Month: November 2023

ମଦ ପିଆଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ୫ ଅଭିଯୁକ୍ତ

ହୋଟେଲରେ ଗଣବଳାତ୍କାରର ଶିକାର ହେଲେ ହୋଟେଲ କର୍ମଚାରୀ । ଯେଉଁ ହୋଟେଲରେ ଯୁବତୀଜଣକ ଗତ ଦେଢ ବର୍ଷ ହେଲା କାମ କରୁଥିଲେ, ସେହି ହୋଟେଲରେ ହେଲେ ଗଣବଳାତ୍କାରର ଶିକାର। ପ୍ରବଳ ବିରୋଧ ସତ୍ତ୍ୱେ ଅଭିଯୁକ୍ତମାନେ ପୀଡ଼ିତାଙ୍କୁ ଟାଣି ଟାଣି ରୁମ୍‌କୁ ନେବା…

ଦୀପାବଳିରେ ବାଣ ଫୁଟାଇବାରୁ ପୁଣି ବିଷାକ୍ତ ହେଲା ଦିଲ୍ଳୀ ବାୟୁ

ନୂଆଦିଲ୍ଲୀ: ବାରଣ ସତ୍ତ୍ବେ ବିଳମ୍ବିତ ରାତ୍ରୀ ପର୍ଯ୍ୟନ୍ତ ବାଣ ଫୁଟାଇ ଦିଲ୍ଳୀର ପରିବଶେକୁ ପୁଣି ଥରେ ବିଷାକ୍ତ କରି ଦେଇଛନ୍ତି ସହରବାସୀ। ଗତକାଲି ଦୀପାବଳି ପାଳନ ପରେ ପୁଣି ଥରେ ରାଜଧାନୀ ଦିଲ୍ଲୀର ବାୟୁ ଅବସ୍ଥା ବିଗିଡ଼ି ଯାଇଛି। ଗତକାଲି ଦୀପାବଳି…

ଛଟ୍ ପୂଜା ପାଇଁ ପୁରୀ ଏବଂ ପାଟନା ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଟ୍ରେନ

ଭୁବନେଶ୍ବର: ନିୟମିତ ଟ୍ରେନରେ ଯାତ୍ରୀମାନଙ୍କର ଅତିରିକ୍ତ ଭିଡ଼କୁ ଦୃଷ୍ଟିରେ ରଖି ଏବଂ ଯାତ୍ରୀମାନଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଛଟ୍ ପୂଜା ପାଇଁ ପୁରୀ ଏବଂ ପାଟନା ମଧ୍ୟରେ ଏକ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନିଆଯାଇଅଛି ।…

ଦୀପାବଳିରେ ରେକର୍ଡ ଛୁଇଁଲା କଟକ ଓ ଭୁବନେଶ୍ୱରର ପ୍ରଦୂଷଣ

ଦୀପାବଳିରେ ବିଷାକ୍ତ ହେଲା ଟ୍ୱିନ ସିଟି। ସାଂଘାତିକ ହେଲା କଟକ ଓ ଭୁବନେଶ୍ୱରରେ ପ୍ରଦୂଷଣ ସ୍ଥିତି। ରାତି ଗୋଟାଏରେ ପ୍ରଦୂଷଣ ମାତ୍ରା ରେକର୍ଡ ଛୁଇଁଥିଲା। ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ଅଞ୍ଚଳରେ ରାତି ଗୋଟାଏରେ ପ୍ରଦୂଷଣ ମାତ୍ରା ୯୯୯ ଥିଲା ବେଳେ ପଟିଆ…

ଶୀତ ଦାଉରୁ ରକ୍ଷା ପାଇବା ପାଇଁ ନିଆଁ ଲଗାଇ ଶୋଇଥିଲେ , ଜଳିଗଲେ ବୃଦ୍ଧ

ଉମରକୋଟ : ଘରେ ଶୋଇଥିବାବେଳେ ଜଳିଗଲେ ବୃଦ୍ଧ । ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ଉମରକୋଟ ଝରିଗାଁ ବ୍ଲକ ବୁଟିସର୍ଗି ଗାଁରେ । ଗତକାଲି ରାତିରେ ଏଭଳି ଅଘଟଣ ଘଟିଛି । ମୃତକ ବୁଟିସର୍ଗି ଗାଁର ଭିକାରୀ ମାଳି ବୋଲି…

ଆତଙ୍କୀଙ୍କୁ ଖୋଜି ଖୋଜି ନିପାତ କରୁଛି ଇସ୍ରାଏଲ୍ ସେନା

ନୂଆଦିଲ୍ଲୀ : ଗାଜାରେ ଧ୍ବଂସ ହେଉଛି ହମାସ ଠିକଣା । ଆତଙ୍କୀଙ୍କୁ ଖୋଜି ଖୋଜି ନିପାତ କରୁଛି ଇସ୍ରାଏଲ୍ ସେନା । ଶତ୍ରୁ ପକ୍ଷର ଅନେକ ସୁଡ଼ଙ୍ଗ ସହ ବହୁ ଅସ୍ତ୍ରଶସ୍ତ୍ରକୁ ନଷ୍ଟ କଲାଣି । ଆଇଡିଏଫର ପ୍ରଚଣ୍ଡ ଆକ୍ରମଣ ପରେ…

କ୍ୟାପିଟାଲ୍ ହସ୍ପିଟାଲରେ ଶତାଧିକ ଆହତଙ୍କ ଚିକିତ୍ସା

ଭୁବନେଶ୍ୱର : ଦୀପାବଳିରେ ଅଘଟଣ । ରାଜ୍ୟର ବିଭିନ୍ନ ସ୍ଥାନରେ ବାଣ ପଡ଼ି ଶତାଧିକ ଆହତ ହୋଇଛନ୍ତି । ରାଜଧାନୀର ବିଭିନ୍ନ ସ୍ଥାନରେ ବାଣ ବିସ୍ଫୋରଣରେ ଶତାଧିକ ଆହତ ହୋଇଛନ୍ତି। କ୍ୟାପିଟାଲ ହସ୍ପିଟାଲରେ ପ୍ରାୟ ୧୦୦ରୁ ଅଧିକ ଚିକିତ୍ସିତ ହୋଇଛନ୍ତି ।…

ଭୁଶୁଡ଼ି ପଡ଼ିଲା ନିର୍ମାଣଧୀନ ଟନେଲ, ପାଇପ୍‌ ଯୋଗେ ଶ୍ରମିକଙ୍କୁ ଦିଆଯାଉଛି ଅକ୍ସିଜେନ ଓ ଖାଦ୍ୟ

ହଠାତ ଭୁଶୁଡ଼ି ପଡ଼ିଲା ନିର୍ମାଣଧୀନ ଟନେଲର ଏକ ଅଂଶ । ଚାହୁଁ ଚାହୁଁ ଟନେଲରେ ଫସି ଗଲେ ୪୦ ଶ୍ରମିକ । କେମିତି ବାହାରିବେ କଣ କରିବେ କିଛି ବୁଝି ହେଲାନି । ଖବର ମିଳିବା ପରେ ଉଦ୍ଧାରକାରୀ ଦଳ ଉଦ୍ଧାର…

କାର୍ ଦୁର୍ଘଟଣାରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ, କାର୍ ଡ୍ରାଇଭର ଗିରଫ

ଭୁବନେଶ୍ବର : ଲିଙ୍ଗରାଜ ମନ୍ଦିର ନିକଟରେ ସ୍ବାମୀ ସ୍ତ୍ରୀଙ୍କ ଉପରେ କାର୍ ଚଢିଯିବା ଘଟଣା । ଦୁର୍ଘଟଣା ଘଟାଇଥିବା କାର୍ ଡ୍ରାଇଭରଙ୍କୁ ଗିରଫ କରିଛି ଲିଙ୍ଗରାଜ ଥାନା ପୋଲିସ । ଡ୍ରାଇଭର ଜଣକ ମଦ ପିଇ ଫୋନରେ କଥା ହୋଇ ଯାଉଥିବା…

ମା’ ବୁଢୀ ଠାକୁରାଣୀ ମନ୍ଦିର ପୂଜକ ହତ୍ୟା ମାମଲା, ୭ ଗିରଫ

କୋରାପୁଟ: କୋରାପୁଟ ମା ବୁଢୀ ଠାକୁରାଣୀ ମନ୍ଦିର ପୂଜକ ରମେଶ ତ୍ରିପାଠୀ ହତ୍ୟା ମାମଲା । ୨ ଯୁବତୀଙ୍କ ସହ ମୋଟ ୭ଜଣଙ୍କୁ ଗିରଫ କରିଲା ପୋଲିସ । ଲୁଟ ଉଦ୍ଦେଶ୍ୟରେ ପୂଜକଙ୍କୁ ହତ୍ୟା କରାଯାଇଥିବା ସୂଚନା ଦେଇଛି ପୋଲିସ ।…