Month: November 2023

ବିଷ ବଳୟରେ ଦିଲ୍ଲୀ, ୨ ଦିନ ପାଇଁ ସମସ୍ତ ପ୍ରାଥମିକ ବିଦ୍ୟାଳୟ ଛୁଟି

ବିଷ ବଳୟରେ ରାଜଧାନୀ ଦିଲ୍ଲୀ। ବିଷାକ୍ତ ବାୟୁରେ ଅସ୍ତବ୍ୟସ୍ତ ଦିଲ୍ଲୀବାସୀ। ଲଗାତାର ୬ ଦିନ ଧରି ଦିଲ୍ଲୀରେ ବାୟୁର ମାନ ଅତ୍ୟନ୍ତ ନିମ୍ନମାନର ରହିବା ପରେ ଚିନ୍ତାରେ ରାଜଧାନୀବାସୀ ଏବଂ ସରକାର। ଚାରିଆଡ଼େ ଧୂଆଁ ଧୂଆଁ, ପ୍ରଦୂଷିତ କୁହୁଡ଼ି ଭଳି ଆସ୍ତରଣ।…

ଆସନ୍ତା ୨୦ରେ ୨ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ଵର: ଆସନ୍ତା ନଭେମ୍ବର ୨୦ ତାରିଖରେ ୨ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦ୍ଵିତୀୟ ଥର ପାଇଁ ଜନ୍ମମାଟି ରାଇରଙ୍ଗପୁର ଗସ୍ତରେ ଆସିବେ ମହାମହିମ । ଏନେଇ ସୂଚନା ଦେଇଛନ୍ତି ବିଧାୟକ ନବଚରଣ ମାଝୀ ଓ ରାଜ୍ୟ…

ସହକାରୀ ଯନ୍ତ୍ରୀଙ୍କ ଘରୁ ବାହାରିଲା ଟଙ୍କା ଆଉ ପ୍ଲଟ, ଭିଜିଲାନ୍ସ ଟିମ ଜଳକା

କଟକ : ଆସିଷ୍ଟାଣ୍ଡ ଇଞ୍ଜିନିୟରଙ୍କ ଘରୁ ବାହାରିଲା ପୁଳା ପୁଳା ଟଙ୍କା ଆଉ ଏକାଧିକ ପ୍ଲଟ । ଏତେ ସମ୍ପତ୍ତି ଦେଖି ଭିଜିଲାନ୍ସ ବି ଟେରା । ଆଜି ସକାଳୁ କଟକ ଜିଲ୍ଲା ସାଲେପୁର RW ସଵ ଡିଭିଜନ ସହକାରୀ ଯନ୍ତ୍ରୀ…

ସିଏମ୍‌ଓ ଅଫିସ୍‌ରେ ହଠାତ୍ କ୍ଲୋରିନ୍‌ ଗ୍ୟାସ୍ ନିର୍ଗତ ହେତୁ ୧୦ ଜଣ ନର୍ସିଂ ଛାତ୍ରୀ ଚେତାଶୂନ୍ୟ

ଉତ୍ତର ପ୍ରଦେଶର ମଥୁରା ଜିଲ୍ଲାରୁ ଶୁକ୍ରବାର ଏକ ଗ୍ୟାସ୍‌ ଲିକ୍‌ ଘଟଣା ସାମ୍ନାକୁ ଆସିଛି। ଏଠାରେ ସିଏମ୍‌ଓ ଅଫିସ୍‌ରେ ହଠାତ୍ କ୍ଲୋରିନ୍‌ ଗ୍ୟାସ୍ ନିର୍ଗତ ହେତୁ ୧୦ ଜଣ ନର୍ସିଂ ଛାତ୍ରୀ ଚେତାଶୂନ୍ୟ ହୋଇପଡିଥିଲେ। ଏହି ଘଟଣା ପରେ ପୂରା କ୍ୟାମ୍ପସରେ…

ମହିଳା ସାମ୍ବାଦିକଙ୍କୁ ପ୍ରଯୋଜକଙ୍କ ମାଡ଼, ପ୍ରଯୋଜକଙ୍କ ନାଁରେ ଥାନାରେ ମାମଲା

ଭୁବନେଶ୍ୱର: କଳାକାରଙ୍କ କଳିରେ ବିବଦୀୟ ହୋଇଥିବା ଟୁଟୁ ନାୟକ ପୁଣି ଥରେ ସୀମା ଟପିଛନ୍ତି ! ସର୍ବସମ୍ମୁଖରେ ସାମ୍ବାଦିକାଙ୍କ ସହ କଲେ ଦୁର୍ବ୍ୟବହାର । ଖବର ସଂଗ୍ରହ ପାଇଁ ଯାଇଥିବାବେଳେ ଜଣେ ମହିଳା ସାମ୍ବାଦିକାଙ୍କୁ ଟୁଟୁ ନାୟକ ଚାପୁଡା ମାରିଥିବା ଅଭିଯୋଗ…

ରାମ ଲଲାଙ୍କୁ ଧରି ୫୦୦ ମିଟର ଚାଲି ଚାଲି ଯିବେ ମୋଦି, ଗର୍ଭଗୃହରେ କରିବେ ପ୍ରତିଷ୍ଠା

ଅଯୋଧ୍ୟରେ ନିର୍ମାଣ ଚାଲିଥିବା ଭବ୍ୟ ରାମ ମନ୍ଦିରର ପ୍ରତିଷ୍ଠା ଆସନ୍ତା ଜାନୁଆରୀ ୨୨ ତାରିଖରେ ହେବ। ସେହି ଦିନ ମନ୍ଦିରର ଗର୍ଭଗୃହରେ ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ଏହି ପ୍ରତିଷ୍ଠା କାର୍ଯ୍ୟକ୍ରମ ଐତିହାସିକ କରିବା ପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି।…

ବିଜେପିର ସମ୍ମୁଖ ଯୋଦ୍ଧା ହେଉଛନ୍ତି ସିବିଆଇ ଓ ଇଡି: କଂଗ୍ରେସ

ନୂଆଦିଲ୍ଲୀ: ରାଜସ୍ଥାନରେ ଜଣେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଅଧିକାରୀ ଏବଂ ତାଙ୍କ ସହଯୋଗୀଙ୍କୁ ଗିରଫ କରାଯିବା ପରେ କଂଗ୍ରେସ ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। କଂଗ୍ରେସ ଅଭିଯୋଗ କରିଛି ଯେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି), ସେଣ୍ଟ୍ରାଲ ଇନଭେଷ୍ଟିଗେସନ୍ ବ୍ୟୁରୋ (ସିବିଆଇ)…

ପିଆଜ ପାଇଁ ଠେଲାପେଲା : ୩୦ଟଙ୍କାରେ ପିଆଜ ବିକୁଛି ନାଫେଡ୍

ଭୁବନେଶ୍ୱର : ସାରା ରାଜ୍ୟକୁ ଏବେ କନ୍ଦାଉଛି ପିଆଜ । କାରଣ ଦିନକୁ ଦିନ ଅହେତୁକ ଭାବେ ବଢିବାରେ ଲାଗିଛି ପିଆଜ ଦର । କେବଳ ପିଆଜ ନୁହେଁ ଡାଲି , ଚାଉଳ ଦର ମଧ୍ୟ ବୃଦ୍ଧି ଘଟିଛି । ଯାହାକି…

୨ହଜାର ଟଙ୍କିଆ ନୋଟ୍‌ ବଦଳାଇବାକୁ କମୁନି ଭିଡ଼, ଖୋଳତାଡ କରୁଛି କ୍ରାଇମବ୍ରାଞ୍ଚ EOW ଓ ଇଡି

ଭୁବନେଶ୍ବର : ସରୁନି ୨ହଜାର ଟଙ୍କିଆ ନୋଟ କି କମୁନି ଭିଡ଼ । ଗୋଲାପୀ ନୋଟ୍ ବଦଳାଇବାକୁ ଭୁବନେଶ୍ବର ଆଇବିଆଇ କାର୍ଯ୍ୟାଳୟ ଆଗରେ ଲୋକଙ୍କ ଲମ୍ବା ଲାଇନ ଲାଗୁଛି । କମିଶନ ନେଇ ନୋଟ୍ ବଦଳାଉଥିବା ଖବର ଉପରେ ଖୋଳତାଡ କରୁଛି…

ଡାକ୍ତରଖାନାରେ ଆଖି ବୁଜିଲେ ରେଞ୍ଜ ରୋଭର ଦୁର୍ଘଟଣାରେ ଆହତ ଯୁବତୀ

ଭୁବନେଶ୍ୱର: ରେଞ୍ଜ ରୋଭର ଦୁର୍ଘଟଣାରେ ଆହତ ଯୁବତୀ ମୃତ୍ୟୁ ସହ ସଂଘର୍ଷ କରୁଥିବାବେଳେ ତାଙ୍କର ଆଜି ମୃତ୍ୟୁ ଘଟିଛି । ଏହା ପରେ ରେଞ୍ଜ ରୋଭରକୁ ନେଇ ବିବାଦ ଘନେଇବାରେ ଲାଗିଛି । ଗତ ୩୧ ତାରିଖ ଦିନ ଏହି ରେଞ୍ଜ…