Month: November 2023

ସୁନ୍ଦରଗଡ, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି…

ସାଂସଦ ମହୁଆ ମୈତ୍ରଙ୍କ ବିରୋଧରେ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକପାଳ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ରଙ୍କ ବିରୋଧରେ ଆସିଥିବା ଦୁର୍ନୀତି ଅଭିଯୋଗର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଦ୍ୱାରା କରିବାକୁ ଲୋକପାଳ ନିର୍ଦ୍ଦେଶ ଦେଇଛନ୍ତି। ଏ ସଂପର୍କରେ ବିଜେପି ସାଂସଦ ଦୁବେ ଏକ୍ସ ମାଧ୍ୟମରେ ଏକ ପୋଷ୍ଟ କରି…

ନଭେମ୍ବର ୯ରୁ ୧୮ ସ୍କୁଲ ବନ୍ଦ କଲେ ଦିଲ୍ଲୀ ସରକାର

ଘୋଷଣା ହେଲା ଆଗୁଆ ଶୀତ ଛୁଟି। ନଭେମ୍ବର ୯ରୁ ୧୮ ସ୍କୁଲ ବନ୍ଦ କଲେ ସରକାର। ବଢ଼ୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ଏଭଳି କିଛି ନିଷ୍ପତ୍ତି ନେଇଛନ୍ତି ଦିଲ୍ଲୀ ସରକାର। ଅର୍ଥାତ ପିଲାଙ୍କୁ ଏବେ ଶୀତ ଦିନର ୧୦ ଦିନିଆ ଛୁଟି…

ଲାଇନଚ୍ୟୁତ ହେଲା ଝାରସୁଗୁଡା- ସମ୍ବଲପୁର ମେମୁ ପାସେଞ୍ଜର

ସମ୍ବଲପୁର: ପୁଣି ରେଳ ଦୁର୍ଘଟଣା । ମେମୁ ଟ୍ରେନ୍‌ ଲାଇନଚ୍ୟୁତ। ଝାରସୁଗୁଡ଼ାରୁ ସମ୍ବଲପୁର ଆସୁଥିବା ବେଳେ ମେମୁ ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ଟି ସରଲା ନିକଟରେ ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି। ଗାଈକୁ ଧକ୍କା ଦେଇ ଲାଇନଚ୍ୟୁତ ହୋଇଥିବା ଅନୁମାନ କରାଯାଉଛି। ଟ୍ରେନର…

ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା, ରିକ୍ଟର ସ୍କେଲରେ ୬.୯ ତୀବ୍ରତା ରେକର୍ଡ

ନୂଆଦିଲ୍ଲୀ: ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା । ରିକ୍ଟର ସ୍କେଲରେ ୬.୯ ତୀବ୍ରତା ରେକର୍ଡ । ବର୍ତ୍ତମାନ ଯାଏଁ କୌଣସି କ୍ଷୟକ୍ଷତିରେ ସୂଚନା ନାହିଁ । ନ୍ୟାସନାଲ ସେଣ୍ଟର ଫର ସିସ୍ମୋଲୋଜି ମୁତାବକ, ଇଣ୍ଡୋନେସିଆରେ ୬.୯ ତୀବ୍ରତାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି।…

ବିବାଦୀୟ ଟିପ୍ପଣୀ ପାଇଁ ବନ୍ଧା ହେଲେ କଂଗ୍ରେସ ବିଧାୟକ

ଆସାମର କଂଗ୍ରେସ ବିଧାୟକ ଅଫତାବ ଉଦ୍ଦିନ ମୋଲ୍ଲାଙ୍କୁ ଆଜି ସକାଳୁ ସକାଳୁ ଗିରଫ କରିଛି ପୁଲିସ୍‌। ସେ ହିନ୍ଦୁ ସଂପ୍ରଦାୟ ଓ ପୂଜକଙ୍କ ବିରୋଧରେ ବିବାଦୀୟ ଟିପ୍ପଣୀ କରିଥିଲେ। ଏଥିପାଇଁ ତାଙ୍କ ନାଁରେ ପୁଲିସ୍‌ ମାମଲା ରୁଜୁ କରିଥିଲା। ଏହାକୁ ଆଧାର…

ଜଗମୋହନ ମରାମତି ମାମଲା: ASIର ସତ୍ୟପାଠ ଅଗ୍ରାହ୍ୟ

କଟକ: ଶ୍ରୀମନ୍ଦିର ଜଗମୋହନ ମରାମତି ମାମଲା । ଏଏସଆଇ ତଥ୍ୟକୁ ନେଇ ଅସନ୍ତୋଷ ପ୍ରକାଶ କଲେ ହାଇକୋର୍ଟ । ସତ୍ୟପାଠ ଅସମ୍ପୂର୍ଣ୍ଣ ଦର୍ଶାଇ ଅଗ୍ରାହ୍ୟ କଲେ ହାଇକୋର୍ଟ । ସତ୍ୟପାଠ ଅଗ୍ରାହ୍ୟ ପରେ ଫେରାଇନେଲେ ASI କର୍ତ୍ତୃପକ୍ଷ । ସେହିପରି ବିସ୍ତୃତ…

ଉପବାଚସ୍ପତି ପଦରୁ ରଜନୀକାନ୍ତଙ୍କ ଇସ୍ତଫା

ଭୁବନେଶ୍ୱର : ଉପ ବାଚସ୍ପତି ପଦରୁ ଇସ୍ତଫା ଦେଲେ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂ । ୨୪ ନିର୍ବାଚନ ପାଇଁ ବିଜେଡିରେ ବଡ଼ ଦାୟିତ୍ବ ମିଳିବା ନେଇ ଚର୍ଚ୍ଚା ଜୋର ଧରିଛି । ରଜନୀକାନ୍ତ ସିଂ ଚାରି ଚାରିଥରର ବିଧାୟକ ହୋଇଛନ୍ତି…

୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ଗଳାକାଟି ହତ୍ୟା ମାମଲା: ରାହାମା ରେଲୱେ ଷ୍ଟେସନରୁ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ୪ ବର୍ଷର ନାବାଳିକା ଦିନକ ପୂର୍ବରୁ ହତ୍ୟାର ଶିକାର ହୋଇଥିଲା। ଏହା ପୂର୍ବରୁ ସେ ଦୁଷ୍କର୍ମର ଶିକାର ହୋଇଥିବା ନେଇ ଅଭିଯୋଗ ରହିଥିବା ବେଳେ ପୋଲିସ ଏହି ମାମଲାରେ ଅଭିଯୁକ୍ତ ଘନିଆ ଦାସକୁ ଗିରଫ କରିବାର ଦିନକ ପରେ ଘଟଣା…

ଜଙ୍ଗଲରେ ଖସି ପଳାଉଥିଲେ ନକ୍ସଲ, ଡ୍ରୋନ କ୍ୟାମେରାରେ ଧରା ପଡ଼ିଲେ

ପୁଲିସ୍‌- ନକ୍ସଲ ଗୁଳି ବିନିମୟ ପରେ ଛତ୍ରଭଙ୍ଗ ଦେଲେ ନକ୍ସଲ। ଶତାଧିକ ନକ୍ସଲ ଜଙ୍ଗଲରେ ଲୁଚି ପଳାଇଥିବା ବେଳେ ତାର ଚିତ୍ର ଡ୍ରୋନ କ୍ୟାମେରାରେ କଏଦ ହୋଇଛି। ଛତିଶଗଡ ଗଙ୍ଗାଲୁରରେ ଘଟିଛି ଏହି ଘଟଣା। ଖସି ଯାଉଥିବା ନକ୍ସଲମାନେ ୨ ଗୁରୁତର…