Month: November 2023

ନୌକା ଦୁର୍ଘଟଣା ରୋକିବା ଦିଗରେ କ’ଣ ପଦକ୍ଷେପ ନିଆଯାଇଛି, ବିସ୍ତୃତ ତଥ୍ୟ ଦେବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ରାଜ୍ୟରେ ନୌକା ଦୁର୍ଘଟଣା ରୋକିବା ଦିଗରେ କ’ଣ ପଦକ୍ଷେପ ନିଆଯାଇଛି, ସେନେଇ ସରକାରଙ୍କୁ ବିସ୍ତୃତ ତଥ୍ୟ ମାଗିଛନ୍ତି ହାଇକୋର୍ଟ। ୨୦୦୪ ମସିହାରୁ ପ୍ରଣିତ ଓଡ଼ିଶା ବୋଟ୍‌ ରୁଲ୍‌ସ ଅନୁଯାୟୀ କ’ଣ ସବୁ ପଦକ୍ଷେପ ନିଆଯାଇଛି, କେତେ ଅଣପଞ୍ଜିକୃତ ଡଙ୍ଗା ଜବତ କରାଯାଇଛିଏ,…

ରାଜଧାନୀରେ ରେକର୍ଡ ଭାଙ୍ଗିଲା ବାୟୁ ପ୍ରଦୂଷଣ

ଦୀପାବଳି ବାଣ ଫୁଟା ଯୋଗୁ ରବିବାର ରାତି ଗୋଟାଏରେ ତାଳଚେର, ଭୁବନେଶ୍ୱର, କଟକ ଓ ବାଲେଶ୍ୱରରେ ଏୟାର କ୍ୱାଲିଟି ଇଣ୍ଡେକ୍ସ (AQI) ୫୦୦ ଛୁଇଁଥିଲା। ଏହି ସମୟରେ ତାଳଚେରର ହାରାହାରି ପ୍ରଦୂଷଣ ମାତ୍ରା ୩୩୫ ଥିଲା ବେଳେ ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର…

କାଠଯୋଡ଼ି ନଦୀପଠାରୁ ମିଳିଲା ଛାତ୍ରଙ୍କ ମୃତଦେହ, ୪ ଦିନ ହେଲା ନିଖୋଜ ଥିଲେ

କଟକ : ନିଖୋଜ ହେବାର ୪ ଦିନ ପରେ ଉଦ୍ଧାର ହେଲା ଦଶମ ଛାତ୍ରଙ୍କ ମୃତଦେହ। ଛାତ୍ରଙ୍କ ମୃତଦେହ ନଦୀ ପଠାରେ ପଡ଼ିଥିବା ବେଳେ ନିକଟରୁ ତାଙ୍କ ସାଇକେଲ, ଚପଲ ବି ମିଳିଛି। ଏପରି ଏକ ଚାଞ୍ଚଲ୍ୟକର ଘଟଣା ଆଜି କଟକରେ…

୫ଟି, ନବୀନ ଓଡିଶାର ଅଧ୍ୟକ୍ଷଙ୍କୁ ସାକ୍ଷାତ କଲେ ଜିଲାର ୩ ବିଧାୟକ

ଭୁବେନଶ୍ବର : ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ ଭି. କେ ପାଣ୍ଡିଆନଙ୍କୁ ସାକ୍ଷାତ କଲେ ଜିଲାର ୩ ବିଧାୟକ। କନ୍ଧମାଳ ଜିଲାର ୩ ବିଧାୟକ ତଥା ଜି. ଉଦୟଗିରି ବିଧାୟକ ଓ ବିଜେଡିର ନବନିଯୁକ୍ତ ଜିଲା ସଭାପତି ସାଲୁଗା ପ୍ରଧାନଙ୍କ…

ସ୍ବାମୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ଆତ୍ମହତ୍ୟା

ଖୋର୍ଦ୍ଧା : ସ୍ବାମୀଙ୍କ ଦୁର୍ଘଟଣାରେ ମତ୍ୟୁ ପରେ ସ୍ତ୍ରୀଙ୍କ ଆତ୍ମହତ୍ୟା। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବୋଲଗଡ଼ ଥାନା ଅନ୍ତର୍ଗତ ବାଙ୍କୋଇ ନିକଟ ବେଣାଗାଡ଼ିଆରେ। ମୃତକ ଜଣକ ହେଲେ ଅନିନ୍ଦିତା ସୁବୁଦ୍ଧି। ପୋଲିସ ମୃତଦେହ ଜବତ କରି ଖୋର୍ଦ୍ଧା ମେଡିକାଲରେ…

ଆଜିଠୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’

ଭୁବନେଶ୍ୱର : ଶିଶୁ ଦିବସ ଅବସରରେ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହେବ। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ୟୁନିଟ୍‌-୯ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ହେବାକୁ ଥିବା ଏହି ପ୍ରତିଯୋଗିତାରେ…

ମହଲତ ପାଇଁ ବିଧାୟକଙ୍କୁ ୧୦ ହଜାର ଜରିମାନା

କଟକ : ବାରବାଟୀ-କଟକ ନିର୍ବାଚନୀ ମାମଲାର ବିଧାୟକ ମହମ୍ମଦ ମୋକିମ୍‌ଙ୍କ ପକ୍ଷରୁ ଯୁକ୍ତି ବାଢ଼ିବାକୁ ଓକିଲ ମହଲତ ମାଗିବାରୁ ହାଇକୋର୍ଟ ୧୦ ହଜାର ଟଙ୍କା ଜରିମାନା ଦାଖଲ କରିବାକୁ ଆଦେଶ ଦେଇଛନ୍ତି। ସୋମବାର ଶୁଣାଣିରେ ବିଧାୟକଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ ନିମନ୍ତେ…

ଶରୀର ଦାନ ପାଇଁ ପଦ୍ମଶ୍ରୀ ବାବା ବଳିଆଙ୍କ ଘୋଷଣା

ତିର୍ତ୍ତୋଲ : ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ନିକଟ ବୀଣାପାଣି ମଣ୍ଡପ ପରିସରରେ ପଦ୍ମଶ୍ରୀ ବାବା ବଳିଆ ସୋମବାର ଏକ ଖବରଦାତା ସମ୍ମିଳନୀ ଡାକି ଶରୀର ଦାନ କରିବା ପାଇଁ ଘୋଷଣା କରିଛନ୍ତି। ଏହି ଅବସରରେ ସେ କହିଥିଲେ, ଜୀବନରେ ପାରିବାରିକ ପ୍ରୀତି…

“ମୁଁ ଜାତି ଲୁଚାଏ ନାହିଁ“ ଜାଲ୍ ଜାତି ପ୍ରମାଣପତ୍ର ଭାଇରାଲ ହେବା ପରେ କହିଲେ ଶରଦ ପାଓ୍ବାର

ମୁମ୍ବାଇ : ନିକଟରେ ଏନସିପି ମୁଖ୍ୟ ଶରଦ ପାୱାରଙ୍କ ନାମଥିବା ଏକ ସାର୍ଟିଫିକେଟ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଥିଲା । ଯେଉଁଥିରେ ଶରଦ ପାୱାର ଓବିସି ବର୍ଗର ବୋଲି କୁହାଯାଇଛି। ଏହି ଦସ୍ତାବିଜକୁ ତାଙ୍କ ଝିଅ ସୁପ୍ରିୟା ସୁଲେ ଜାଲ୍…

ଭାରତ-ନ୍ୟୁଜିଲ୍ୟାଣ୍ଡ ମ୍ୟାଚ୍‌ ଟିକେଟ ଲକ୍ଷେ ଟଙ୍କାରେ ବିକ୍ରି କରି ବନ୍ଧା ହେଲେ ଯୁବକ

ମୁମ୍ବାଇ :ଆସନ୍ତାକାଲି ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ବିଶ୍ୱକପର ପ୍ରଥମ ସେମି ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିପାଇଁ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମ ପ୍ରସ୍ତୁତ ହୋଇ ରହିଛି। ତେବେ ଏହାପୂର୍ବରୁ ଭାରତ-ନ୍ୟୁଜିଲ୍ୟାଣ୍ଡ ମ୍ୟାଚ୍‌ ଟିକେଟର କଳାବଜାରୀ ଆରମ୍ଭ ହୋଇଯାଇଛି। ବିଭିନ୍ନ ସ୍ଥାନରେ କମ ଦାମର ଟିକେଟକୁ…