Month: November 2023

ନବରଙ୍ଗପୁରକୁ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବରଙ୍ଗପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ…

ତୁଟୁନି ଟୋକନ ସମସ୍ୟା, ବଢୁଛି ଅସନ୍ତୋଷ

ବରଗଡ଼ : ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ବୁଧବାର ୯ଦିନ ପୂରିଛି। ତେବେ ଅନ୍ୟ ଥର ଭଳି ଏଥର ମଧ୍ୟ ଜିଲାର ଅନେକ ଚାଷୀ ଟୋକନ ସମସ୍ୟାରେ ଛନ୍ଦି ହୋଇ ପଡ଼ିଛନ୍ତି। ଧାନ ଅମଳ ସାରିଥିଲେ ସୁଦ୍ଧା ମିଳିଥିବା…

ସଜେଇ ହେଉଛି ମୁକ୍ତାକାଶ ରଙ୍ଗମଞ୍ଚ

କୋଣାର୍କ : ବିଶ୍ବ ଐତିହ୍ୟ ପର୍ଯ୍ୟଟନସ୍ଥଳୀ କୋଣାର୍କ ସୂର୍ଯ୍ୟମନ୍ଦିର ପାଦଦେଶରେ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ୩୪ତମ କୋଣାର୍କ ଉତ୍ସବ ଏବଂ ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ବେଳାଭୂମିରେ ବିଶିଷ୍ଟ ବାଲୁକା ଶିଳ୍ପୀମାନଙ୍କୁ ନେଇ ୧୩ତମ ଅନ୍ତର୍ଜାତୀୟ ବାଲୁକା…

କୃଷି ଯୋଜନାରୁ ଫାଇଦା ନେବେ ଶିଳ୍ପପତି

ଯାଜପୁର : ଦୀର୍ଘ ଦୁଇ ଦଶନ୍ଧି ସମୟର ଅପେକ୍ଷା ପରେ ପ୍ରଧାନମନ୍ତ୍ରୀ କୃଷି ସେଚ ଯୋଜନାରେ ଶେଷ ହେବାକୁ ଯାଉଥିବା କାନପୁର ଜଳସେଚନ ପ୍ରକଳ୍ପରେ ବଳକା ପାଣି ନାହିଁ। ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗ ଦ୍ୱାରା ଗଠିତ ବିଶେଷଜ୍ଞ କମିଟିର…

ଯୁକ୍ତ୨ ଛାତ୍ରୀଛାତ୍ରଙ୍କୁ ମିଳିବ ଏନ୍‌ଇଇଟି, ଜେଇଇ କୋଚିଂ

ଭୁବନେଶ୍ୱର : ରାଜ୍ୟର ସମସ୍ତ ଯୁକ୍ତ୨ ଛାତ୍ରୀଛାତ୍ରଙ୍କୁ ନିଜ ସ୍କୁଲ୍‌ରେ ଏନ୍‌ଇଇଟି ଏବଂ ଜେଇଇ କୋଚିଂ ମିଳିବ। ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ମନୋଭାବ ଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ…

ପୁନଃବିଚାର ପରେ ଉତ୍କଳ ବିଶ୍ୱବିଦ୍ୟାଳୟକୁ ଏ+ ଗ୍ରେଡ଼ ଦେଲା ନାକ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ପାଇଁ ଆସିଲା ଖୁସିର ଖବର | ପୁନଃବିଚାର ପରେ ଉତ୍କଳ ବିଶ୍ୱବିଦ୍ୟାଳୟକୁ ଏ+ ଗ୍ରେଡ଼ ଦେଲା ନାକ | ବାସ୍ତବରେ ମେ ମାସରେ ଆସିଥିବା ନାକ ଟିମ ଦେଇଥିଲା ଏ ଗ୍ରେଡ | ଏହାର ପୁନଃ ବିଚାର…

ସ୍କୁଲରେ ନାହାନ୍ତି ଶିକ୍ଷକ; ତାଲା ପକାଇ ଧାରଣାରେ ବସିଲେ ପିଲା, ଅଭିଭାବକ

ଭଦ୍ରକ : ଶିକ୍ଷକ ପୂରଣ ଦାବିରେ ଛାତ୍ରଛାତ୍ରୀଙ୍କ ସହିତ ଅଭିଭାବକ ମାନେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ବାଲିମେଦ ଗ୍ରାମପଞ୍ଚାୟତର ଚାରିବାଟିଆ ସରକାରୀ ଉ.ପ୍ରା ବିଦ୍ୟାଳୟରେ। ଏହି…

ପୋଢୁଆଁ ହେବେ ମହାପ୍ରଭୁ, ମାମୁଁ ଘର ମାଧବରୁ ଶ୍ରୀକ୍ଷେତ୍ରକୁ ଯିବ ପ୍ରଥମାଷ୍ଟମୀ ଭାର

ଭୁବନେଶ୍ୱର : ଆସନ୍ତା ଡିସେମ୍ଵର ୫ ତାରିଖରେ ମାର୍ଗଶୀର ଅଷ୍ଟମୀ ତିଥିରେ ପଡୁଛି ପ୍ରଥମାଷ୍ଟମୀ। ଏନେଇ ଠାକୁରଙ୍କ ମଉଳା କ୍ଷେତ୍ର କୁହାଯାଉଥିବା ପ୍ରାଚୀର ଅଧିଷ୍ଠାତା ଦେବତା ଶ୍ରୀମାଧବଙ୍କ ପୀଠରୁ ପୋଢୁଆଁ ଭାର ଶ୍ରୀକ୍ଷେତ୍ର ପଠାଯିବ । ତେଣୁ ପ୍ରଥମାଷ୍ଟମୀ ପୂର୍ବଦିନ ଅର୍ଥାତ…

ବଢ଼ୁଛି ଶ୍ୱାସକ୍ରିୟା ସଂକ୍ରମଣ, ୭ ରାଜ୍ୟକୁ ସତର୍କ କରାଇଲା କେନ୍ଦ୍ର

ବଢ଼ୁଛି ଶ୍ୱାସକ୍ରିୟା ସଂକ୍ରମଣ। ପିଲା ଓ ଅଧକାଂଶ ଯୁବପିଢ଼ିକୁ ଶିକାର କରୁଛି ଏହି ରହସ୍ୟମୟୀ ଜ୍ୱର ଓ ନିମୋନିଆ। ଚୀନ୍‌ରେ ହୁ ହୁ ବଢ଼ି ଚାଲିଛି ଶ୍ୱାସକ୍ରିୟାରେ ସଂକ୍ରମଣ ହୋଇଥିବା ରୋଗୀଙ୍କ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ଆଲର୍ଟ ମୁଡ୍‌କୁ ଆସିଛନ୍ତି…

ଧର୍ମଘଟ ପ୍ରତ୍ୟାହାର କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ୱର: ଧର୍ମଘଟ ପ୍ରତ୍ୟାହାର କଲା ଘରୋଇ ବସ୍ ମାଲିକ ସଂଘ। ଆଜି ପରିବହନ ମନ୍ତ୍ରୀଙ୍କ ଅଧକ୍ଷତରେ ସଚିବାଳୟରେ ଏକ ବୈଠକ ବସିଥିଲା । ଯେଉଁଥିରେ ଘରୋଇ ବସ୍ ମାଲିକ ସଂଘର ଦାବୀକୁ ନେଇ ଆଲୋଚନା ହୋଇଥିଲା । ଲକ୍ଷ୍ମୀ ବସ୍ ଗୁଡିକ…