Month: October 2023

ସରକାରଙ୍କ ଲକ୍ଷ୍ମୀ ଯୋଜନାକୁ ବିରୋଧ, କୋରାପୁଟ ଓ ମାଲକାନଗିରିରେ ବସ ସେବା ପ୍ରଭାବିତ

ମାଲକାନଗିରି/କୋରାପୁଟ: ରାଜ୍ୟ ସରକାରଙ୍କ ସ୍ଥାୟୀ ଓ ଶସ୍ତା ପରିବହନ ଯୋଜନା ଲକ୍ଷ୍ନୀ (LAccMI)କୁ ବିରୋଧ କରି ଓଡିଶାରେ ବସ୍ ମାଲିକ ସଂଘ ଆନ୍ଦୋଳନକୁ ଓହ୍ଲାଇଛି। ସୋମବାର ଠାରୁ ଏହି ବନ୍ଦ ପାଳନ ଆରମ୍ଭ ହୋଇଥିବା ବେଳେ ଅବିଭକ୍ତ କୋରାପୁଟ ଜିଲ୍ଲାର ମାଲକାନଗିରି,…

ବାଇକ-ଟ୍ରକ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ଚାଲିଗଲା ଦୁଇ ଜୀବନ

ଆନନ୍ଦପୁର : ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ | ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ରାଜ୍ୟ ରାଜପଥ ୫୩ର ଚଣ୍ଡୀବିରଞ୍ଚିପୁର ଛକ ନିକଟରେ ବାଇକକୁ ଟ୍ରକ ମୁହାଁମୁହିଁ ଧକ୍କା ଦେବା ଫଳରେ ଦୁଇ ବାଇକ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ…

ବିଧାନସଭା ପରିସରରେ ବାପୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୪ ତମ ଜୟନ୍ତୀ । ଏହି ଅବସରରେ ବିଧାନସଭା ପରିସରରେ ଥିବା ବାପୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଲ୍ୟାର୍ପଣ ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,…

ରାଜଘାଟରେ ବାପୁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ 154ତମ ଜନ୍ମ ଜୟନ୍ତୀରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶ୍ରଦ୍ଧାସୁମନ ଅର୍ପଣ। ରାଷ୍ଟ୍ରପତି ଦୌପ୍ରଦି ମୁର୍ମୁଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି…

” ସବୁ କ୍ଷେତ୍ରରେ ସ୍ବଚ୍ଛତା ଆଜିର ଆବଶ୍ୟକତା ” ଶୀର୍ଷକ ଏକ ଆଲୋଚନା ଚକ୍ର

ସାଲେପୁର : ଅକ୍ଟୋବର ୧ ତାରିଖ ରବିବାର ଅପରାହ୍ନ ୪ ଘଟିକା ସମୟରେ ସାଲେପୁର ନିକଟସ୍ଥ ଜଗନ୍ନାଥ ଗୋପୀନାଥ ଟ୍ରଷ୍ଟ ସଭାଗୃହ ପିକୋଳ ଠାରେ ବିଜ୍ଞାନ ପ୍ରଚାର ସମିତି, ସାଲେପୁର ଶାଖା ପକ୍ଷରୁ ” ସବୁ କ୍ଷେତ୍ରରେ ସ୍ବଚ୍ଛତା ଆଜିର ଆବଶ୍ୟକତା…

ଜୁନାଗଡ଼ରେ ଟ୍ରିପଲ୍ ମର୍ଡର !

ସାମ୍ନାକୁ ଆସିଛି ଛାତି ଥରାଇ ଦେବା ଭଳି ଘଟଣା। ରାସ୍ତାକଡ଼ରୁ ଏକାସାଙ୍ଗରେ ମିଳିଛି ୩ ଜଣଙ୍କ ରକ୍ତାକ୍ତ ମୃତଦେହ। କଳାହାଣ୍ତି ଜିଲ୍ଲା ଜୁନାଗଡ଼ ଥାନା ଶଙ୍କରପଲା ଗାଁ ରାସ୍ତାରୁ ସମସ୍ତଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା, ତାଙ୍କର…

ଡ୍ୟାମରେ ଗାଧୋଇବା ବେଳେ ବୁଡି ଯାଇ ଜଣେ ନିଖୋଜ

ଚୌଦ୍ୱାର : କଟକ ଜିଲ୍ଲା ଚୌଦ୍ୱାର ଥାନା ଅନ୍ତର୍ଗତ ଡମଡମଣି ପୀଠ ନିକଟରେ ଥିବା ଡ୍ୟାମରେ ଅଘଟଣ। ଭୋଜି କରିବାକୁ ୪ ଜଣ ଏଠାକୁ ଆସିଥିଲେ। ସେମାନେ ଭୋଜି କରିବା ସହ ଡ୍ୟାମରେ ଗାଧୋଇବାର ମଜା ନେଉଥିଲି। କିନ୍ତୁ ଏହି ସମୟରେ…

ଚିଲିକା ମଝିରେ ଫସିଲେ ୬୦ ଜଣ ଯାତ୍ରୀ

ଚିଲିକା : ଚିଲିକା ମଝିରେ ଫସିଲେ ୬୦ ଜଣ ଯାତ୍ରୀ । କୃଷ୍ଣପ୍ରସାଦ ଓ ଚିଲିକା ମଝିରେ ଏକ ଯାତ୍ରୀବାହୀ ଡଙ୍ଗା ଫସିଯାଇଛି । ଡଙ୍ଗାରେ ୬୦ ଜଣ ଯାତ୍ରୀ ସହ ୨୫ଟି ମୋଟରସାଇକେଲ ଥିଲା । ଡଙ୍ଗାଟି ଯାତ୍ରୀଙ୍କୁ ନେଇ…

ନିଜ ଅପହରଣ ନିଜେ କରିଥିଲେ ଫାଇନାନ୍ସ କର୍ମଚାରୀ

ମିଛ ଅପହରଣ ଅଭିଯୋଗରେ ଗୋଟିଏ ଘରୋଇ ଫାଇନାନ୍ସ ସଂସ୍ଥାର କର୍ମଚାରୀଙ୍କ ଅଡ଼ୁଆ ବଢ଼ିଛି। ସେ ନିଜ ଅପହରଣ ନିଜେ କରି ସମସ୍ତଙ୍କୁ ଭୁଆଁ ବୁଲାଇଥିବା ପୁଲିସ୍‌ ଜାଣିବାକୁ ପାଇଛି। ଏଥିପାଇଁ ସଂପୃକ୍ତ ଫାଇନାନ୍ସ କର୍ମଚାରୀଙ୍କୁ ପୁଲିସ୍‌ ଗିରଫ କରିଛି। କେନ୍ଦ୍ରାପଡ଼ା ତନ୍ତିଆପାଳ…

୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ନେଇ ୭ ଜିଲ୍ଲା ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ । ୱେଲ ମାର୍କଡ ଲୋ ପ୍ରେସର ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ଭୀଷଣ…