ଟ୍ରାକ୍ଟର ଓଲଟି ୨ ମୃତ, ୬ ଗୁରୁତର
ଗଞ୍ଜାମ : ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ସୀମାନ୍ତ ତାଳଗୁରାଣ୍ଡି ଗାଁ ନିକଟରେ ଏକ ଟ୍ରାକ୍ଟର ଓଲଟି ପଡ଼ିବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଉଛନ୍ତି- ଜଗନ୍ନାଥ ଭୂୟାଁ (୪୩)…
ଗଞ୍ଜାମ : ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ସୀମାନ୍ତ ତାଳଗୁରାଣ୍ଡି ଗାଁ ନିକଟରେ ଏକ ଟ୍ରାକ୍ଟର ଓଲଟି ପଡ଼ିବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଉଛନ୍ତି- ଜଗନ୍ନାଥ ଭୂୟାଁ (୪୩)…
ଭଦ୍ରକ: ଭଦ୍ରକ ସହରରେ ଦୀର୍ଘଦିନ ହେବେ ପୁରୁଣାବଜାର ଅଂଚଳ ନକଲି ଜର୍ଦାର ହବ ପାଲଟିଛି। ନକଲି ଜର୍ଦ୍ଦାକୁ ଯେତେଥର ପୁଲିସ ଜବତ କରୁଛି। ଅଧିକ ଲୋକ ଏଇ ବେଆଇନ କାର୍ଯ୍ୟରେ ସଂପୃକ୍ତ ରହିଛନ୍ତି। ଏହି ବେଆଇନ କାର୍ଯ୍ୟରେ କିନ୍ତୁ ମୂଳ ପ୍ରଚ୍ଛଦ…
ଭୁବନେଶ୍ବର: ଅପହଞ୍ଚ ସ୍ୱାସ୍ଥ୍ୟ ସେବା ଓ ସ୍ୱାସ୍ଥ୍ୟ ବିଭାଗର ଅବହେଳା ଯୋଗୁଁ କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ୍ ଗୋନାସିକା ପଞ୍ଚାୟତର ଜନ୍ତାରି ଗାଁରେ ଗତ ପାଞ୍ଚ ମାସ ଭିତରେ ୯ ଜଣ ଜୁଆଙ୍ଗ ଆଦିବାସୀଙ୍କ ମୃତ୍ୟୁ ଘଟଣାରେ ଜାତୀୟ ମାନବିକ ଅଧିକାର…
ଗଞ୍ଜାମ : ଧୋକା ଦେଲା ବର୍ଷା। ଶୁଖିଗଲା ଧାନ କ୍ଷେତ। ବୋରୱେଲ୍ ମରାମତି ହୋଇନଥିବାରୁ କ୍ଷେତକୁ ପାଣି ମଡ଼ାଇ ପାରିଲେନି ଚାଷୀ। କିଛି ଉପାୟ ନପାଇ କ୍ଷେତରେ ଗୋରୁ ଗାଈ ଛାଡ଼ିଦେଲେ ଚାଷୀ। ମରୁଡ଼ିର ଏପରି ଚିତ୍ର ଆସିଛି ମୁଖ୍ୟମନ୍ତ୍ରୀ ନବୀନ…
ରାଇରଂଗପୁର/ଭୁବନେଶ୍ବର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି (ନଭେମ୍ବର ୨୧, ୨୦୨୩ରେ) ବାଦାମପାହାଡ଼ ରେଳ ଷ୍ଟେସନରୁ ତିନୋଟି ନୂଆ ଟ୍ରେନ ଚଳାଚଳକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନଗୁଡ଼ିକ ହେଲା ବାଦାମପାହାଡ଼- ଟାଟାନଗର ମେମୁ, ବାଦାମପାହାଡ଼- ରାଉରକେଲା ସାପ୍ତାହିକ ଏକ୍ସପ୍ରେସ୍;…
ସମ୍ବଲପୁର: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟର ୧୫ତମ ବାର୍ଷିକ ସମାବର୍ତ୍ତନ ଉତ୍ସବକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ବୈଷୟିକ ଉନ୍ନତିକୁ ଗ୍ରହଣ କରିବା ସମୟରେ ଆମେ ଆମର ପାରମ୍ପରିକ ମୂଲ୍ୟବୋଧକୁ…
ଭୁବନେଶ୍ବର: ବିଗତ ୫ ବର୍ଷ ମଧ୍ୟରେ ୪୩୦ଟି ହାତୀ ମୃତ୍ୟୁବରଣ କରିଛନ୍ତି। ଏହାଛଡ଼ା ୪ଟି ମହାବଳ ବାଘ, ୩୧ଟି କଲରାପତରିଆ ବାଘଙ୍କର ମୃତ୍ୟୁ ହୋଇଥିବା ବେଳେ ୨୩୫୨ ଗୋଟି ଅନ୍ୟାନ୍ୟ ବନ୍ୟଜନ୍ତୁଙ୍କର ବି ଜୀବନ ଯାଇଛି। ସୁନ୍ଦରଗଡ଼ ବିଜେପି ବିଧାୟିକା କୁସୁମ…
ଭୁବନେଶ୍ବର: ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି, ପୂର୍ବତନ ଉପ ମନ୍ତ୍ରୀ ସରସ୍ବତୀ ପ୍ରଧାନ, ପୂର୍ବତନ ସରକାରୀ ମୁଖ୍ୟ ସଚେତକ ଅଜୟ କୁମାର ଜେନା, ପୂର୍ବତନ…
ଭୁବନେଶ୍ବର: ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ହେଲେ ନୂଆ ଉପବାଚସ୍ପତି। ଉପବାଚସ୍ପତି ଭାବେ ସେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପବାଚସ୍ପତି ଭାବେ ସାଲୁଗା ପ୍ରଧାନଙ୍କ ନାମ ପ୍ରସ୍ତାବ ରଖିଥିଲେ। ଏହାକୁ ବିଜେପିର ମୁଖ୍ୟ ସଚେତକ ମୋହନ ମାଝୀ…
ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଥିବା ବିଧାନସଭା ଶୀତ ଅଧିବେଶନ ଡିସେମ୍ବର ୩୦ ତାରିଖ ଯାଏ ଚାଲିବ। ଅଧିବେଶନ ସମୟରେ ବିଭିନ୍ନ ସଂଗଠନ, ରାଜନୈତିକ ଦଳ, ସଂସ୍ଥା ପକ୍ଷରୁ ପ୍ରତିବାଦ ସଭା, ଧାରଣା, ବିକ୍ଷୋଭ ପ୍ରଦର୍ଶନ ହେବାର ଆଶଙ୍କା ରହିଛି। ଅଧିବେଶନ ସମୟରେ…