Month: December 2023

ମୁସଲିମ ଲିଗ୍ (ଜମ୍ମୁ ଓ କଶ୍ମୀର)କୁ ନିଷିଦ୍ଧ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସରକାର ବୁଧବାର ମୁସଲିମ୍ ଲିଗ୍ ଜମ୍ମୁ-କଶ୍ମୀର-ମସାରତ ଆଲାମ୍ ଗୋଷ୍ଠୀ (ଏମ୍ଏଲଜେକେ-ଏମ୍ଏ)କୁ ନିଷିଦ୍ଧ କରିଛନ୍ତି। ବେଆଇନ କାର୍ଯ୍ୟକଳାପ ନିବାରଣ ଆଇନ (ୟୁଏପିଏ) ଅଧୀନରେ ସରକାର ଏହି ପଦକ୍ଷେପ ନେଇଛନ୍ତି। ସଂଗଠନର ସଦସ୍ୟମାନେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବା ଏବଂ…

ନୂଆ ବର୍ଷ ପାଇଁ ଟ୍ୱିନ ସିଟିରେ ମୁତୟନ ହେବେ ୫୦ ପ୍ଲାଟୁନ ପୋଲିସ

ଭୁବନେଶ୍ୱର : ନୂଆ ବର୍ଷ ପାଇଁ ଆକ୍ସନ ମୋଡ଼ରେ କମିଶନରେଟ ପୋଲିସ । ନୂଆବର୍ଷ ପାଳନ ସମୟରେ ବିଶୃଙ୍ଖଳ ଆଚରଣ ପ୍ରଦର୍ଶନ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ଟ୍ୱିନ ସିଟିର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ । କଟକ ଓ ଭୁବନେଶ୍ୱରରେ…

ସାମାଜିକ ଗଣମାଧ୍ୟମରେ ‘ଖୁବ୍‌ ଶୀଘ୍ର ପୁଲ୍‌ୱାମା ଆକ୍ରମଣ ଭଳି ଆକ୍ରମଣ’ ପୋଷ୍ଟ୍‌ କରିଥିବା ଛାତ୍ର ଅଟକ

ଲକ୍ଷ୍ନୌ: ସାମାଜିକ ଗଣମାଧ୍ୟମରେ ‘ଖୁବ୍‌ ଶୀଘ୍ର ପୁଲ୍‌ୱାମା ଆକ୍ରମଣ ଭଳି ଆକ୍ରମଣ’ ପୋଷ୍ଟ୍‌ କରିଥିବା ଝାଡ଼ଖଣ୍ଡର ଜଣେ ଛାତ୍ରଙ୍କୁ ଆଜି ଉତ୍ତର ପ୍ରଦେଶରେ ଅଟକ ରଖାଯାଇଥିବା କଥା ଜଣେ ସରକାରୀ ଅଧିକାରୀ କହିଛନ୍ତି। ସହାରଣପୁର ‘ଏସ୍‌ଏସ୍‌ପି’ ବିପିନ ଟାଡା କହିଛନ୍ତି, ‘ଏକ୍ସ୍‌’ରେ…

ଦୁଇଟି ପ୍ରସଙ୍ଗରେ ସିଂହଦ୍ଵାର ଥାନାରେ ଏତଲା ଦେଲା ଜଗନ୍ନାଥ ସେନା

ପୁରୀ: ଜଗନ୍ନାଥ ସେନା ପକ୍ଷରୁ ସିଂହଦ୍ଵାର ଥାନାରେ ଏତଲା । ଦୁଇଟି ପ୍ରସଙ୍ଗରେ ସିଂହଦ୍ଵାର ଥାନାରେ ଏତଲା ଦେଇଛି ଜଗନ୍ନାଥ ସେନା । ବିଧର୍ମୀ ଗୋମାଂସ ଭକ୍ଷଣକାରୀ କାମିଆ ଜାନୀଙ୍କ ମହାପ୍ରସାଦ ସେବନ ସହ ପ୍ରଚାରପ୍ରସାର ଓ ଶ୍ରୀମନ୍ଦିର ଭିତରକୁ ପ୍ରବେଶକୁ…

ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବକୁ ବୟକଟ୍‌ କଲା ଟିଏମ୍‌ସି

ଅଯୋଧ୍ୟା ଯିବେନି ଦିନି। ରାମ ମନ୍ଦିର ଉଦ୍‌ଘାଟନ କାର୍ଯ୍ୟକ୍ରମରେ ସାମିଲ ହେବେନି ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ତାଙ୍କ ଦଳ ତୃଣମୂଳ କଂଗ୍ରେସ ମଧ୍ୟ ଏହି କାର୍ଯ୍ୟକ୍ରମକୁ ବୟକଟ୍‌ କରିଥିବା ନେଇ ଏକ ସୂତ୍ରୁରୁ ସୂଚନା ମିଳିଛି। ଆସନ୍ତା ଜାନୁଆରୀ…

କନେଷ୍ଟବଳଙ୍କୁ ମାଡ଼ ମାରି ୩ ଗିରଫ

ସମ୍ବଲପୁର : କନେଷ୍ଟବଳଙ୍କୁ ମାଡ଼ ମାରି ୩ ଗିରଫ । ୩ଜଣଙ୍କୁ ଗିରଫ କଲା ସମ୍ବଲପୁର ଜିଲ୍ଲା ବୁର୍ଲା ପୋଲିସ । ଗତ ୨୫ ତାରିଖରେ ହୀରାକୁଦ ଡ୍ୟାମ ରାସ୍ତାରେ ଡ୍ୟୁଟି କରୁଥିଲେ ଜଣେ କନେଷ୍ଟବଳ। ଏହି ସମୟରେ କିଛି ଯୁବକ…

ଘନ କୁହୁଡି ଯୋଗୁ ୧୧୦ରୁ ଅଧିକ ବିମାନ ଓ ୨୫ ଟ୍ରେନ୍‌ ପ୍ରଭାବିତ

ସମଗ୍ର ଉତ୍ତର ଭାରତରେ ଜାରି ରହିଛି ଥଣ୍ଡାର ଥାର୍ଡ ଡିଗ୍ରୀ। ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି ଲୋକଙ୍କୁ କଲବଲ କରୁଛି। ଦିଲ୍ଲୀ ସମେତ ପୂରା ଏନ୍‌ସିଆର୍‌ରେ କୁହୁଡ଼ିର ମୋଟା ଚାଦାର ଢ଼ାଙ୍କି ରହିଛି। ଘନ କୁହୁଡ଼ି ଓ ଧୂଆଁ ଯୋଗୁ ରାସ୍ତା…

ରାଜ୍ୟରେ ଆହୁରି ୩ ଦିନ ଜାରି ରହିବ ଘନ କୁହୁଡ଼ି : ପାଣିପାଗ ବିଭାଗ

ଭୁବନେଶ୍ବର: କିଛି ଦିନର ବ୍ୟବଧାନ ପରେ ଏବେ ରାଜ୍ୟରେ ଶୀତ ର ପ୍ରକୋପ କମିଥିବା ବେଳେ ରାତ୍ରି ତାପମାତ୍ରା କ୍ରମଃଶ ବୃଦ୍ଧି ପାଇବାରେ ଲାଗିଛି । ଚାରିଆଡେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳୁଛି । ଯେଉଁ କାରଣରୁ ଗତ ୫…

ପୁଣି ଫେରିଲା କଟକଣା, ୭ ଦିନ କ୍ୱାରେଣ୍ଟାଇନ୍‌ରେ ରହିବେ କରୋନା ସଂକ୍ରମିତ

ଦେଶରେ ପୁଣି ଥରେ କଡ଼ ଲେଉଟାଇଛି କରୋନା। ଦିନକୁ ଦିନ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା। କରୋନାର ନୂଆ ଭାରିଏଣ୍ଟ ଜେଏନ୍.୧ ମାମଲା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। କର୍ଣ୍ଣାଟକରେ କରୋନାର ସବ୍‌ ଭାରିଏଣ୍ଟ ଜେଏନ୍‌.୧ରେ ଶତାଧିକ ଲୋକେ ସଂକ୍ରମିତ ହୋଇଛନ୍ତି।…

ମା ସମଲେଶ୍ବରୀଙ୍କୁ ‘ପରିକ୍ରମା’ ନିମନ୍ତ୍ରଣ

ସମ୍ବଲପୁର : ମାଆ ସମଲେଶ୍ବରୀଙ୍କୁ ‘ପରିକ୍ରମା’ ନିମନ୍ତ୍ରଣ । ଶ୍ରୀମନ୍ଦିର ସେବାୟତ ପ୍ରତିନିଧି ଦଳ ସମ୍ବଲପୁର ଯାଇ ସମଲେଶ୍ବରୀଙ୍କୁ ନିମନ୍ତ୍ରଣ କରିଛନ୍ତି । ପ୍ରତିନିଧି ଦଳକୁ ସମ୍ବଲପୁର ପ୍ରଶାସନ ଓ ସେବାୟତଙ୍କ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା । ଏହାପରେ ଏହି…