ନିର୍ମାଣାଧୀନ ଟନେଲରେ ଫସି ରହିଛନ୍ତି ୫ଜଣ ଓଡ଼ିଆ ଶ୍ରମିକ
ଉତ୍ତରାଖଣ୍ଡର ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲରେ ଫସି ରହିଛନ୍ତି ୫ଜଣ ଓଡ଼ିଆ ଶ୍ରମିକ। ଭୁଶୁଡ଼ିଥିବା ଟନେଲ ଭିତରେ ଫସିଥିବା ୪୦ ଜଣ ଶ୍ରମିକଙ୍କ ମଧ୍ୟରେ ୫ ଜଣ ଓଡ଼ିଶାର ହୋଇଥିବା ସୂଚନା ରହିଛି। ଟନେଲରେ ଫସିଥିବା ୫ଜଣ ଓଡ଼ିଆଙ୍କ ପରିଚୟ ମିଳିଛି। ସେମାନେ…