ସମୟ ଗଡୁଛି, ବ୍ୟୟ ଅଟକଳ ବଢୁଛି ହେଲେ ସରୁନି ପ୍ରକଳ୍ପ
ଭୁବନେଶ୍ୱର: ରାଜ୍ୟରେ ନିର୍ମାଣଧୀନ ବୃହତ ଓ ମଧ୍ୟମ ଜଳସେଚନ ପ୍ରକଳ୍ପର ସ୍ଥିତିକୁ ବିଧାନସଭାରେ ଆସିଲା ସାଙ୍ଘାତିକ ଉତ୍ତର । ଲୋୟର ସୁକେତଲ ପ୍ରକଳ୍ପ ୧୯୯୭ ମସିହା ଆରମ୍ଭ ହୋଇଥିବାବେଳେ ପ୍ରକଳ୍ପ ଲାଗି ବ୍ୟୟ ବରାଦ ଥିଲା ୨୧୭ କୋଟି । ବର୍ତ୍ତମାନ…
ଭୁବନେଶ୍ୱର: ରାଜ୍ୟରେ ନିର୍ମାଣଧୀନ ବୃହତ ଓ ମଧ୍ୟମ ଜଳସେଚନ ପ୍ରକଳ୍ପର ସ୍ଥିତିକୁ ବିଧାନସଭାରେ ଆସିଲା ସାଙ୍ଘାତିକ ଉତ୍ତର । ଲୋୟର ସୁକେତଲ ପ୍ରକଳ୍ପ ୧୯୯୭ ମସିହା ଆରମ୍ଭ ହୋଇଥିବାବେଳେ ପ୍ରକଳ୍ପ ଲାଗି ବ୍ୟୟ ବରାଦ ଥିଲା ୨୧୭ କୋଟି । ବର୍ତ୍ତମାନ…
ପୁରୀ: ଆଜି ଖାଦ୍ୟ ଶସ୍ୟ ଉତ୍ପାଦନରେ ଓଡ଼ିଶା ଏକ ବଳକା ରାଜ୍ୟ। ଓଡ଼ିଶା ଆଜି ୧୨ଟି ରାଜ୍ୟକୁ ୨୪ ଲକ୍ଷ ଟନ୍ ଚାଉଳ ଯୋଗାଉଛି। ଏହା ଚାଷୀମାନଙ୍କ ନିଷ୍ଠା ଓ ପରିଶ୍ରମର ଫଳ ବୋଲି କହିଛନ୍ତି କୃଷି, ମତ୍ସ୍ୟ ଓ ପ୍ରାଣୀ…
ନୂଆଦିଲ୍ଲୀ: ‘ଡିପ୍ଫେକ୍’ଜନିତ ସମସ୍ୟାର ମୁକାବିଲା କରିବା ଲାଗି ଖୁବ୍ ଶୀଘ୍ର ପ୍ରଚଳିତ ଆଇନକୁ ସଂଶୋଧନ କରାଯିବ କିଂବା ନୂଆ ଆଇନ କରାଯିବ ବୋଲି ଆଜି କେନ୍ଦ୍ର ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି। ସେ କହିଛନ୍ତି, ‘ଡିପ୍ଫେକ୍’ ଭିଡିଓର ସ୍ରଷ୍ଟା…
ଭୁବନେଶ୍ବର : ଅଶାନ୍ତ ହୋଇ ଉଠିଛି ବିଜେବି କଲେଜ । ତାତିଛନ୍ତି ଛାତ୍ରଛାତ୍ରୀ। ପୁଲିସ୍ର ଦବଙ୍ଗଗିରିକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଛନ୍ତି ଶତାଧିକ ଛାତ୍ରଛାତ୍ରୀ। ଫଳରେ ବିଜେବି କଲେଜ ସମ୍ମୁଖରେ ଆଜି ଉତ୍ତ୍ୟକ୍ତ ଛାତ୍ରଛାତ୍ରୀଙ୍କ ଗର୍ଜନ ଶୁଣିବାକୁ ମିଳିଛି। ଏହି ଉତ୍ତେଜନାର…
କଟକ,୨୩ା୧୧: କଳା, ସଂସ୍କୃତି, ଐତିହ୍ୟ, ବାଣିଜ୍ୟର ଗନ୍ତାଘର ହେଉଛି କଟକ ବାଲିଯାତ୍ରା। ଦୀର୍ଘବର୍ଷ ଧରି ଚାଲି ଆସୁଥିବା ଏହି ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ନ ମିଳିବାରୁ ମେୟର ସୁବାସ ସିଂହ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ଏନେଇ ଆୟୋଜିତ ଏକ…
କଟକ : ତାଳଦଣ୍ଡା କେନାଲରେ ପାଣି ନ ଥିବାରୁ ବିଦ୍ୟାଧରପୁରର ପ୍ରସିଦ୍ଧ ବଡ଼କାଳୀ, ସାନକାଳୀ ଓ ଦକ୍ଷିଣକାଳୀ ମୂର୍ତ୍ତି ବିସର୍ଜନ ପୂର୍ବରୁ ଘାଟକୂଳରେ ରଖାଯାଇଥିଲା। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ୨ ଘଣ୍ଟାର ଅପେକ୍ଷା ପରେ ତାଳଦଣ୍ଡା କେନାଲରେ…
ଭୁବନେଶ୍ୱର : ରାଜ୍ୟର ୭୯୯୮ ପଞ୍ଚାୟତରେ ୮୦୯୯ ହାଇସ୍କୁଲ ରହିଛି। ତେବେ ୪୨୬ ପଞ୍ଚାୟତରେ କୌଣସି ହାଇସ୍କୁଲ ନାହିଁ। ସେହି ପଞ୍ଚାୟତର ପିଲାମାନେ ନିକଟସ୍ଥ ପଞ୍ଚାୟତରେ ଥିବା ହାଇସ୍କୁଲରେ ପଢୁଛନ୍ତି। ବିଜେଡି ସଭ୍ୟ ଭୂପିନ୍ଦର ସିଂଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ…
ରାୟଗଡ଼ା: ରାୟଗଡା ସହରରେ ଥିବା ଏକ ଘରୋଇ ସ୍କୁଲରେ ଆଜି ଅଘଟଣ ଘଟିଛି। ବାରିଝୋଲା ନିକଟସ୍ଥ ଶ୍ରୀ ଚୈତନ୍ୟ ଟେକ୍ନୋ ସ୍କୁଲରେ ଶିକ୍ଷାଦାନ ଚାଲିଥିବା ସମୟରେ ହଠାତ୍ ପ୍ରଥମ ମହଲାରୁ ତଳକୁ ଖସି ପଡ଼ି ଦଶମ ଶ୍ରେଣୀର ଜଣେ ଛାତ୍ରୀ ଗୁରୁତର…
କଟକ : ଆଜି ପହିଲି ପଞ୍ଚୁକ, ଆସନ୍ତା ଶନିବାର ବଡ଼ ଓଷା। ପଞ୍ଚକ ପାଇଁବେଶ୍ ଚଳଚଞ୍ଚଳ ହୋଇଉଠିଛି ଧବଳେଶ୍ୱର ପୀଠ । ସେଥିପାଇଁ ଆଜି ରାତି ୩ଟା ବେଳେ ଦ୍ୱାର ଫିଟା ଯାଇ ୧୦୮ ଗରା ଜଳରେ ମହାସ୍ନାନ କରାଯାଇଥିଲା। ଏହାପରେ…
ପୁରୀ : କାଲିଠୁ ପବିତ୍ର ପଞ୍ଚୁକ। ଏଥିପାଇଁ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼। ଗହଳିକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସହ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି। ପଞ୍ଚୁକର ପ୍ରଥମ ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ…