Month: October 2023

ବାଲୁକା କଳାରେ ସ୍ଵଛତା ହିଁ ସେବାର ବାର୍ତ୍ତା ଦେଲେ ବାଲୁକାଶୀଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ କ୍ରମେ ଆଜି ସାରା ଦେଶ ପାଳୁଛି ସ୍ଵଛତା ହିଁ ସେବା ପକ୍ଷ । ସ୍ୱାଧୀନତା ଦିବସରୁ ଆରମ୍ଭ ହୋଇ ଏହା ଗାନ୍ଧୀ ଜୟନ୍ତୀ ଅର୍ଥାତ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । ଚଳିତବର୍ଷ…

ରାହୁଲ ତୁମ ବାପା-ମା ହିନ୍ଦୁ….ବିବାଦୀୟ ବୟାନ ଦେଲେ ବିଜେପି ନେତା

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ହିନ୍ଦୁତ୍ୱକୁ ନେଇ ସୋସିଆଲ ମିଡିଆରେ ସତ୍ୟମ ଶିବମ ସୁନ୍ଦରମ ନାମରେ ଏକ ପୋଷ୍ଟ କରିଛନ୍ତି। ଏଥିରେ ସେ ହିନ୍ଦୁ ଧର୍ମର ମହନୀୟତା ବିଷୟରେ ଉଲ୍ଲେଖ କରିଥିଲେ। ତେବେ ରାହୁଲଙ୍କ ଏହି ପୋଷ୍ଟ ପରେ…

ଏସସିବିରେ ବିଦ୍ୟୁତ ବିଭ୍ରାଟ, ୬ ଘଣ୍ଟା କଟିଲା ଲାଇନ, ରୋଗୀ ହନ୍ତସନ୍ତ

କଟକ: କଟକ ବଡ଼ ମେଡିକାଲ ଏସସିବିରେ ବଡ଼ ଅବ୍ୟବସ୍ଥା । ରବିବାର ମଧ୍ଯ ଦୀର୍ଘ ୬ ଘଣ୍ଟା ଧରି ବିଦ୍ୟୁତ କାଟ ଯୋଗୁଁ ରୋଗୀମାନେ ନାହିଁ ନଥିବା ହଇରାଣ ହୋଇଛନ୍ତି। ହସ୍ପିଟାଲରେ କାର୍ଯ୍ୟରତ ଠିକା ବିଦ୍ୟୁତ୍ କର୍ମଚାରୀଙ୍କ ଯୋଗୁ ବିଦ୍ୟୁତ୍ ବିଭ୍ରାଟ…

26/11 ମୁମ୍ୱାଇ ଆଟାକ ମାଷ୍ଟରମାଇଣ୍ଡ ହାଫିଜ ସଇଦ ସହଯୋଗୀ ନିପାତ

ମୁମ୍ୱାଇ 26/11 ଆତ୍ମଘାତୀ ବିସ୍ଫୋରଣର ମାଷ୍ଟରମାଇଣ୍ଡ ଥିବା ହାଫିଜ ସଇଦର ସହଯୋଗୀ ନିପାତ। କୁଖ୍ୟାତ ଆତଙ୍କୀ ମୁଫ୍ତି କୈସର୍ ଫାରୁକ କରାଚୀରେ ନିପାତ ହୋଇଛି। କୌଣସି ଅଜଣା ବ୍ୟକ୍ତି ଫାରୁକକୁ ମାରିଥିବା କୁହାଯାଉଛି। ଚାଲି ଚାଲି ଯିବା ସମୟରେ ଗୁଳି କରାଯାଇଛି,…

ସ୍ପେନର ମୁର୍ସିଆରରେ ଏକ ନାଇଟ୍ କ୍ଲବରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୬ ଜଣ

ଦକ୍ଷିଣ ପୂର୍ବ ସ୍ପେନର ମୁର୍ସିଆରରେ ଏକ ନାଇଟ୍ କ୍ଲବରେ ଭୟାବହ ଅଗ୍ନିକାଣ୍ଡ। ଅତି କମରେ 6 ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ସୂଚନା ମିଳିଛି। ଏଥିସହ ଏକାଧିକ ଲୋକେ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଗତକାଲି ରାତିରେ ନାଇଟ୍ କ୍ଲବ୍…

ବିଶାଳ ‘ସ୍ବଚ୍ଛତା ଅଭିଯାନ’ରେ ସକ୍ରିୟ ଅଂଶ ଗ୍ରହଣ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଗାନ୍ଧୀ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ଆଜି ସମଗ୍ର ଦେଶରେ ଆରମ୍ଭ ହୋଇଥିବା ଘଣ୍ଟିକିଆ ‘ସ୍ବଚ୍ଛତା ଅଭିଯାନ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସକ୍ରିୟ ଅଂଶ ଗ୍ରହଣ କରିଛନ୍ତି। ‘ଫିଟ୍‌ନେସ୍‌ ଇନ୍‌ଫ୍ଲୁଏନ୍‌ସର୍‌’ ଅଙ୍କିତ ବୈୟାନପୁରିୟାଙ୍କ ସହିତ ପ୍ରଧାନମନ୍ତ୍ରୀ ଆଜି ଏହି ଅଭିଯାନରେ ଅଂଶ…

ବିଏସଏଫ ଧରିଲା ପାକ୍ ଡ୍ରୋନ, ମିଳିଲା ଅସ୍ତ୍ରଶସ୍ତ୍ର

ନୂଆଦିଲ୍ଲୀ : ପାକିସ୍ତାନ ସୀମାରେ ନିଜର ଭାରତ ବିରୋଧୀ କାର୍ଯ୍ୟକଳାପକୁ ଛାଡୁନାହିଁ। ପୂର୍ବରୁ ପାକିସ୍ତାନ ଭାରତକୁ ଆତଙ୍କବାଦୀ ପଠାଉଥିଲା। କିନ୍ତୁ ଏବେ ପାକିସ୍ତାନ ଭାରତକୁ ଅସ୍ତ୍ରଶସ୍ତ୍ର ଓ ଡ୍ରଗ୍ସ ଯୋଗାଣ ପାଇଁ ଡ୍ରୋନ୍ ବ୍ୟବହାର କରିବା ଆରମ୍ଭ କରିଛି। ପୁଣି ଆଗରୁ…

ସେପ୍ଟେମ୍ବରରେ ୧.୬୨ ଲକ୍ଷ କୋଟିର ଜିଏସଟି ସଂଗ୍ରହ

ନୂଆଦିଲ୍ଲୀ: ଜିଏସଟି ଯୋଗୁଁ ସରକାରଙ୍କ ରାଜସ୍ୱ ଆଦାୟରେ କ୍ରମାଗତ ଉନ୍ନତି ଘଟିଚାଲିଛି । ଗତ ସେପ୍ଟେମ୍ବର ମାସରେ ଦେଶର ଜିଏସଟି ଆଦାୟ ୧ ଲକ୍ଷ ୬୩ ହଜାର କୋଟି ଟପିଯାଇଛି । ଚଳିତ ଆର୍ଥିକ ବର୍ଷରେ ୪ର୍ଥ ଥର ପାଇଁ ମାସିକ…

କେନାଲରୁ ହାତ ଗୋଡ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ଯାଜପୁର: ବିଞ୍ଝାରପୁର ଥାନା ଅନ୍ତର୍ଗତ ସିଂହପୁରରେ ଅଭାବନୀୟ ଘଟଣା ଘଟିଛି । ଖରସ୍ରୋତା କେନାଲ ରୁ ରଶି ଯୋଗେ ବନ୍ଧା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଜଣକ ଚନ୍ଦନପୁର ପଞ୍ଚାୟତ ଓଳେଇ ଗାଁର ପ୍ରିୟରଞ୍ଜନ ଧଳ…

ଭାରତୀୟ ଉଚ୍ଚାୟୁକ୍ତଙ୍କୁ ଖଲିସ୍ତାନୀ ଉଗ୍ରବାଦୀଙ୍କ ବ୍ୟବହାର ବିଶୃଙ୍ଖଳିତ ଆଚରଣ କହିଲା ଗ୍ଲାସଗୋ ଗୁରୁଦ୍ୱାର

ବ୍ରିଟେନରେ ଭାରତୀୟ ଉଚ୍ଚାୟୁକ୍ତ(ହାଇକମିଶନର)ଙ୍କୁ ଶୀଖ୍ ଉଗ୍ରବାଦୀଙ୍କ ଅସମ୍ମାନକୁ ନିନ୍ଦା କଲା ‘ଗୁରୁଦ୍ୱାର ଗୁରୁ ଗ୍ରନ୍ଥ ସାହି ଶିଖ୍ ସଭା’। ବ୍ରିଟେନରେ ଥିବା ଭାରତୀୟ ଉଚ୍ଚାୟୁକ୍ତ ବିକ୍ରମ ଦୋରାଇସ୍ୱାମୀଙ୍କୁ ଶୁକ୍ରବାର କିଛି ଖଲିସ୍ତାନୀ ଉଗ୍ରବାଦୀମାନେ ସ୍କଟଲାଣ୍ଡର ଗ୍ଲାସଗୋରେ ଥିବା ଗୁରୁଦ୍ୱାରକୁ ପ୍ରବେଶ କରାଇ…