କଙ୍କଡାହାଡ଼ ବ୍ଲକରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ
କାମାକ୍ଷାନଗର: ଢେଙ୍କାନାଳ ଜିଲା ଆଦିବାସୀ ବହୁଳ ଅଞ୍ଚଳ କଙ୍କଡାହାଡ଼ ବ୍ଲକରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହେଇଥିବା ସୁଯୋଗ ନେଇ କିଛି ନକଲି ଡାକ୍ତର ଜମାଇଛନ୍ତି ନିଜର ଆଧିପତ୍ୟ। ଆଦିବାସୀ ନିରୀହ ଲୋକଙ୍କୁ ସ୍ୱାସ୍ଥ୍ୟ ସେବା ନାଁ ରେ ଶୋଷଣ କରୁଥିବା ଦେଖିବାକୁ…