜୋରଦାର ଟାର୍ଗେଟ କରିଛନ୍ତି ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର | ପ୍ରଶାନ୍ତ କିଶୋର ଲାଲୁ,…

ସ୍ୱାମୀଙ୍କ ସହ ଭିଡିଓ କଲ୍‌ରେ କଥା ହେଉଥିବା ବେଳେ ହମାସ କଲା ଆକ୍ରମଣ, କେରଳ ମହିଳା ଆହତ

ଜେରୁଜେଲମ୍ : ଇସ୍ରାଏଲରେ ନର୍ସ ଭାବେ କାମ କରୁଥିବା କେରଳର ଜଣେ ମହିଳା ପାଲେଷ୍ଟାଇନ ଆତଙ୍କୀ ସଂଗଠନ ହମାସ ଆକ୍ରମଣରେ ଆହତ ହୋଇଛନ୍ତି। ମହିଳା ଜଣଙ୍କ ଭାରତରେ ରହୁଥିବା ତାଙ୍କ ସ୍ୱାମୀଙ୍କ ସହ ଭିଡିଓ କଲ୍‌ରେ କଥା ହେଉଥିବା ସମୟରେ ହିଁ…