Month: November 2023

ସୁରେଶ ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ନିଯୁକ୍ତ

ଭୁବନେଶ୍ବର: ରାଜ୍ୟ ସରକାର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇ୍‌ଆରସି) ଅଧ୍ୟକ୍ଷ ସୁରେଶ ମହାପାତ୍ରଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି। ଶ୍ରୀ ମହାପାତ୍ରଙ୍କୁ ଓଇ୍‌ଆରସି ଅଧ୍ୟକ୍ଷ ପଦବିରୁ ଅବ୍ୟାହତି ଦେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଭାବେ ଅବସ୍ଥାପିତ…

ଘରୋଇ କ୍ଷେତ୍ରରେ ହରିୟାଣା ଲୋକଙ୍କୁ ୭୫% ସଂରକ୍ଷଣ ଅସମ୍ବିଧାନିକ : ହାଇକୋର୍ଟ

ଚଣ୍ଡିଗଡ଼: ହରିୟାଣାର ଘରୋଇ କ୍ଷେତ୍ରରେ ରାଜ୍ୟବାସୀଙ୍କ ପାଇଁ ୭୫% ସଂରକ୍ଷଣ ଆଇନକୁ ରଦ୍ଦ କରିଛନ୍ତି ପଞ୍ଜାବ ଓ ହରିୟାଣା ହାଇକୋର୍ଟ । ହରିୟାଣା ସରକାରଙ୍କ ଏହି ଆଇନକୁ ନେଇ ଶିଳ୍ପ ମାଲିକମାନେ ପ୍ରଶ୍ନ ଉଠାଇବା ପରେ ଜଷ୍ଟିସ୍ ଜିଏସ୍ ସାନ୍ଧଓ୍ଵାଲିଆ ଓ…

କଟକ ମେୟର ଏବଂ କମିଶନରଙ୍କ ଆଲୋଚନା ପରେ ଆନ୍ଦୋଳନରୁ ହଟିଲେ ବିରୋଧୀ କର୍ପୋରେଟର

କଟକ : ଆଲୋଚନା ପରେ ଆନ୍ଦୋଳନରୁ ହଟିଲେ ବିରୋଧୀ କର୍ପୋରେଟର । ଆଜି ସକାଳେ ସିଏମସି କାର୍ଯ୍ୟାଳୟରେ ମେୟର ଓ କମିଶନରଙ୍କ ଆସି ଆଲୋଚନା କରିବା ପରେ କର୍ପୋରେଟର ମାନେ ଧାରଣା ପ୍ରତ୍ୟାହୃତ କରିଛନ୍ତି । କିଛି ଦିନ ହେବ ମହାନଗର…

ବିନା ପ୍ରବେଶିକା ପରୀକ୍ଷାରେ ପାଠ ପଢ଼ିବେ ଛାତ୍ରଛାତ୍ରୀ

ଦେଶର ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ମଧ୍ୟରୁ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଅନ୍ୟତମ। ପ୍ରତିବର୍ଷ ଏହି ବିଶ୍ୱ ବିଦ୍ୟାଳୟରେ ନାମଲେଖା ପାଇଁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳେ। ତେବେ ଚଳିତ ବର୍ଷ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ବିଭିନ୍ନ ବିଷୟରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା…

ଜମୁଛି ଜୁଗାର ଯାତ୍ରା , ଲାଉମୁଣ୍ଡାରେ ହଜାର ହଜାର ଲୋକଙ୍କ ସମାଗମ

ବରଗଡ : ବରଗଡ ଜିଲ୍ଲା ଲାଉମୁଣ୍ଡାର ପ୍ରସିଦ୍ଧ ଯୁଗାର ଯାତ୍ରା । ଦୀର୍ଘ ୬୨ ବର୍ଷ ହେବ ଏହି ଯାତ୍ରା ପାଳିତ ହୋଇଆସୁଛି । ଏହି ବିରାଟ ଯାତ୍ରାକୁ ଦେଖିବାକୁ ଜିଲ୍ଲା ତଥା ଜିଲ୍ଲା ବାହାରୁ ପ୍ରାୟ ୫୦ରୁ ୬୦ ହଜାର…

ଯେଉଁ ସ୍କୁଲରେ କେସିଆର ପଢିଥିଲେ ତାହାକୁ କଂଗ୍ରେସ ନିର୍ମାଣ କରିଥିଲା: ରାହୁଲ

ହାଇଦ୍ରାବାଦ: ତେଲେଙ୍ଗାନା ବିଧାନସଭା ନିର୍ବାଚନକୁ ନେଇ ଏବେ କଂଗ୍ରେସ, ବିଆରଏସ ଓ କଂଗ୍ରେସ ମଧ୍ୟରେ ଜୋରଦାର ବୟାନବାଜି ଜାରି ରହିଛି | ଆଜି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଉପରେ ଆକ୍ରମଣ…

ଖସିଲା ଗ୍ୟାସ୍‌ ଦର

ଦୀପାବଳି ପୂର୍ବରୁ କମର୍ସିଆଲ ଗ୍ୟାସ୍‌ ଉପଭୋକ୍ତାଙ୍କୁ ଶକ୍ତ ଝଟକା ମିଳିଥିବା ବେଳେ ଏବେ ମିଳିଛି ସାମାନ୍ୟ ଆଶ୍ୱସ୍ତି। ୧୫ ଦିନ ତଳେ ଅୟଲ କମ୍ପାନୀ ଦ୍ୱାରା ଲାଗୁ ହୋଇଥିବା ନୂଆ ଦର ଏବେ କମିଥିବା ବେଳେ ତାହା କିନ୍ତୁ ଗ୍ରାହକଙ୍କୁ ଏହା…

ଭୋଟ ପୂର୍ବରୁ କଂଗ୍ରେସ-ବିଜେପି ମୁହାଁମୁହିଁ; ଲୁହବୁହା ଗ୍ୟାସ ପ୍ରୟୋଗ କଲା ପୁଲିସ୍‌

ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆଜି ଭୋଟିଂ ହେଉଛି। ମାତ୍ର ମତଦାନ ଆରମ୍ଭ ହେବା ପୂର୍ବରୁ ହିଁ ଇନ୍ଦୋରର ରାଓ ବିଧାନସଭା କ୍ଷେତ୍ର ପାଲଟିଛି ରଣକ୍ଷେତ୍ର। ମୁହାଁମୁହିଁ ହୋଇଛନ୍ତି କଂଗ୍ରେସ ଓ ବିଜେପି କର୍ମୀ। ସ୍ଥିତି ଅଣାୟତ୍ତ ହେବାରୁ ନିୟନ୍ତ୍ରଣ ଆଣିବାକୁ…

ସାଇବର ଠକଙ୍କ ଜାଲରେ ଆଇପିଏସ ଅଫିସରଙ୍କ ପତ୍ନୀ, ଆକାଉଣ୍ଟରୁ ୧.୮୦ ଲକ୍ଷ ଟଙ୍କା ଲୁଟ୍‌

ଆଇପିଏସ୍‌ ଅଧିକାରୀଙ୍କ ପତ୍ନୀ ଖାଇଗଲେ ଧୋକା। ଆକାଉଣ୍ଟରେ କଳାକନା ବୁଲାଇଦେଲେ ସାଇବର ଠକ । କେବଳ ଆଇପିଏସ୍‌ ଅଧିକାରୀଙ୍କ ପତ୍ନୀ ନୁହନ୍ତି, ତାଙ୍କ ରୋଷେୟାଙ୍କ ଆକାଉଣ୍ଟରୁ ବି ଗାଏବ ହୋଇଗଲା ଟଙ୍କା । ସାଇବର ଲୁଟେରା ଉଭୟଙ୍କ ଆକାଉଣ୍ଟରୁ ୧.୮୦ ଲକ୍ଷ…

ଧମତରିରେ CRPF ଓ DRG ର ଟିମ୍‌ ଉପରକୁ ନକ୍ସଲ ହାମଲା

ଛତିଶଗଡ଼ରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଚାଲିଥିବା ବେଳେ ହୋଇଛି ନକ୍ସଲି ହାମଲା। ଧମତରିରେ CRPF ଓ DRG ର ଟିମ୍‌ ଉପରକୁ ହୋଇଛି ନକ୍ସଲି ହାମଲା। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାଯାଇଛି। ଆଜି…