ମତ୍ସ୍ୟଜୀବୀଙ୍କୁ ଆସନ୍ତା ୧ ରୁ ସମୁଦ୍ର ଯିବାକୁ ମନା
ଭୁବନେଶ୍ୱର: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଉପରେ ଆଇଏମଡିର ପୂର୍ବାନୁମାନ ପରେ ସ୍ୱତନ୍ତ୍ର ରିଲିଫ୍ କମିଶନର (SRC) ଓଡିଶା ଉପକୂଳରେ ଥିବା ମତ୍ସ୍ୟଜୀବୀଙ୍କ ପାଇଁ ହାଇ ଆଲର୍ଟ ଜାରି କରିଛି। ଏସଆରସି କହିବା ଅନୁସାରେ ବାତ୍ୟା ମିଚାଉଙ୍ଗ୍ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗକୁ ଗତି…