Month: November 2023

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ବେଶ, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଏହି ନୀତି ପାଇଁ ୩ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ…

ଫସଲ ବୀମାରେ ଠକେଇ, ୧୪ ଅଭିଯୁକ୍ତ ଗିରଫ

ଫସଲ ବୀମାରେ ଠକେଇ । ଜମିପଟ୍ଟା ଜାଲିଆତି କରି ଠକେଇ କରିଥିବା ୧୪ ଅଭିଯୁକ୍ତ ଗିରଫ କରିଛି ବଲାଙ୍ଗିର ସାଇବର ଥାନା ପୋଲିସ । ଅସଲି ଜମିରେ ନକଲି ଚାଷୀଙ୍କ ନାଁ ଦେଇ ଫସଲ ବୀମା ଆବେଦନ କରୁଥିଲେ । କୋଟି…

ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ

ୱେଷ୍ଟ୍‌ ବ୍ୟାଙ୍କ: ଆମେରିକାର ବିଦେଶ ମନ୍ତ୍ରୀ ଏଣ୍ଟୋନି ବ୍ଲିଙ୍କେନ ଆଜି ଅଚାନକ ଇସ୍ରାଏଲ ଅଧିକୃତ ୱେଷ୍ଟ୍‌ ବ୍ୟାଙ୍କ ଗସ୍ତ କରି ପାଲେଷ୍ଟାଇନ ରାଷ୍ଟ୍ରପତି ମହମୁଦ ଅବ୍ବାସଙ୍କୁ ଭେଟିଛନ୍ତି। ପାଲେଷ୍ଟାଇନକୁ ନେଇ ଆମେରିକାର ଆଭିମୁଖ୍ୟରେ ହଠାତ୍‌ ଏଭଳି ପରିବର୍ତ୍ତନ ସମସ୍ତଙ୍କୁ ବିସ୍ମିତ କରିଛି।…

ବିଧାନସଭାରେ ମହେଶ୍ଵରଙ୍କ ଶେଷ ଦର୍ଶନ, ଦିଆଗଲା ଗାର୍ଡ ଅଫ ଅନର

ଭୁବନେଶ୍ଵର: ବିଧାନସଭା ପରିସରରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ମରଶରୀର । ସମସ୍ତ ମନ୍ତ୍ରୀ ଓ ବିଧାୟକ ସେଠାରେ ମହେଶ୍ୱରଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ବିଧାନସଭାରେ ମହେଶ୍ବର ମହାନ୍ତିଙ୍କୁ ଗାର୍ଡ ଅପ୍ ଅନର୍ ଦିଆଗଲା। ପରେ…

ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ

ପୁରୀ/ ଭୁବନେଶ୍ବର: ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ ହୋଇଛି। ଗତ କିଛିଦିନ ଧରି ଗୁରୁତର ଅସୁସ୍ଥ ଥିବା ଶ୍ରୀ ମହାନ୍ତିଙ୍କର ଚିକିତ୍ସାଧୀନ ଅବସ୍ଥାରେ ବିୟୋଗ ଘଟିଛି। ନଭେମ୍ବର ପହିଲାରୁ ଭୁବନେଶ୍ବରର କେୟାର ହସ୍ପିଟାଲରେ ଚିକିତ୍ସିତ ହେଉଥିବା…

ମୋବାଇଲ ଭ୍ୟାନରେ ବିକ୍ରି ହେବ ‘ଭାରତ ଅଟା’

ନୂଆଦିଲ୍ଲୀ : ଦେଶର ପ୍ରାୟ ୮୦ କୋଟି ହିତାଧିକାରୀଙ୍କୁ ଆସନ୍ତା ୫ ବର୍ଷ ପାଇଁ ମାଗଣା ଖାଦ୍ୟଶସ୍ୟ ଯୋଗାଣ ସଂପର୍କରେ ଘୋଷଣା କରିବାର ଦୁଇଦିନ ପରେ ମୋଦୀ ସରକାର ଆଉ ଏକ ବଡ଼ ଘୋଷଣା କରିଛନ୍ତି । ସରକାର ସାରା ଦେଶରେ…

ପଞ୍ଜାବର ଆପ୍‌ ବିଧାୟକ ଜସବନ୍ତ ସିଂହ ଗଜ୍ଜନ ମାଜରାଙ୍କୁ ଉଠାଇ ନେଲା ଇଡି

ଦିଲ୍ଲୀ ପରେ ଏବେ ପଞ୍ଜାବରେ ମଧ୍ୟ ଆମ୍‌ ଆଦମୀ ପାର୍ଟି ନେତାଙ୍କ ଅଡୁଆ ବଢ଼ିଛି। ପଞ୍ଜାବର ଆପ୍‌ ବିଧାୟକ ଜସବନ୍ତ ସିଂହ ଗଜ୍ଜନ ମାଜରାଙ୍କୁ ଉଠାଇ ନେଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଏକ ପୁରୁଣା ବ୍ୟାଙ୍କ କେସ୍‌ ମାମଲାରେ ଇଡି ଆଜି ଏହି…

ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କୁ ହତ୍ୟା କରାଯାଇ ନାହିଁ, ପାଣିରେ ବୁଡି ମୃତ୍ୟୁ ଘଟିଛି

ରାଉରକେଲା: ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁକୁ ନେଇ ସାମ୍ନାକୁ ଆସିଲା ବଡ ଖବର । ସୁସ୍ମିତା ମିଞ୍ଜଙ୍କୁ ହତ୍ୟା କରାଯାଇ ନାହିଁ । ପାଣିରେ ବୁଡି ତାଙ୍କର ମୃତ୍ୟୁ ଘଟିଛି । ପୋଲିସ ହାତରେ ଲାଗିଥିବା ଭିସେରା ରିପୋର୍ଟ…

ଗାଁ ମାଟିରେ ସହିଦ ଯବାନଙ୍କୁ ଶେଷ ସଲାମ

ପୁରୀ:ଗାଁ ଶ୍ମଶାନରେ ଶେଷ ହୋଇଛି ବୀର ଯବାନ ପ୍ରତାପ ରଞ୍ଜନ ପରିଡାଙ୍କର ଶେଷ କୃତ୍ୟ । ପୁରୀ ଜିଲ୍ଲା ଗୋପ ବ୍ଲକ ମଲ୍ଲଗାଁରେ ତାଙ୍କର ଶେଷକୃ୍ତ୍ୟ ଏକ ଶୋକାକୂଳ ପରିବେଶରେ ରାଷ୍ଟ୍ରୀୟ ମର୍ଯ୍ୟଦାର ସହ ସମ୍ପନ୍ନ ହୋଇଛି । ବୀର ଯବାନଙ୍କ…

ପ୍ରାର୍ଥିପତ୍ର ଦାଖଲ କଲେ ଅଶୋକ ଗେହଲଟ୍

ପାଖେଇ ଆସିଲାଣି ରାଜସିଥାନ ବିଧାନସଭା ନିର୍ବାଚନ। ଏଥିପାଇଁ ଜୋରସୋର୍‌ରେ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି। ସମସ୍ତ ରାଜନୈତିକ ଦଳ ମଇଦାନକୁ ଓହ୍ଲାଇ ଜୋର୍‌ସୋର୍‌ରେ ପ୍ରଚାର ପ୍ରସାର କରୁଛନ୍ତି। ଏହାରି ଭିତରେ ଆଜି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ନିଜ ନାମାଙ୍କନ ପତ୍ର ଭରିଛନ୍ତି।…