Month: November 2023

ପୁରୀରେ ମହାପ୍ରଭୂଙ୍କୁ ଦର୍ଶନ ସହ ବଡବଡୁଆ ଡାକିଲେ ଶ୍ରଦ୍ଧାଳୁ

ପୁରୀ : ଆଜି ଆଲୋକର ପର୍ବ ଦୀପାବଳୀ । ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ସବୁଠି ଭକ୍ତମୟ ପରିବେଶ । ମାଆ କାଳୀଙ୍କ ଆବାହନ ଲାଗି ସବୁଠି ଚାଲିଛି ପ୍ରସ୍ତୁତି । ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଘରଠୁ…

ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା

ବ୍ରହ୍ମଗିରି: ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଏଁସା ଗାଁ ନିକଟରେ ଫସି ରହିଛି ଯାତ୍ରୀ ବାହି ଘାଟ ଡ଼ଙ୍ଗା ।ଡଙ୍ଗାରେ ୩୦ ଜଣ ଯାତ୍ରୀ ଥିବା ବେଳେ ୧୦ଟି ବାଇକ୍ ମଧ୍ୟ ଥିଲା ।ସାତପଡାରୁ…

ଆଲିଗଡ ବିଶ୍ୱବିଦ୍ୟାଳୟ ଛାତ୍ର ସଙ୍ଗଠନର ଆତଙ୍କବାଦୀ ନେଟ୍‌ଓ୍ଵାର୍କ, ISIS ପାଇଁ କାମ କରୁଥିବା ୬ ସନ୍ଦିଗ୍ଧ ଗିରଫ

ଉତ୍ତର ପ୍ରଦେଶର ଆତଙ୍କବାଦ ନିରୋଧୀ ସ୍କ୍ଵାଡ୍‌ ୟୁପିର ବିଭିନ୍ନ ଅଞ୍ଚଳରୁ ୬ ସନ୍ଦିଗ୍ଧ ISIS ଏଜେଣ୍ଟଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଚିହ୍ନଟ କରାଯାଇଛି। ସେମାନେ ହେଲେ, ନାଭେଦ ସିଦ୍ଦିକି, ରକିବ ଇନାମ, ମହମ୍ମଦ ନାଜିମ ଓ ମହମ୍ମଦ…

ନକଲି ସାର୍ଟିଫିକେଟ ଦର୍ଶାଇ ଚାକିରି କରୁଥିବା ବିଜ୍ଞାନ ଶିକ୍ଷକ ଗିରଫ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାରେ ପୁଣି ନକଲି ପ୍ରମାଣପତ୍ର ଦେଇ ଚାକିରି କରିଥିବା ଆଉ ଜଣେ ସ୍କୁଲ ଶିକ୍ଷକଙ୍କୁ ଗିରଫ କରାଯାଇଛି । ଗିରଫ ଶିକ୍ଷକ ହେଲେ ଭକ୍ତ କୁମାର ସେଠ । ସେ ବିଜ୍ଞାନ ଶିକ୍ଷକ ଭାବେ ଅଗଷ୍ଟ ୨୦୨୨ ମସିହାରେ…

ବରଗଡ଼ ଜିଲ୍ଲାରେ ଆୟୋଜିତ ହେବ ଜାତୀୟସ୍ତରୀୟ ହସ୍ତତନ୍ତ ସମ୍ମିଳନୀ

ଭୁବନେଶ୍ବର : ପଶ୍ଚିମ ଓଡିଶାର କୋଣ ଅନୁକୋଣରେ ଥିବା ହସ୍ତତନ୍ତ ଶିଳ୍ପ ତଥା ବୁଣାକାରଙ୍କୁ ମିଳିବ ଜାତୀୟସ୍ତରରେ ବାଣିଜ୍ୟିକ ଲୋକପ୍ରିୟତା । ସ୍ଥାନୀୟ ଅର୍ଥନୀତି ତଥା ବଜାର ସୃଷ୍ଟିକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ନୂଆ ବର୍ଷରେ ବରଗଡ ଜିଲ୍ଲାରେ ଆୟୋଜିତ ହେବ…

ମୁଖ୍ୟମନ୍ତ୍ରୀଙ୍କ ଭିଜନକୁ କାର୍ଯ୍ୟକାରୀ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ପାଣ୍ଡିଆନ ସାର : ପ୍ରଣବ ପ୍ରକାଶ ଦାସ

ନବୀନ ଓଡ଼ିଶା ଓ ଫାଇଭ-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ହେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଡିସାଇପଲ । ଯାହା ଜଣେ ପୁଅ କରିପାରିବ ନାହିଁ,ତାହା ଜଣେ ଡିସାଇପଲ କରିପାରିବ। ଏହା କହିଛନ୍ତି ଯାଜପୁର ବିଧାୟକ ତଥା ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ…

ଏଣିକି ଜାତୀୟ ରାଜପଥରେ ଯିବାବେଳେ ମିଳିବ ପର୍ଯ୍ୟାପ୍ତ ପରିମାଣର ଇଣ୍ଟରନେଟ

ନୂଆଦିଲ୍ଲୀ: ଏଣିକି ଜାତୀୟ ରାଜପଥରେ ଆପଣ ଯାଉଥିଲେ ଅସୀମିତ ସ୍ପିଡ଼ ଇଣ୍ଟରନେଟ ପାଇପାରିବେ | କଥାଟି ଶୁଣିବାକୁ ଅଜବ ଲାଗୁଥିଲେ ବି ଏକଥା ଏକଦମ ସତ | ନ୍ୟାସନାଲ ହାଇୱେ ଅଥରିଟି ଅଫ୍ ଇଣ୍ଡିଆ ବା ଏନଏଚଆଇ ଦେଶରେ ୧୦୦୦୦ କିଲୋମିଟର…

ମିଚେଲ ମାର୍ଶଙ୍କ ଅପରାଜିତ ୧୭୭, ହାରିଲା ବାଂଲାଦେଶ

ବିଶ୍ୱକପର ଶେଷ ଗ୍ରୁପ ମ୍ୟାଚ୍‌ରେ ଗର୍ଜିଛି ଅଷ୍ଟ୍ରେଲୀୟ ବ୍ୟାଟର ମିଚେଲ ମାର୍ଶଙ୍କ ବ୍ୟାଟ। ମାର୍ଶଙ୍କ ୧୩୨ ବଲରେ ଅପରାଜିତ ୧୭୭ ରନ ବଳରେ ୮ ୱିକେଟରେ ବାଂଲାଦେଶକୁ ମାତ ଦେଇଛି ଅଷ୍ଟ୍ରେଲିଆ। ବିଜୟ ସହ ବିଶ୍ୱକପ ଅଭିଯାନ ଶେଷ କରିବାକୁ ବାଂଲାଦେଶ…

ଝୁଲନ୍ତା ଅବସ୍ଥାରେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ ଉଦ୍ଧାର

ସୋର : ମୋବାଇଲ ଆଜିର ସମୟରେ ମୋବାଇଲ ଯୁବପୀଢିଙ୍କୁ ବିପଦଗାମୀ କରୁଛି । ଆଜି ମଧ୍ୟ ସେମିତି କିଛି ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ସୋର ଥାନା ଅରଡା ଗାଁରେ । ଅନଲାଇନ୍ ଗେମ ଯୋଗୁଁ ଜଣେ ଛାତ୍ରର ଜୀବନ ଯାଇଛି…

ଚାକିରି କରାଇଦେବା ନାଁରେ ଠକେଇ ଅଭିଯୋଗ, ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ଚାକିରି କରାଇଦେବା ନାଁରେ ବଡ଼ଧରଣର ଠକେଇ ଅଭିଯୋଗ ଆସିଛି। ଜଣେ ପୂର୍ବତନ ମନ୍ତ୍ରୀଙ୍କ ସଂପର୍କୀୟ ବୋଲି ପରିଚୟ ଦେଇ ଅଭିଯୁକ୍ତମାନେ ଲକ୍ଷାଧିକ ଟଙ୍କା ଠ‌କିଥିବା ଜଣାପଡ଼ିଛି। ଅଭିଯୁକ୍ତମାନଙ୍କୁ କଟକ ସାଇବର ଥାନା ପୁଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା…