Month: November 2023

ଟନେଲ ଭିତରେ କିପରି କାଟିଲେ ୧୭ ଦିନ? ମୋଦିଙ୍କୁ କହିଲେ ମନର କଥା

ଉତ୍ତରକାଶୀର ସିଲ୍କାୟାରରେ ନିର୍ମାଣାଧୀନ ଟନେଲ ଭୁଶିଡ଼ିବା ପରେ ସେଠାରେ ଫଶି ଥିବା ୪୧ ଶ୍ରମିକ ମଙ୍ଗଳବାର ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ଦୀର୍ଘ ୧୭ ଦିନ ପରେ ଟନେଲ ଭିତରୁ ଏମାନେ ବାହାରିଛନ୍ତି। ତେବେ ସୁଢ଼ଙ୍ଗ ଭିତରୁ ବାହାରି ବାରେ ପ୍ରଧାନମନ୍ତ୍ରୀ…

ବାଲିଯାତ୍ରାରେ ବିକ୍ରୀ ହେଉଛି କୁଇଣ୍ଟାଲ କୁଇଣ୍ଟାଲ ବାସି ଖାଦ୍ୟ, ଚଢାଉ କରି ନଷ୍ଟ କରୁଛି ସିଏମସି

କଟକ: ବାଲିଯାତ୍ରାରେ ବିକ୍ରୀ ହେଉଛି କୁଇଣ୍ଟାଲ କୁଇଣ୍ଟାଲ ବାସି ଖାଦ୍ୟ। କଟକ ମହାନଗର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗତକାଲି ବାଲିଯାତ୍ରା ପଡିଆରୁ ଦୁଇ କୁଇଣ୍ଟାଲ ବାସି ଖାଦ୍ୟ ନଷ୍ଟ କରାଯାଇ ଥିବା ବେଳେ ଆଜି ମଧ୍ୟ ଦୁଇ କୁଇଣ୍ଟାଲ ବାସି ଖାଦ୍ୟ…

ମଟନ୍, ଚିକେନ୍ ଓ ମାଛ ଦୋକାନରେ ଅସମ୍ଭାଳ ଭିଡ଼

ଭୁବନେଶ୍ୱର: ମଙ୍ଗଳବାରରେ ପଡ଼ିଥିଲା ଏବର୍ଷର ପ୍ରତୀକ୍ଷିତ ଆମିଷ ପର୍ବ ଛାଡ଼ଖାଇ। ତେଣୁ ଜମିନଥିଲା। ଗତକାଲି ଆମିଷ ବଜାର ମାନ୍ଦା ଥିଲା, ହେଲେ ଆଜି ବୁଧବାରରେ ଜମିଛି ଛାଡ଼ଖାଇ। ଆଜି ପ୍ରକୃତରେ ଘରେ ଘରେ ପାଳନ ହେଉଛି ଏହି ଅଘୋଷିତ ଆଇଁସିଆ ପର୍ବ।…

ଆଉ ୫ ବର୍ଷ ମିଳିବ ମାଗଣା ଖାଦ୍ୟଶସ୍ୟ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ବସିଥିବା କ୍ୟାବିନେଟ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ଆସନ୍ତା ୫ ବର୍ଷ ପାଇଁ ବୃଦ୍ଧି କରିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୨୦୨୪ ଜାନୁଆରି ପହିଲାରୁ…

କ୍ରାଶ କରିଗଲା ସେନା ବିମାନ, ଚାଲିଗଲା ୮ ଜୀବନ

ଆମେରିକା ସେନାର ଗୋଟିଏ ବିମାନ ଜାପାନର ୟାକୁଶିମା ଦ୍ୱୀପପୁଞ୍ଜ ନିକଟରେ କ୍ରାଶ କରି ଯାଇଛି। ଏହି ଭି-୨୨ ଓସପ୍ରେୟ ବିମାନରେ ମୋଟ ୮ ଜଣ କ୍ରୁ ସଦସ୍ୟ ଥିଲେ। ଦୁର୍ଘଟଣାରେ ସମସ୍ତଙ୍କ ମୃତ୍ୟୁ ଘଟିଛି। ତଟରକ୍ଷୀ ବାହିନୀର ମୁଖପାତ୍ରଙ୍କ ପକ୍ଷରୁ ଦୁର୍ଘଟଣା…

ଶକ୍ତିମନ୍ତ୍ରୀଙ୍କ କଟକ ଓ ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେସନର ବିଦ୍ୟୁତ ସରବରାହ ବ୍ୟବସ୍ଥାର ସମୀକ୍ଷା

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ କଟକ ଓ ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେସନ୍‌ରେ ବିଦ୍ୟୁତ ସରବରାହ ସମ୍ପର୍କରେ ସମୀକ୍ଷା କରିଛନ୍ତି। ସମୀକ୍ଷାରୁ ପ୍ରକାଶ ଯେ ଦୁଇଟି ଯାକ ମ୍ୟୁନିସିପାଲ କର୍ପୋରେସନରେ ବିଦ୍ୟୁତ ଯୋଗାଣ, ନୂତନ ଟ୍ରାନ୍ସଫର୍‌ମର ସ୍ଥାପନ, ଗ୍ରାହକଙ୍କୁ…

ଘରେ ପଶି ପରିବାର ସଦସ୍ୟଙ୍କୁ ମାଡ ମାରିବା ଅଭିଯୋଗରେ ୩ ଗିରଫ

ଖୋର୍ଦ୍ଧା: ପୂର୍ବ ଶତୃତାକୁ କେନ୍ଦ୍ରକରି ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ରଥିପୁରର ଗ୍ରାମରେ ଗୋଟିଏ ପରିବାର ଉପରେ ଆକ୍ରମଣ କଲେ ଦୁର୍ବୁତ୍ତ । ଘଟଣାରେ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗିରଫ…

ଓଡ଼ିଶା କ୍ୟାଡରରେ ଯୋଗଦେଲେ ୧୯୮୯ ବ୍ୟାଚ୍ IPS ବି. ରାଧିକା

ଭୁବନେଶ୍ୱର: ଓଡ଼ିଶା କ୍ୟାଡରରେ ଯୋଗଦେଲେ ୧୯୮୯ ବ୍ୟାଚ୍ IPS ବି. ରାଧିକା । ଲୋକସେବା ଭବନରେ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ଓ ଗୃହ ସଚିବ ଦେଓରଞ୍ଜନ କୁମାର ସିଂଙ୍କୁ ଭେଟି କାର୍ଯ୍ୟରେ ଯୋଗ ଦେଇଛନ୍ତି। ପରବର୍ତ୍ତୀ ଡିଜିପି ରେସରେ…

ଉତ୍ତରକାଶୀର ସିଲକ୍ୟାରା ସୁଡ଼ଙ୍ଗରୁ ବାହାରିଲେ ସମସ୍ତ ୪୧ ଶ୍ରମିକ

ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା । ଦେଶବାସୀଙ୍କ ପ୍ରାର୍ଥନା ଶୁଣିଛନ୍ତି ଭଗବାନ୍ । ଭଗବାନ ଓ ବିଜ୍ଞାନର କରାମତିରେ ଜିତିପାରିଛି ଜୀବନ । ଶେଷରେ ଅନ୍ଧାର ଗମ୍ଭୀରା ଟନେଲ ଭିତରୁ ବାହାରିଛନ୍ତି ଶ୍ରମିକମାନେ । ଦୀର୍ଘ ୧୭ ଦିନର ପରିଶ୍ରମ ପରେ…

ଆଲୋଚନା ପରେ ଆନ୍ଦୋଳନରୁ ଓହରିଲେ ସନ୍‌ଲିସା

ଭୁବନେଶ୍ୱର: ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଦାବି ଯୁକ୍ତିଯୁକ୍ତ। ରାଜ୍ୟ ସରକାରଙ୍କ ସହ କଳାକାର, ନିର୍ଦ୍ଦେଶକ, ପ୍ରଯୋଜକ ଆଲୋଚନା କରିବା ବେଳେ ଦାବିକୁ ସ୍ବୀକାର କରିଛନ୍ତି ଶିଳ୍ପ ସଚିବ। ଏହାପରେ ମଙ୍ଗଳବାର ଫିଲ୍ମ ନିର୍ମାତା ସାନଲିସା ପଟେଲ ଅନିର୍ଦ୍ଦିଷ୍ଟ କାଳ ପାଇଁ ଯେଉଁ…