Month: November 2023

ଶ୍ରମିକମାନଙ୍କ ଉଦ୍ଧାର ପାଇଁ ପରିବାର ଓ ଗ୍ରାମବାସୀଙ୍କ ତରଫରୁ ପୂଜାର୍ଚ୍ଚନା

ବାଙ୍ଗିରିପୋଷି : ଉତ୍ତରାଖଣ୍ଡ ଉତ୍ତରକାଶୀରେ ନିର୍ମାଣଧୀନ ଟନେଲ ଭୁଶୁଡିବା ଘଟଣାକୁ ୫ଦିନ ପୁରିଛି। ଦିନପରେ ଦିନ ବିତିଲା ୫ଦିନ ହେଲାଣି ନା ସେ ଆସୁଛନ୍ତି ନା ତାଙ୍କର ଖବର ଆସୁଛି । ତେବେ ଭଗବାନ ହିଁ ଭରସା। ଦୁଇ ଛୁଆଙ୍କୁ ଧରି…

ରାଜ୍ୟରେ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ରାଜ୍ୟପାଳଙ୍କ ପାଖରେ ଫେରାଦ ହେଲା ବିଜେପି କୃଷକ ମୋର୍ଚ୍ଚା

ଭୁବନେଶ୍ବର: ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ୬ ଦଫା ଦାବି ସମ୍ବଳିତ ଦାବି ପତ୍ର ପ୍ରଦାନ କରିଛି ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା। ୨୩ ବର୍ଷ ଭିତରେ ବିଜେଡ଼ି ସରକାର ଚାଷ ଜମିକୁ ଜଳସେଚିତ କରିବାରେ ବିଫଳ ହୋଇଛନ୍ତି। ଅନାବୃଷ୍ଟି ଯୋଗୁଁ…

ନିର୍ବାଚନୀ ଡ୍ୟୁଟିରେ ଥିବା କର୍ମଚାରୀଙ୍କ ମୃତ୍ୟୁ

ଆସନ୍ତାକାଲି ପଡିବ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭୋଟ୍‌। ତେବେ ଏହା ପୂର୍ବରୁ ଟଳି ପଡିଛନ୍ତି ନିର୍ବାଚନୀ ଡ୍ୟୁଟିରେ ଥିବା କର୍ମଚାରୀ। ମଧ୍ୟପ୍ରଦେଶ ବୈତୁଲର ମୁଲତାଇରେ ନିର୍ବାଚନୀ ଡ୍ୟୁଟି ବେଳେ ଜଣେ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଭୀମରାଓ ଭୋଜୁ।…

ବ୍ରାଉନସୁଗାର ବେପାର କରି ଗିରଫ ହେଲେ ଦାନ୍ତ ଡାକ୍ତର, ୨.୫ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ

ଯାଜପୁର: ଅପରେଶନ ହ୍ଵାଇଟ ସ୍ପାଇଡର । ଯାଜପୁର ଟାଉନ ଥାନା ପୋଲିସକୁ ବଡ ସଫଳତା । ଯାଜପୁର ପ୍ରଶାସନିକ ଭବନ ନିକଟରୁ ୨୫.୦୨ ଗ୍ରାମର ବ୍ରାଉନସୁଗାର ସହ ୪ଟି ମୋବାଇଲ ଜବତ କରିଛି ପୋଲିସ । ଏଥି ସହ ୩ ଜଣ…

ଖାନ୍‌ ୟୁନିସ୍‌ର ପୂର୍ବରେ ଥିବା ୪ଟି ସହର ଛାଡ଼ି ଚାଲିଯିବାକୁ ଗାଜାବାସୀଙ୍କୁ କହିଲା ଇସ୍ରାଏଲ

ନୂଆଦିଲ୍ଲୀ: ବିମାନରୁ ରାତି ସାରା ଲିଫ୍ଲେଟ୍‌ ( ପ୍ରଚାର ପତ୍ର) ବିଞ୍ଚି ଇସ୍ରାଏଲ ଗାଜାର ସାଧାରଣ ନାଗରିକମାନଙ୍କୁ ଦକ୍ଷିଣର ମୁଖ୍ୟ ସହର ଖାନ୍‌ ୟୁନିସର ପୂର୍ବପାର୍ଶ୍ୱରେ ଥିବା ବାଣୀ ଶୁହାଇଲା, ଖୁଜା, ଆବାସନ ଏବଂ କାରାରା ସହର ଛାଡ଼ିବାକୁ କହିଛି। ଏକଲକ୍ଷରୁ…

ରେଳ ଧାରଣାରେ ଦୁଇ ବ୍ୟକ୍ତିଙ୍କ ଖଣ୍ଡବିଖଣ୍ଡିତ ମୃତଦେହ

କୋରାପୁଟ : କୋରାପୁଟ ଜିଲ୍ଲା ଜରଟି ଷ୍ଟେସନ ନିକଟରେ ଅଭାବନୀୟ ଘଟଣା ଘଟିଛି । ରେଳ ଧାରଣାରେ ପଡିରହିଛି ଦୁଇ ବ୍ୟକ୍ତିଙ୍କ ମୃତଦେହ । ଖଣ୍ଡ ବିଖଣ୍ଡିତ ଅବସ୍ଥାରେ ଦୁଇ ଯୁବକଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କର…

ସରକାରଙ୍କ ସହଯୋଗରେ ରାଜ୍ୟରେ ନିବେଶ କରିପାରନ୍ତି ଭିଏତନାମ ପ୍ରତିନିଧି

ଭୁବନେଶ୍ଵର: ଆନ୍ତର୍ଜାତୀୟ ସହଯୋଗ ତଥା ଅର୍ଥନୈତିକ ଅଭିବୃଦ୍ଧି ବଢାଇବା ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି ଓଡିଶା ସରକାର । ଭିଏତନାମ ଭିନ୍ ଲଙ୍ଗ ପ୍ରଦେଶର ୨୨ଜଣିଆ ପ୍ରତିନିଧୀ ଦଳ ଓଡିଶା ଗସ୍ତରେ ଆସି ବୟନଶିଳ୍ପ, କୃଷି, ଇଞ୍ଜିନିୟରିଂ, ରାସାୟନିକ…

ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ

ନୟାଗଡ: ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ । ନୟାଗଡ଼ ଜିଲ୍ଲା ଇଟମାଟି ଥାନା ପାଣ୍ଡେରିପାଟଣା ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ଯବାନ ଜଣଙ୍କ ହେଉଛନ୍ତି ପାଣ୍ଡେରିପାଟଣା ଗ୍ରାମର ବଂଶୀଧର ସାହୁଙ୍କ ପୁଅ କାହ୍ନୁଚରଣ ସାହୁ…

ବାତ୍ୟା ଯିବ ବାଂଲାଦେଶ ! ଓଡିଶାରେ ପଡିବନି ପ୍ରଭାବ

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ କାଲି ବାତ୍ୟାର ରୂପ ନେବ । ଆଜି ଏହା ଘଣ୍ଟାପ୍ରତି ୧୭ କିମି ବେଗରେ ଗତିକରୁଛି । ଏବେ ବିଶାଖାପାଟଣାରୁ ୩୯୦, ପାରାଦୀପରୁ ୩୨୦ କିମି, ଦୀଘାରୁ ୪୬୦ , ବାଂଲାଦେଶ ଖେପୁପଡାରୁ…

ନଭେମ୍ବର ଶେଷ ସପ୍ତାହରେ ଦୁଇ ଥର ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନଭେମ୍ବର ଶେଷ ସପ୍ତାହରେ ୨ ଥର ଓଡ଼ିଶା ଗସ୍ତରେ ଆସିବେ । ପ୍ରଥମ ପର୍ଯ୍ୟାୟରେ ନଭେମ୍ବର ୨୦ରୁ ୨୨ ତିନି ଦିନିଆ ଗସ୍ତରେ ଆସିବେ । ପୁଣିଥରେ ନଭେମ୍ବର ୨୬ରୁ ୨୭ ଦୁଇ ଦିନିଆ ଗସ୍ତରେ…