Month: October 2023

ଦୁଇଟି ପାସେଞ୍ଜର ଟ୍ରେନ୍ ଧକ୍କା, ହେଲ୍ପ ଲାଇନ୍ ଜାରି, ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ପୁଣି ଏକ ଭୟଙ୍କର ଟ୍ରେନ୍ ଦୁର୍ଘଟଣା। ଦୁଇଟି ପାସେଞ୍ଜର ଟ୍ରେନ୍ ଧକ୍କା । ପୂର୍ବତଟ ରେଳବାଇ ଅଧୀନ ୱାଲଟିଅର ଡିଭିଜନରେ ଏହି ଦୁର୍ଘଟଣା ହୋଇଛି। ବିଜୟନଗର ନିକଟ ଆଲମଣ୍ଡା- କଣ୍ଟକାପଲ୍ଲି ମଧ୍ୟରେ ଟ୍ରେନ୍ ଧକ୍କା ହୋଇଛି। ବିଶାଖପାଟଣା-ପଲାସ ପାସେଞ୍ଜରକୁ ପଛପଟୁ ପିଟିଥିଲା…

ଇଂଲଣ୍ଡକୁ ହରାଇ ଲଗାତାର ଷଷ୍ଠ ବିଜୟ ସହ ସେମିରେ ଭାରତ

ଲକ୍ଷ୍ନୌ : ଲକ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକନା ଷ୍ଟାଡିୟମଠାରେ ଖେଳାଯାଉଥିବା ବିଶ୍ବକପର ଏକ ମ୍ୟାଚରେ ଇଂଲଣ୍ଡକୁ ୧୦୦ ରନରେ ପରାସ୍ତ କରିଛି ଟିମ ଇଣ୍ଡିଆ । ଏହି ବିଜୟ ସହ ଭାରତ ଚଳିତ ବିଶ୍ବକପରେ ନିଜର ଜୟଯାତ୍ରା…

ବ୍ରାଉନସୁଗର ବେପାରୀ ଗିରଫ, ୪୧ ଗ୍ରାମ ବ୍ରାଉନସୁଗର ଜବତ

ତାଳଚେର: ପାର୍ବଣ ବେଳେ ଅବକାରୀ ବିଭାଗକୁ ଏକ ବଡ଼ ସଫଳତା ମିଳିଛି । ତାଳଚେର ସହର ଉପକଣ୍ଠ ଓରା ସାହିରୁ ୪୧ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣେ ବେପାରିକୁ ଗିରଫ କରାଯାଇଛି ଏସଟିଏଫ । ଗିରଫ ଅଭିଯୁକ୍ତ ଜଣଙ୍କ…

ମୁଖା ପିନ୍ଧି ଆସି ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ

ବଲାଙ୍ଗୀର : ୭ରୁ ୮ ଜଣ ଯୁବକ ମୁଖା ପିନ୍ଧି ବାଇକ୍‌ରେ ଆସିଲେ। ଫିଲ୍ମ ଷ୍ଟାଇଲରେ ଯୁବକଙ୍କୁ ହାଣି ପଳାଇ ଗଲେ। ଆଜି ସନ୍ଧ୍ୟା ବେଳେ ଏପରି ଘଟଣା ବଲାଙ୍ଗିର ଟାଉନ୍‌ ଥାନା ଅଞ୍ଚଳରେ ଘଟିଛି। ହେଲେ ଆକ୍ରମଣର କାରଣ ଜଣାପଡ଼ି…

ନଭେମ୍ବର ୯ରେ ରାଜ୍ୟର ସବୁ ଜଗନ୍ନାଥ ମନ୍ଦିର ସାମ୍ନାରେ ସଂକୀର୍ତ୍ତନ କରିବ କଂଗ୍ରେସ

ଭୁବନେଶ୍ବର: ଶ୍ରୀମନ୍ଦିରର ୪ ଦ୍ୱାର ଖୋଲିବା ପ୍ରସଙ୍ଗରେ କଂଗ୍ରେସ ଆସନ୍ତା ନଭେମ୍ବର ୯ ତାରିଖରେ ଓଡ଼ିଶାର ସମସ୍ତ ବ୍ଲକ, ସବଡିଭିଜନ ଓ ଏନ୍‌ଏସିରେ ଥିବା ଜଗନ୍ନାଥ ମନ୍ଦିର ଆଗରେ ସଂକୀର୍ତ୍ତନ ସତ୍ୟାଗ୍ରହ କରିବ। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି…

ବିବାଦର ସମାଧାନ ପାଇଁ ମନୋଜ ମିଶ୍ରଙ୍କୁ ଅନୁରୋଧ କଲେ ଅରିନ୍ଦମ

ଭୁବନେଶ୍ବର: ଓଲିଉଡ୍ ବିବାଦ ଭିତରେ ଅଭିନେତା ଅରିନ୍ଦମ ରାୟ ରବିବାର ଅପରାହ୍ଣରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ଅଭିନେତା ମନୋଜ ମିଶ୍ରଙ୍କୁ ଅରିନ୍ଦମ ଆହ୍ୱାନ ଦେବା ସହିତ ସବୁ କଥା ଭୁଲିଯିବାକୁ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଆମେ ଦୁଇ ଭାଇ ଏକାଠି…

ପାରିବାରିକ କଳହରୁ ସ୍ୱାମୀର ଯୌନାଙ୍ଗ କାଟିଦେଲା ସ୍ତ୍ରୀ

ଅନୁଗୁଳ: ଝଗଡା ବେଳେ ସ୍ୱାମୀର ଯୌନାଙ୍ଗ କାଟିଦେଲା ସ୍ତ୍ରୀ । ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ କାଣ୍ଡସର ଗାଁର ଦାଣ୍ଡିଆ ସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୁରୁତର ସ୍ଵାମୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି । ସ୍ତ୍ରୀ…

ରିଭର୍ସ ଗିଅର୍‌ରେ ଦୌଡିଲା କାର୍‌, ବନ୍ଧା ହେଲେ ୩ ଯୁବକ

ହଠାତ୍‌ ରିଭର୍ସ ଗିଅର୍‌ରେ ଦୌଡିଲା କାର୍‌। ଟ୍ରାଫିକ୍ ଭିଡ ମଧ୍ୟରେ ଓଲଟା ଚଲିବାକୁ ଲାଗିଲା କାର୍‌। ରାଜରାସ୍ତାରେ ଦେଖାଇଲେ ଭୟାନକ ଷ୍ଟଣ୍ଟ। ସୋଶାଲ ମିଡିଆରେ ଫେମସ ହେବା ନିଶା କଲା ଘାଇଲା। ରିଲ୍ସ ନିଶାରେ ଉଲ୍ଲଙ୍ଘନ କଲେ ଟ୍ରାଫିକ୍‌ ନିୟମ। ଶେଷରେ…

ବାପାର ଗୋଇଠା ମାଡରେ ଗର୍ଭବତୀ ଝିଅର ମୃତ୍ୟୁ

ମୟୂରଭଞ୍ଜ: ଗର୍ଭବତୀ ଝିଅର ପେଟକୁ ଲାତ ମାରିଲା ବାପା। ବିଧବା ଗର୍ଭବତୀ ଝିଅର ପେଟକୁ ବାପା ଗୋଇଠା ମାରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ପଥରଖଣି ଗାଁରେ। ସୂଚନା ଅନୁସାରେ,…

ଘରେ ପଶି ମହିଳାଙ୍କୁ ଦୁଷ୍କର୍ମ କଲା ଡେଲିଭରୀ ବୟ

ସଇତାନ ସାଜିଲା ଡେଲିଭରୀ ବୟ। ଏକାଥିବା ଜାଣିବା ପରେ ଘରେ ପଶି ମହିଳାଙ୍କୁ କଲା ଦୁଷ୍କର୍ମ। ରାସନ ସାମଗ୍ରୀ ଦେବାକୁ ଆସି ଅଭିଯୁକ୍ତ ଜଣକ ଏଭଳି ନରକୀୟକାଣ୍ଡ ଘଟାଇଥିବା ଜଣାପଡିଛି। ଉତ୍ତରପ୍ରଦେଶର ଗ୍ରେଟର ନୋଏଡାରେ ଏହି ଘଟଣା ଘଟିଛି। ପୁଲିସ ଏହି…