Month: November 2023

ପ୍ରସ୍ତାବ ଦେଲେନି ରାଜ୍ୟ ସରକାର, ମେଗା ଟେକ୍ସଟାଇଲ ପାର୍କରୁ ବଞ୍ଚିତ ହେଲା ଓଡିଶା: କେନ୍ଦ୍ର ମନ୍ତ୍ରୀ

ଭୁବନେଶ୍ୱର: ବୟନ ଶିଳ୍ପ ଲାଗି ଓଡ଼ିଶାରେ ବ୍ୟାପକ ସୁଯୋଗ ରହିଛି କିନ୍ତୁ ରାଜ୍ୟ ସରକାରଙ୍କ ସହଯୋଗ ମିଳୁନି | ରାଜ୍ୟ ସରକାରଙ୍କ ସହଯୋଗ ମିଳିଲେ ଓଡ଼ିଶାର ବୟନ ଶିଳ୍ପ ଆହୁରି ବହୁତ ଆଗକୁ ଯାଇ ପାରିବ | କିଛି ଏଭଳି କହିଛନ୍ତି…

ନାଗରିକତା ସଂଶୋଧନ ଆଇନର କାର୍ଯ୍ୟକାରିତାକୁ କେହି ଅଟକାଇ ପାରିବେ ନାହିଁ: ଅମିତ ଶାହା

ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବଡ଼ ବୟାନ ଦେଇଛନ୍ତି। ସିଏଏ ଦୀର୍ଘ ଦିନରୁ ସଂସଦରେ ପାରିତ ହୋଇଥିଲେ ମଧ୍ୟ କେନ୍ଦ୍ର ସରକାର ଏହାକୁ ଲାଗୁ କରି ପାରି ନାହାନ୍ତି। ତେବେ ଆଜି ଅମିତ ଶାହ…

ନକଲି ଟଙ୍କା ଦେଇ ଛେଳି ନେଇଗଲା ମାଉଁସ ଚୋର

ବେଗୁନିଆ: ଛାଡ଼ଖାଇରେ ଆମିଷର ବଢିଛି ଚାହିଦା । ଏହାକୁ ନଜରରେ ରଖି ଗ୍ରାମାଞ୍ଚଳ ଉପରେ ଦୃଷ୍ଟି ରଖିଛନ୍ତି ଛେଳି ଚୋରାଳି। ନକଲି ଟଙ୍କା ଦେଇ ଅସାଧୁ ବେପାରି ମଫସଲିଆ ଲୋକଙ୍କୁ ଲୁଟି ନେଉଥିବାର ଦେଖିବାକୁ ମିଳିଛି। ନଅ ହଜାର ଟଙ୍କାର ଜାଲନୋଟ…

ଆପକୁ ସୁପ୍ରିମକୋର୍ଟ ଝଟକା, ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ବଢ଼ିଲା

ସୁପ୍ରିମକୋର୍ଟରେ ଦିଲ୍ଲୀ ସରକାରଙ୍କୁ ବଡ଼ ଝଟକା ଲାଗିଛି। କେନ୍ଦ୍ର ସରକାର ଦିଲ୍ଲୀର ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ବୃଦ୍ଧି କରିଥିବାରୁ ଏହାକୁ ଆପ୍ ସରକାର ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ଏହି ଆବେଦନର ଶୁଣାଣି ସୁପ୍ରିମକୋର୍ଟ କରିଥିଲେ ହେଁ ମୁଖ୍ୟ ଶାସନ ସଚିବ…

ସବୁଠାରୁ ପୁରୁଣା ବିଦ୍ରୋହୀ ଗୋଷ୍ଠୀ ସହ ଶାନ୍ତି ଚୁକ୍ତି କଲେ କେନ୍ଦ୍ର ସରକାର

ମଣିପୁରର ସବୁଠାରୁ ପୁରୁଣା ସଶସ୍ତ୍ର ବିଦ୍ରୋହୀ ଗୋଷ୍ଠୀ(ୟୁଏନଏଲଏଫ) ସହ କେନ୍ଦ୍ର ସରକାର ଶାନ୍ତି ଚୁକ୍ତି କରିଛନ୍ତି। ୟୁଏନଏଲଏଫ, କେନ୍ଦ୍ର ସରକାର ଓ ମଣିପୁର ସରକାରଙ୍କ ମଧ୍ୟରେ ଏପରି ତ୍ରିପାକ୍ଷିକ ଶାନ୍ତି ଚୁକ୍ତି ହୋଇଛି। ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୋଶାଲ ମିଡିଆରେ…

ସୁଯୋଗ ଦେଖି ଘରେ କଳାକନା ବୁଲାଇଲା କାମବାଲି, ଆଲମିରା ଖୋଲି ଲୁଟି ନେଲା ଲକ୍ଷେ ଟଙ୍କା

ଭୁବନେଶ୍ୱର: କଳାକନା ବୁଲାଇଲା କାମବାଲି । ସିସିଟିଭିରେ କଏଦ ହେଲା ଚୋରିର ଭିଜୁଆଲ୍ । ଭୁବନେଶ୍ଵର ଝାରପଡ଼ା ଜଗନ୍ନାଥ ନଗର ରୋଡ ଅଞ୍ଚଳର ଜଣଙ୍କ ଘରୁ ଏକ କାମବାଲି ସୁଯୋଗ ଦେଖି ବେଡ଼ରୁମର ଆଲମିରାରୁ ପାଖାପାଖି ଏକ ଲକ୍ଷ ଟଙ୍କା ଚୋରି…

ଉଦ୍ଧାର ଶ୍ରମିକ ଗବ୍ବର ସିଂହଙ୍କ କଥାକୁ ନେଇ ଚର୍ଚ୍ଚା

ଦୀର୍ଘ ୧୭ ଦିନ ହେଲା ଉତ୍ତରାଖଣ୍ଡରର ଟନେଲରେ ଫସିଥିବା ୪୧ ଜଣ ଶ୍ରମିକ ଶେଷରେ ମଙ୍ଗଳବାର ରାତିରେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ମୂଷା ଗାତ ଖୋଳାଳି, ଉଦ୍ଧାରକାରୀ ଟିମ ଓ ଦେଶବାସୀଙ୍କ ପ୍ରାର୍ଥନା ଆଗରେ ଜୀବନ ଜିତିଛି। ୪୧ ଶ୍ରମିକ…

ଆଇଆଇସିଙ୍କଠାରୁ ନଗଦ ୩୭ ଲକ୍ଷ ଟଙ୍କା ଜବତ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଟାଣିଲା ବିଜେପି

ଭୁବନେଶ୍ୱର: ବୈପାରିଗୁଡା ଆଇଆଇସିଙ୍କ ଠାରୁ ନଗଦ ୩୭ ଲକ୍ଷ ଜବତ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଜଣେ ମନ୍ତ୍ରୀ ଏବଂ ପୂର୍ବତନ ମନ୍ତ୍ରୀଙ୍କୁ ଟାଣିଲା ବିଜେପି | ବିଜେପି ମୁଖପାତ୍ର ଅନୀଲ ବିଶ୍ୱାଳ କହିଛନ୍ତି ଯେ ଓଡ଼ିଶା ସରକାର ଦୁର୍ନୀତିକୁ ନୀତି…

କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲାରେ ୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ପ୍ରକଳ୍ପ ଦୁଇଟି ହେଉଛି କଳାହାଣ୍ଡି ଜିଲ୍ଲା ମୁରଲିଜୋର ଉପରେ ମୁରଲିଝର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଏବଂ ମୟୂରଭଞ୍ଜ ଗଙ୍ଗାହର…

ଭିଜିଲାନ୍ସ ଜାଲରେ ମହିଳା ରାଜସ୍ବ ନିରୀକ୍ଷକ: ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ସୁନ୍ଦରଗଡ଼ : ଭିଜିଲାନ୍ସ ଜାଲରେ ପୁଣି ଜଣେ ରାଜସ୍ବ ନିରୀକ୍ଷକ। ଜଣେ ଅଭିଯୋଗକାରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୁକ୍ତ ହେଲେ ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ। ସୂଚନା ଅନୁସାରେ…