ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ ଆରମ୍ଭ
ପୁରୀ: ବିଶ୍ବପ୍ରସିଦ୍ଧ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଲେଜର ସ୍କାନିଂ ଆରମ୍ଭ ହୋଇଛି। ଏକ ୧୫ ଜଣିଆ ଟିମ୍କୁ ନେଇ ଲେଜର ସ୍କାନିଂ ଆରମ୍ଭ ହୋଇଥିବାର ଖବର ମିଳିଛି। ଏଥିରେ ଆର୍ଟିଷ୍ଟିକ, ସର୍ଭେଲାନ୍ସ, ଫଟୋଗ୍ରାଫି ଟିମ୍ ସାମିଲ, ଏଏସଆଇ କୋର୍ କମିଟି ସଦସ୍ୟ…