Month: November 2023

ବାରାମୁଳାରେ ହେଡ୍‌ କନଷ୍ଟେବଳଙ୍କୁ ଗୁଳି କରି ହତ୍ୟା କଲେ ଆତଙ୍କବାଦୀ

ଜମ୍ମୁ-କାଶ୍ମୀରର ବାରାମୁଳାରେ ଜଣେ ହେଡ୍‌ କନଷ୍ଟେବଳଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏଠାରେ ପୁଣି ଆତଙ୍କବାଦୀମାନେ ଏଭଳି କାଣ୍ଡ ଘଟାଇଛନ୍ତି। ଜମ୍ମୁ-କାଶ୍ମୀର ପୋଲିସର ହେଡ୍ କନଷ୍ଟେବଳ ଗୁଲାମ ମହମ୍ମଦ ଡାରଙ୍କୁ ତାଙ୍କ ଘର ନିକଟରେ ହିଁ ଆତଙ୍କବାଦୀମାନେ ଗୁଳି କରିଥିଲେ ଏବଂ…

ଶରଣାର୍ଥୀ ଶିବିରରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍

ଇସ୍ରାଏଲ୍ ଏବଂ ହମାସ ମଧ୍ୟରେ ଗତ ୨୫ ଦିନ ଧରି ଯୁଦ୍ଧ ଚାଲିଛି। ଗାଜା ଉପରେ ଇସ୍ରାଏଲର ଆକ୍ରମଣ ଜାରି ରହିଛି। ଗାଜାରେ ଏ ପର୍ଯ୍ୟନ୍ତ ୮୫୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇସାରିଲାଣି। ଏହାରି ଭିତରେ ଇସ୍ରାଏଲ୍ ସେନା ମଙ୍ଗଳବାର ଉତ୍ତର…

କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ପିଛା ଦାମ ୧୦୧.୫୦ ଟଙ୍କା ବଢ଼ିଲା

ଦୀପାବଳି ପୂର୍ବରୁ ଗ୍ୟାସ୍‌ ଉପଭୋକ୍ତାଙ୍କୁ ଲାଗିଛି ଝଟକା। ନଭେମ୍ବର ଆରମ୍ଭରୁ ଉପରମୁହାଁ ହୋଇଛି ଗ୍ୟାସ୍‌ ଦର । ଆଜିଠୁ ମହଙ୍ଗା ହେଲା କମର୍ସିଆଲ ଗ୍ୟାସ୍‌ ଦର। ନଭେମ୍ବର ପହିଲାରୁ ୧୯ କେଜି ବିଶିଷ୍ଟ କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ପିଛା ଦାମ ୧୦୧.୫୦…

ଦାୟିତ୍ୱ ନେବାପରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଜ୍ୟପାଳ ରଘୁବର ଦାସ

ପୁରୀ: ଦାୟିତ୍ବ ନେବା ପରେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ଗତକାଲି (ମଙ୍ଗଳବାର) ନୂତନ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବା ପରେ ଆଜି ପୁରୀ ଆସି ଶ୍ରୀମନ୍ଦିର ଯାଇ…

କଂଗ୍ରେସ ନେତାମାନେ ବିଜେପିଠାରୁ ସୁପାରୀ ନେଉଛନ୍ତି: ସପା ନେତା

ଲଖନଉ: ଉତ୍ତରପ୍ରଦେଶରେ ସମାଜବାଦୀ ପାର୍ଟି ଏବଂ କଂଗ୍ରେସ ମଧ୍ୟରେ ବୟାନ ଯୁଦ୍ଧ ଥମିବାର ନାମ ନେଉନାହିଁ | ମଧ୍ୟପ୍ରଦେଶରେ ଆସନ ପ୍ରସଙ୍ଗରେ ଆରମ୍ଭ ହୋଇଥିବା ବିବାଦ ବର୍ତ୍ତମାନ ଏପରି ରୂପ ନେଇଛି ଯେ ଉଭୟ ଦଳର ନେତା ପରସ୍ପର ବିରୋଧରେ ଗୁରୁତର…

ଗୋରା ଓ ପତଳା ଝିଅଙ୍କୁ ମିଳୁଛି ଚାକିରି, ଏୟାରଲାଇନ୍ସ ନାଁରେ ମାମଲା

କେବଳ ସୁନ୍ଦର, ଗୋରୀ, କମ୍‌ ବୟସ୍କା, ପତଳା ଓ ନୀଳ ନୟନାଙ୍କୁ ମିଳୁଛି ଫ୍ଲାଇଟ୍‌ରେ ଚାକିରି । ଏଭଳି ଯୁବତୀମାନେ ଏୟାରଲାଇନ୍ସର ପ୍ରଥମ ପସନ୍ଦ। ଏମାନଙ୍କୁ କ୍ରୁ’ ସଦସ୍ୟ କରାଯାଇଛି। ଏହି ଯୁବତୀଙ୍କ ଆଗରେ ଅନ୍ୟ ଝିଅମାନଙ୍କୁ ହତାଦର କରଯାଉଛି। ଏଭଳି…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, ଦୁଇ ଅଭିଯୁକ୍ତ ଗିରଫ

ଯାଜପୁର: ଗଞ୍ଜେଇ ଚାଲାଣର ଅଭିନବ ତରିକା । ବଡଚଣା ପୋଲିସକୁ ବଡ ସଫଳତା । ଆମ୍ବୁଲାନ୍ସରେ ହେଉଥିଲା ଗଞ୍ଜେଇ ଚୋରାଚାଲାଣ । ମାଡିବସିଲା ପୋଲିସ । ଦୁଇ ଅଭିଯୁକ୍ତ ଗିରଫ । ସୂଚନା ଅନୁସାରେ, ମଙ୍ଗୁଳି ଛକରୁ କଲିକତା ଯାଉଥିବା ବେଳେ…

ମୁଖ୍ୟମନ୍ତ୍ରୀ ଶିବରାଜଙ୍କ ପାଖରେ ନାହିଁ ଗୋଟିଏ ବି କାର

ଭୋପାଳ: ଦୀର୍ଘଦିନ ଧରି ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ଶିବରାଜ ସିଂ ଚୌହାନ ଥିଲେ ବି ତାଙ୍କ ପାଖରେ ନିଜର ବୋଲି କାରଟିଏ ନାହିଁ | କେବଳ ଏତିକି ନୁହେଁ ଗତ ପାଞ୍ଚ ବର୍ଷ ମଧ୍ୟରେ ତାଙ୍କ ସମ୍ପତ୍ତି ମଧ୍ୟ ପ୍ରାୟ ୫…

ଅଳିଆ ଗଦାର ଦୁର୍ଗନ୍ଧରେ ଶ୍ୱାସରୁଦ୍ଧ ଅବସ୍ଥାରେ ଭୁବନେଶ୍ୱର ବାସିନ୍ଦା

ଭୁବନେଶ୍ୱର: ରାଜଧାନୀସ୍ଥିତ ସୈନିକ ସ୍କୁଲ ନିକଟରେ ରହୁଥିବା ବାସିନ୍ଦା, ବ୍ୟବସାୟିକ ପ୍ରତିଷ୍ଠାନ, ଅଫିସ ଗୁଡ଼ିକ ସ୍ୱାସ୍ଥ୍ୟ ଓ ପରିବେଶ ପ୍ରତି ଗୁରୁତର ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ଦୁଇ ଦିନ ଧରି ଅସ୍ଥାୟୀ ଭାବେ ତିଆରି ହୋଇଥିବା ଡମ୍ପିଂୟାର୍ଡ ବା…

ଆଜି ଦିନଟି କଳାହାଣ୍ଡି ବିକାଶ ଯାତ୍ରାର ଏକ ବଡ଼ ମାଇଲଖୁଣ୍ଟ : ମୁଖ୍ୟମନ୍ତ୍ରୀ

ଭବାନୀପାଟଣା : କଳାହାଣ୍ଡି ପ୍ରତିଷ୍ଠା ଦିବସ ଅବସରରେ ଆଜି କଳାହାଣ୍ଡି ଜିଲ୍ଲା ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଜିଲ୍ଲାବାସୀଙ୍କର ବହୁ ଦିନର ସ୍ବପ୍ନ ପୂରଣ ହୋଇଛି । ଜିଲ୍ଲାବାସୀଙ୍କୁ ୧୨୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେଇଛନ୍ତି ନବୀନ…