‘ଭାରତ ନ୍ୟାୟ ଯାତ୍ରା’ରେ ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ
ଭୁବନେଶ୍ବର: ‘ଭାରତ ନ୍ୟାୟ ଯାତ୍ରା’ରେ ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏନେଇ କଂଗ୍ରେସ ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ସୂଚନା ଦେଇଛନ୍ତି। ତେବେ ଓଡ଼ିଶାର କେଉଁ ସ୍ଥାନକୁ ରାହୁଲ ଆସବେ, ତାହା ସ୍ପଷ୍ଟ ହୋଇନାହିଁ। କଂଗ୍ରେସ ନେତା ରାହୁଲ…