Month: October 2023

ଚିହ୍ନଟ ହୋଇନଥିବା ୨୮ ମୃତଦେହର ହେବ ଅନ୍ତିମ ସଂସ୍କାର

ଭୁବନେଶ୍ବର: ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣା । ଚିହ୍ନଟ ହୋଇନଥିବା ୨୮ ମୃତଦେହର ହେବ ଅନ୍ତିମ ସଂସ୍କାର । ଚିହ୍ନଟ ନ ହୋଇ ଏମ୍ସରେ ଏସବୁ ମୃତଦେହ ରହିଥିଲା । ସଂସ୍କାର ପାଇଁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ସିବିଆଇର ଚିଠି ପରେ ପ୍ରକ୍ରିୟା…

ରାସ୍ତାରୁ ଦୁଇ ନିର୍ବସ୍ତ୍ର ମହିଳା ଉଦ୍ଧାର ଘଟଣା, ମା’ ଓ ଝିଅଙ୍କୁ ଦୁଷ୍କର୍ମ ଅଭିଯୋଗ ପରେ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼ ; ରାସ୍ତାରୁ ଉଲଗ୍ନ ଅବସ୍ଥାରେ ଉଦ୍ଧାର ମା’, ଝିଅଙ୍କ ସହ ହୋଇଛି ଦୁଷ୍କର୍ମ । ସୁନ୍ଦରଗଡ଼ରୁ ଉଦ୍ଧାର ଦୁଇ ମହିଳାଙ୍କ ସମ୍ପର୍କରେ ଛାତି ଥରାଇ ଦେଲା ଭଳି ଘଟଣା ସାମ୍ନାକୁ ଆସିଛି । ଝିଅ ପାଟିରୁ କଥା ବାହାରୁ ନଥିବା…

କଟକ ବାଦାମବାଡିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ

କଟକ: ବିଶିଷ୍ଠ ସ୍ବାଧୀନତା ସଂଗ୍ରାମୀ ବିଶ୍ବନାଥ ପଣ୍ଡିତଙ୍କ ସ୍ମୃତିରେ କଟକ ବାଦାମବାଡ଼ିର ପୁରୀ -ଅନୁଗୁଳ ବସଷ୍ଟାଣ୍ଡରେ ହେବ ଅତ୍ୟାଧୁନିକ ପାଠାଗାର ଓ ପଠନାଗାର। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୩୦କୋଟି ୫୮ ଲକ୍ଷ ୩୧,୧୦୦ ଟଙ୍କା ଖର୍ଚ୍ଚ…

ତେଲେଙ୍ଗାନା ବିଆରଏସକୁ ବଡ ଝଟକା, ଦଳ ଛାଡିଲେ ଦୁଇ ପୁରୁଖା ନେତା

ହାଇଦ୍ରାବାଦ : ବିଧାନସଭା ନିର୍ବାଚନ ପୂର୍ବରୁ ତେଲେଙ୍ଗାନାରେ ଶାସକ ବିଆରଏସ(ଭାରତୀୟ ରାଷ୍ଟ୍ରୀୟ ସମିତି)କୁ ଝଟକା। ଦଳ ଛାଡିଲେ ଦୁଇ ବରିଷ୍ଠ ନେତା। ଜଣେ ବିଧାନ ପରିଷଦ ସଦସ୍ୟ ଏବଂ ଜଣେ ବିଧାନସଭା ସଦସ୍ୟ ଦଳ ଛାଡିଛନ୍ତି। ଖାନପୁରର ବିଧାୟକ ଅଜମିରା ରେଖା…

ଆସନ୍ତା ୧୦ରେ ଏସୀୟ କ୍ରୀଡ଼ା ପ୍ରତିଯୋଗୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଏସୀୟ କ୍ରୀଡ଼ାରେ ଭାରତୀୟ ପ୍ରତିଯୋଗୀଙ୍କ ସଫଳତା ପରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା। ଦେଶର ପଦକ ସଂଖ୍ୟା ଶତକରେ ପହଞ୍ଚିବାକୁ ଐତିହାସିକ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ଏହି ସଫଳତାରେ ପୂରା ଦେଶ ଗର୍ବିତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।…

ସିକ୍କିମ ବନ୍ୟା ମୃତ୍ୟୁସଂଖ୍ୟା ୫୬କୁ ବୃଦ୍ଧି, ଏବେବି ଶତାଧିକଙ୍କ ପତ୍ତା ମିଳୁନି

ଗାଙ୍ଗଟକ : ସିକ୍କିମରେ ଅଚାନକ ମାଡି ଆସିଥିବା ପ୍ରଳୟଙ୍କାରୀ ବନ୍ୟାରେ ମୃତ୍ୟୁସଂଖ୍ୟା 56କୁ ବୃଦ୍ଧି ପାଇଛି। 26 ଜଣଙ୍କ ମୃତଦେହ ଉଦ୍ଧାର କରାଯାଇ ଥିବାବେଳେ 30 ଜଣଙ୍କ ମୃତଦେହ ପଶ୍ଚିମବଙ୍ଗର ତୀସ୍ତା ନଦୀ ଅବବାହିକାରେ ଲାଗିଛି। ପ୍ରଳୟଙ୍କାରୀ ଏହି ବନ୍ୟାରେ ଭାସି…

ପ୍ରଥମେ ପତ୍ନୀ ଓ ଦୁଇ ପିଲାଙ୍କୁ ନିର୍ମମ ଭାବେ ହତ୍ୟା କରିବା ପରେ ନିଜ ଜୀବନ ବି ନେଲେ

ନ୍ୟୁଜର୍ସି : ନିଜ ହାତରେ ଛାରଖାର କରିଦେଲେ ନିଜ ହସଖୁସିର ସଂସାର। ପ୍ରଥମେ ପତ୍ନୀ ଓ ଦୁଇ ପିଲାଙ୍କୁ ନିର୍ମମ ଭାବେ ହତ୍ୟା କରିବା ପରେ ନିଜ ଜୀବନ ବି ନେବାକୁ ପଛାଇଲେ ନାହିଁ। ଏପରି ଏକ ଅଭାବନୀୟ ଘଟଣା ୟୁକ୍ତରାଷ୍ଟ୍ର…

ନିର୍ବାଚନ ସମୟରେ ଲଲିପପ ଆଉ ମିଥ୍ୟା ପ୍ରତିଶ୍ରୁତି ଦେବାକୁ ଆସୁଛନ୍ତି ରାହୁଲ-ପ୍ରିୟଙ୍କା: ଅନୁରାଗ ଠାକୁର

ଭୋପାଳ,୭।୧୦ : କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କରି କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଅଭିଯୋଗ କରିଛନ୍ତି କ୍ଷମତା ହାତେଇବା ପାଇଁ ତାଙ୍କର ମିଥ୍ୟା ପ୍ରତିଶ୍ରୁତି ବିଫଳ ହୋଇଛି। ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ…

ରାହୁଲ ୨୦୨୪ରେ ଦେଶର ନେତୃତ୍ୱ ନେବେ, ତାଙ୍କ ଲୋକ ପ୍ରିୟତା ନେଇ ଭୟଭୀତ ଭାଜପା: ଶିବକୁମାର

ବେଙ୍ଗାଲୁରୁ,୭।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ପୋଷ୍ଟରକୁ ନେଇ ଚାଲିଥିବା ବିବାଦ ମଧ୍ୟରେ କର୍ନାଟକର ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର କହିଛନ୍ତି ଆସନ୍ତା ୨୦୨୪ ନିର୍ବାଚନରେ ରାହୁଲ ଦେଶର ନେତୃତ୍ୱ ନେବେ। ତାଙ୍କର ବଡୁଥିବା ଲୋକପ୍ରିୟତାକୁ…

ଭାରତୀୟଙ୍କ ପାଇଁ ଜାରି ହେଲା ସତର୍କ ସୂଚନା

ଜେରୁଜେଲମ୍ : ପାଲେଷ୍ଟାଇନର ଗାଜାରୁ ହମାସା ଆତଙ୍କବାଦୀମାନେ ରକେଟ ମାଡ଼ କରିବା ପରେ ଇସ୍ରାଏଲରେ ଯୁଦ୍ଧ ପରିସ୍ଥିତି ଘୋଷଣା ହୋଇଛି। ମାତ୍ର ୨୦ ମିନିଟରେ ହାମସା ପକ୍ଷରୁ ୫ ହଜାର ରକେଟ ଇସ୍ରାଏଲ ଉପରେ ମାଡ଼ କରାଯିବାରୁ ୪୦ ଜଣଙ୍କ ଜୀବନ…