Month: November 2023

ଅଙ୍ଗନବାଡି କର୍ମୀଙ୍କୁ ରାଜ୍ୟ ସରକାର ଦେଲେ ଚେତାବନୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଅଙ୍ଗନବାଡୀ କର୍ମୀଙ୍କୁ ଚେତାବନୀ ଦେଇଛି। ବୁଧବାର ଭୁବନେଶ୍ୱରରେ ଏକ ବିକ୍ଷୋଭ ସମାବେଶ ଆରମ୍ଭ କରିବା ପୂର୍ବରୁ ଅଙ୍ଗନବାଡି କର୍ମୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ସରକାର। ଜରୁରୀ ସେବାରେ କୌଣସି ପ୍ରକାର…

ଶିକ୍ଷା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ୫ସି ଯୋଜନା

ଭୁବନେଶ୍ବର: ସରକାରଙ୍କ ୫ଟି ପରେ ଏବେ ୫ସି ଯୋଜନା। ମୋ ସ୍କୁଲ ଅଭିଯାନର ୫ସି ହେଉଛି ଏକ ଅଂଶବିଶେଷ ହୋଇଥିବା ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ସଚିବ ଅଶ୍ବଥୀ. ଏସ। ଏହା କୌଣସି ନୂଆ ସ୍କିମ୍ ହୋଇନଥିବା ବେଳେ…

ସାହାରା ମୁଖ୍ୟ ସୁବ୍ରତ ରୟଙ୍କ ପରଲୋକ

ଶିଳ୍ପପତି ତଥା ସାହାରା ପ୍ରତିଷ୍ଠାତା ସୁବ୍ରତ ରୟଙ୍କର ଗତକାଲି ରାତିରେ ପରଲୋକ ଘଟିଛି। ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ବର୍ଷ ବୟସ ହୋଇଥିଲା । ଦୀର୍ଘଦିନ ଧରି ସେ ବିଭିନ୍ନ ରୋଗରେ ପୀଡିତ…

ଶ୍ରୀମନ୍ଦିରରେ ପାନ, ଗୁଟଖା ମନା; ଜାନୁୟାରୀ ପହିଲାରୁ ନିୟମ କଡ଼ାକଡ଼ି

ପୁରୀ : ନୂଆ ବର୍ଷରୁ ଲାଗୁ ହେବ ନୂଆ ନିୟମ । ଜାନୁୟାରୀ ପହିଲାରୁ ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖାକୁ କରାଯିବ ସମ୍ପୂର୍ଣ୍ଣ ନିଷେଧ । ଏଥିନିମନ୍ତେ ଆଜିଠୁ ସମସ୍ତଙ୍କୁ ସଚେତନ କରାଯିବ । ଏନେଇ ଛତିଶା ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ…

କୋଚିଂ ଡିପୋରେ ଲାଗିଲା ନିଆଁ, ଜଳିଗଲା ଟ୍ରେନ୍‌ ବଗି

ପୁରୀ : ପୁରୀ ରେଳ ଷ୍ଟେସନର କୋଚିଂ ଡିପୋରେ ଲାଗିଲା ନିଆଁ। କୋଚିଂ ଡିପୋରେ ଥିବା ଟ୍ରେନର ଏକ ବଗିରେ ନିଆଁ ଲାଗିଥିବା ଜଣାଯାଇଛି। ଅଗ୍ନିଶମ କର୍ମଚାରୀ ଅକ୍ଳାନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତକୁ ଆଣିଥିବା ବେଳେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ…

ବୋରୱେଲ ଗାତରୁ ଉଦ୍ଧାର କରାଯାଇ ଥିବା ବୃଦ୍ଧା ମୃତ

ସୁବର୍ଣ୍ଣପୁର : ୧୮ ଘଣ୍ଟା ଧରି ଜୀବନ ଓ ମରଣ ସହ ସଂଗ୍ରାମ ହାରି ଗଲେ ୮୦ବର୍ଷୀୟ ବୃଦ୍ଧା। ପରିତ୍ୟକ୍ତ ବୋରୱେଲ ଗାତରୁ ଉଦ୍ଧାର କରାଯାଇ ଥିବା ବୃଦ୍ଧାଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର। ଏପରି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା…

ସୃଷ୍ଟି ହେଲା ଲଘୁଚାପ: ୧୫ରୁ ରାଜ୍ୟରେ ପୁଣି ବର୍ଷା; ଧୀବରଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହି ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ, ଏହା ବାତ୍ୟା ରୂପ…

ମାଡ଼ିଗଲା ଲୁହାବୋଝେଇ ଟ୍ରକ୍, ଜଣଙ୍କର ଚାଲିଗଲା ଜୀବନ

ମହାକାଳପଡ଼ା: ପାରାଦୀପ-ଚଣ୍ଡିଖୋଲ ରାସ୍ତାର ଯଦୁପୁର ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ଏଠାରେ ଦୁଇ ଭାଇଙ୍କ ଉପରକୁ ମାଡ଼ିଗଲା ଲୁହାବୋଝେଇ ଟ୍ରକ୍। ଘଟଣାସ୍ଥଳରେ ସାନଭାଇଙ୍କର ମୃତ୍ୟୁ ହୋଇଥିବା ବେଳେ ବଡ଼ଭାଇ ଗୁରୁତର ଅବସ୍ଥାରେ କେନ୍ଦ୍ରାପଡ଼ା ଜିଲ୍ଲା…

ହାଇକୋର୍ଟ ଯିବ ଓଡ଼ିଶା ବ୍ୟବସାୟୀ ମହାସଂଘ, ୯୧୦ ଗ୍ରାମ୍‌ ବଦଳରେ ୮୫୦ରୁ କମ୍‌ ରହୁଛି

ଭୁବନେଶ୍ବର: ଖାଇବା ତେଲର ପାଉଚ୍‌ କିଣିବା ବେଳେ ଗ୍ରାହକମାନେ ଯେତିକି ଟଙ୍କା ଗଣୁଛନ୍ତି ତାଙ୍କୁ ସେତିକି ତେଲ ମିଳୁନାହିଁ। ଏକ ଲିଟର ପାଉଚ୍‌ର ଓଜନ ୯୧୦ ଗ୍ରାମ ରହିବା କଥା। ମାତ୍ର ରାଜ୍ୟରେ ବିକ୍ରି ହେଉଥିବା କେତେକ ଖାଇବା ତେଲ ପାଉଚ୍‌ର…

ହସ୍‌ପିଟାଲରେ ପଶି ପୁଲିସ ପରିଚୟରେ ଗୁଣ୍ଡାଗିରି: ୧୦ ଜଣଙ୍କ ବିରୋଧରେ ମାମଲା

କଟକ: ବଜ୍ରକବାଟୀରୋଡ୍‌ସ୍ଥିତ ସାର୍ପ ହସ୍‌ପିଟାଲର ଅନ୍ୟତମ ପ୍ରୋପ୍ରାଇଟର୍‌ ସନ୍ତୋଷ କୁମାର ମହାନ୍ତିଙ୍କୁ ଭୁବନେଶ୍ବର ମୈତ୍ରୀ ବିହାର ଥାନା ପୁଲିସ ପରିଚୟରେ କେତେକ ବ୍ୟକ୍ତି ବନ୍ଧୁକ ଦେଖାଇ ଧମକ ଦେଇଥିବା ଅଭିଯୋଗ ହୋଇଛି। ହସ୍‌ପିଟାଲରେ ପଶି ଏହି ବ୍ୟକ୍ତିମାନେ ସନ୍ତୋଷଙ୍କ ଟଙ୍କା, ମୋବାଇଲ…