ରେଳଧାରଣା ପାର ବେଳେ ଟ୍ରେନ ଧକ୍କାରେ ଜଣେ ବୃଦ୍ଧା ମୃତ
ଅନୁଗୁଳ: ରେଳଧାରଣା ପାର ବେଳେ ଟ୍ରେନ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ବୃଦ୍ଧା ଜଣକ ହେଲେ ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ଲକ୍ଷ୍ମୀଧରପୁର ଗ୍ରାମର ସ୍ବର୍ଗତ ଶ୍ରୀକର ନାଏକଙ୍କ ପତ୍ନୀ କୁନ୍ତଳା ନାୟକ (୭୦) । ବୃଦ୍ଧାଙ୍କ ମୃତଦେହ…
ଅନୁଗୁଳ: ରେଳଧାରଣା ପାର ବେଳେ ଟ୍ରେନ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ବୃଦ୍ଧା ଜଣକ ହେଲେ ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ଲକ୍ଷ୍ମୀଧରପୁର ଗ୍ରାମର ସ୍ବର୍ଗତ ଶ୍ରୀକର ନାଏକଙ୍କ ପତ୍ନୀ କୁନ୍ତଳା ନାୟକ (୭୦) । ବୃଦ୍ଧାଙ୍କ ମୃତଦେହ…
ଦିଲ୍ଲୀ ଅଭିମୁଖେ ଯାଉଥିବା ପୁରୀ-ନୂଆଦିଲ୍ଲୀ ପୁରୁଷୋତ୍ତମ ଏକ୍ସପ୍ରେସ୍ ଏମର୍ଜେନ୍ସୀ ବ୍ରେକ୍ ପ୍ରୟୋଗ କରିବାରୁ ଏହାର ଝଟକାରେ ପଡ଼ି ଦୁଇ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଗତକାଲି ଝାରଖଣ୍ଡର କୋଡରମା ଓ ଗୋମୋ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ପ୍ରସାଦବାଦରେ ଘଟିଛି ଏହି ଘଟଣା।…
ଭୁବନେଶ୍ୱର: ପୁଣି ବିଦେଶକୁ ଯାଇ ଫସିଗଲେ ଓଡ଼ିଆ ଶ୍ରମିକ। ଉଦ୍ଧାର ପାଇଁ ରାଜ୍ୟ ସରକାରଙ୍କୁ ଗୁହାରୀ। ସାଉଥ ଆଫ୍ରିକାର ଗାବନ୍ରେ ନିର୍ଯାତିତ ଓଡ଼ିଆ ଶ୍ରମିକ ଭିଡ଼ିଓ ବାର୍ତ୍ତାରେ ଉଦ୍ଧାର ପାଇଁ ନିବେଦନ କରିଛନ୍ତି। କେନ୍ଦ୍ରାପଡା଼ ଜିଲ୍ଲାର ୧୪ ଓଡ଼ିଆ ଶ୍ରମିକ ସାଉଥ…
ମୁମ୍ବାଇ: ଭାରତୀୟ କ୍ରିକେଟ୍ ଦଳର ଖେଳାଳିମାନେ ବେଙ୍ଗାଲୁରୁରେ ଦୀପାବଳି ପାଳନ କରିଛନ୍ତି। ସୋସିଆଲ ମିଡିଆରେ ସମସ୍ତ ଖେଳାଳିଙ୍କର ଏକ ଫଟୋ ଭାଇରାଲ ହୋଇଛି। ଆସନ୍ତୁ ଆପଣଙ୍କୁ କହିବା ଯେ ଆଜି ଅର୍ଥାତ୍ ଦୀପାବଳି ଦିନ ଭାରତକୁ ବିଶ୍ୱକପରେ ନେଦରଲ୍ୟାଣ୍ଡ ସହିତ ଶେଷ…
ବିଧାନସଭା ନିର୍ବାଚନୀ ମାହୋଲ ମଧ୍ୟରେ ତେଲେଙ୍ଗାନା ପ୍ରଦେଶ କଂଗ୍ରେସ କମିଟି(ଟିପିସିସି)କୁ ବଡ ଝଟକା। ମୁଖପାତ୍ର ପଲବାଇ ଶ୍ରାବନ୍ତି ଦଳରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି। ହାତ ଛାଡୁ ଛାଡୁ ଶ୍ରାବନ୍ତି ଭାରତ ରାଷ୍ଟ୍ର ସମିତି(ବିଆରଏସ)ରେ ଯୋଗ ଦେଇଛନ୍ତି। ଚଳିତ ମାସ 30…
ମାହାଙ୍ଗା : ବଞ୍ଚିଥିବା ଝିଅକୁ ଶୁଦ୍ଧି ହେଲେ ପରିବାର ଲୋକେ। ଏଭଳି ଏକ ଆଶ୍ଚର୍ଯ୍ୟ ଘଟଣା ଦେଖିବକୁ ମିଳିଛି କଟକ ଜିଲ୍ଲା ମାହାଙ୍ଗା ବ୍ଲକ ଉମର ଗାଁରେ । ସେହି ଗାଁର ବିଶ୍ୱଜିତ ମହାପାତ୍ରଙ୍କ ଏକମାତ୍ର ବଡ଼ ଝିଅ ୧୮ ବର୍ଷୀୟ…
ସମ୍ବଲପୁର: ଆଜି ପବିତ୍ର ଦୀପାବଳି ତଥା ମା’ କାଳୀଙ୍କ ପୂଜା । ମା’ଙ୍କ ପୂଜାରେ ମା’ଙ୍କୁ ଅପମାନ । ମନ୍ଦିରରୁ ଚୋରୀ କରିବା ସହ ମା’ କାଳୀଙ୍କ ପ୍ରତୀମାକୁ ଭାଙ୍ଗିଲେ ଦୁର୍ବୃତ । ଏପରି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା…
ଗାଜା: ଗାଜାରେ ପାଲେଷ୍ଟାଇନ୍ ନାଗରିକଙ୍କ ସୁରକ୍ଷା ସଂପୂର୍ଣ୍ଣ ବିପନ୍ନ ହୋଇପଡ଼ିଥିବା ବେଳେ ଇସ୍ରାଏଲର ଆକ୍ରମଣ ଅଧିକ ତୀବ୍ର ହୋଇଛି। ହମାସ୍ ସଂଗଠନର ମୂଳପୋଛ ପର୍ଯ୍ୟନ୍ତ ଆକ୍ରମଣ ଜାରି ରହିବ ବୋଲି ଇସ୍ରାଏଲ ପୂର୍ବରୁ ସ୍ପଷ୍ଟ କରିଥିବା ବେଳେ ଇସ୍ରାଏଲର ସୈନ୍ୟବାହିନୀ ଗାଜାର…
ନୂଆଦିଲ୍ଲୀ: ଆଜି ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଲୋକ ଉତ୍ସବ ପୂର୍ବରୁ ଦେଶକୁ ସମ୍ବୋଧିତ କରି ଦେଶକୁ ଖୁସି ଏବଂ ସମୃଦ୍ଧ ଦୀପାବଳି ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ନିମ୍ନ ବର୍ଗର ଲୋକଙ୍କୁ ସାହାଯ୍ୟ କରିବାକୁ ଏବଂ…
ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୀପାବଳି ଶୁଭେଚ୍ଛା। ଆଲୋକର ପର୍ବ ଦୀପାବଳି ଅବସରରେ ରାଜ୍ୟର ସବୁ ଭାଇଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବିକାଶର ଆଲୋକ ସମସ୍ତଙ୍କ ଜୀବନକୁ ଆଲୋକିତ କରୁ ବୋଲି ସେ ଟ୍ୱିଟ କରି କହିଛନ୍ତି। ସେହିପରି ଆଜିଠାରୁ ଧରାବତରଣ…