Month: November 2023

ତିନି ଛୁଆଙ୍କୁ ବିଷ ଦେଇ ଝୁଲିପଡିଲେ ଦମ୍ପତି

କର୍ଣ୍ଣାଟକର ତୁମକୁରରେ ଘଟିଛି ଏକ ହୃଦୟ ବିଦାରକ ଘଟଣା। ଏଠାରେ ଗୋଟିଏ ପରିବାରର ପାଞ୍ଚ ଜଣ ସଦସ୍ୟଙ୍କ ଦୁଃଖଦ ମୃତ୍ୟୁ ଘଟିଛି। ସ୍ୱାମୀ ଓ ସ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇ ଥିବାବେଳେ ଖଟ ଉପରେ ପଡିଛି ତିନି ପିଲାଙ୍କ ମୃତଦେହ।…

KCRଙ୍କୁ ଝଟ୍‌କା, ନିର୍ବାଚନ ପୂର୍ବରୁ ‘ରୟତୁ ବନ୍ଧୁ’ ଯୋଜନା ସ୍ଥଗିତ

ଆସନ୍ତା ୩୦ ତାରିଖରେ ତେଲେଙ୍ଗାନାର ସମସ୍ତ ୧୧୯ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ। ଏଥିପାଇଁ ବିଜେପି, କଂଗ୍ରେସ ଓ ବିଆର୍‌ଏସ୍‌ ସମସ୍ତ ଦଳ ନିର୍ବାଚନ ପ୍ରଚାରରେ ଜୋରସୋର୍‌ରେ ଲାଗି ପଡିଛନ୍ତି। ତେବେ ନିର୍ବାଚନ ପୂର୍ବରୁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର…

କେସିଆରଙ୍କୁ ହଟାଇବାକୁ ହେଲେ କଂଗ୍ରେସକୁ ଭୋଟ ଦିଅନ୍ତୁ ନାହିଁ ବୋଲି ଅନୁରୋଧ କଲେ ମୋଦି

ତେଲେଙ୍ଗାନାରେ ବିଜେପିର ପ୍ରଚାର କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଓ କ୍ଷମତାସୀନ ବିଆରଏସ ଉପରେ ବର୍ଷିଛନ୍ତି। ଉଭୟ ଦଳ ସମାନ ପାପୀ ଓ ଉଭୟ ରାଜ୍ୟଙ୍କୁ ଧ୍ୱଂସ କରିଦେଇଛନ୍ତି। ବିଆରଏସ୍‌ର ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ କେସିଆରଙ୍କୁ ହଟାଇବାକୁ ହେଲେ ଲୋକମାନେ…

ଜେସିବି ଲଗାଇ ଏଟିଏମ ତାଡ଼ିନେଲେ ଦୁର୍ବୃତ୍ତ, ୨୬ ଲକ୍ଷରୁ ଅଧିକ ଟଙ୍କା ଲୁଟ

ବାଲେଶ୍ବର: ଜେସିବି ଲଗାଇ ଏଟିଏମ ତାଡ଼ିନେଲେ ଦୁର୍ବୃତ୍ତ । ବାଲେଶ୍ବର ଜିଲ୍ଲା ବାହାନଗା ବଜାରରେ ଥିବା ଷ୍ଟେଟ ବ୍ୟାଙ୍କ ଏଟିଏମ ମେସିନକୁ ଦୁର୍ବୃତ୍ତମାନେ ପ୍ରଥମେ ଗ୍ୟାସ କଟରରେ କାଟିବା ପରେ ଜେସିବିରେ ତାଡ଼ି ଉଠାଇ ନେଇଥିବା ନେଇ ଅଭିଯୋଗ ହୋଇଛି ।…

ଡିସେମ୍ବର ପ୍ରଥମ ସପ୍ତାହରେ ଆସୁଛି ବାତ୍ୟା !

ଭୁବନେଶ୍ୱର:ଦକ୍ଷିଣ ଆଣ୍ଡାମାନ ଓ ପାର୍ଶ୍ୱବର୍ତ୍ତୀ ଇଲାକାରେ ସୃଷ୍ଟି ଘୂର୍ଣ୍ଣିବଳୟ ବାତ୍ୟା ରୂପ ନେଇପାରେ । ଏମିତି ଆକଳନ କରିଛି ପାଣିପାଗ ବିଭାଗ । ଭାରତୀୟ ପାଣିପାଗ ବିଭାଗ ଆଇଏମଡି ପକ୍ଷରୁ ସୋମବାର ମିଳିଥିବା ସୂଚନା ଅନୁସାରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଡିସେମ୍ବର ୧…

ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ

ପାରାଦୀପ: ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ। ଆଜି ପାରାଦୀପ ଗସ୍ତ ବେଳେ ହେଲିକ୍ୟାପ୍ଟରରେ ଦିନ ୯ଟା ୩୦ମିନିଟରେ ଗୋପବନ୍ଧୁ ଷ୍ଟାଡିୟମ ପହଞ୍ଚିଥିଲେ। ସେଠାରୁ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେବାକୁ କାରକେଟରେ ପାରାଦୀପ ନିଷିଦ୍ଧାଞ୍ଚଳକୁ…

ଶ୍ରୀମନ୍ଦିର ରତ୍ନ ଭଣ୍ଡାର ପ୍ରସଙ୍ଗ : ଆସନ୍ତାକାଲି ହେବ ଲେଜର ସ୍କାନିଂ

ପୁରୀ : କାଲି ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ହେବ ଲେଜର ସ୍କାନିଂ । ଲେଜର ସ୍କାନିଂ ପାଇଁ ASIକୁ ଅନୁମତି ପ୍ରଦାନ କରାଯାଇଛି । ସ୍କାନିଂ କରି ରିପୋର୍ଟ ଦେବା ପରେ ବୈଷୟିକ କମିଟି ସହ ଆଲୋଚନା କରାଯାଇ ପରବର୍ତ୍ତୀ ନିଷ୍ପତ୍ତି…

ସ୍ତ୍ରୀଙ୍କୁ ନିର୍ମମ ଭାବେ ହତ୍ୟା କଲା ସ୍ୱାମୀ

ସନ୍ଦେହ ଉଜାଡ଼ି ଦେଇଛି ସୁନାର ସଂସାର। ଯାହାର ହାତ ଧରି ସାତ ଜନ୍ମର ସାଥୀ କରିଥିଲେ, ତାକୁ ହିଁ ଶେଷରେ ହତ୍ୟା କରିଛି। ସ୍ତ୍ରୀ ପର ପୁରୁଷଙ୍କ ସହ ସମ୍ପର୍କ ରଖିଥିବା ସନ୍ଦେହରେ ସ୍ୱାମୀ ଜଣକ ଘଟାଇଛି ନର୍ମମ ହତ୍ୟାକାଣ୍ଡ। ଘର…

ସିଂହଦ୍ୱାର ବ୍ୟାରିକେଡ ଭିତରକୁ ପଶି ଆସିଲା ଘୁଷୁରି

ପୁରୀ:କାର୍ତ୍ତିକ ପୂର୍ଣ୍ଣମୀ ପାଇଁ ବଡ ଦାଣ୍ଡ ଲୋକାରଣ୍ୟ । ସିଂହଦ୍ୱାର ସମ୍ମୁଖରେ ଥିଲା ଭକ୍ତଙ୍କ ଭିଡ । ରାତି ତମାମ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରୁଥିଲେ ଭକ୍ତ । ସିଂହଦ୍ୱାର ବ୍ୟରିକେଡ ଓ ସମ୍ମୁଖରେ ହଜାର ହଜାର ଭକ୍ତ ରୁଣ୍ଡ…

ସେନାକୁ ମିଳିବ ୧୫୬ଟି ‘ପ୍ରଚଣ୍ଡ’ ହେଲିକପ୍ଟର

ନୂଆଦିଲ୍ଲୀ: ଖୁବ୍ ଶୀଘ୍ର ଭାରତୀୟ ସେନା ଓ ବାୟୁସେନାର ଶକ୍ତି ବଢ଼ିବାକୁ ଯାଉଛି। ଆସନ୍ତା ନଭେମ୍ବର ୩୦ ତାରିଖରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ପ୍ରତିରକ୍ଷା ଅଧିଗ୍ରହଣ ପରିଷଦ(ଡିଏସି)ର ଏକ ବୈଠକ ବସିବ। ଏହି ବୈଠକରେ ସେନା ପାଇଁ ୧୫୬ଟି…