ଘନ କୁହୁଡ଼ି ପାଇଁ ୧୭ରୁ ଅଧିକ ସ୍ଥାନରେ ୟେଲୋ ଆଲର୍ଟ ଜାରି
ଭୁବନେଶ୍ୱର : କମୁଛି ଶୀତ, ବଢୁଛି କୁହୁଡ଼ି । ଉପାନ୍ତରୁ ଉପକୂଳ ସବୁଠି ଘନ କୁହୁଡ଼ିର ଆସ୍ତରଣ । ଫଳରେ ଯାତାୟାତରେ ବାଧା ସୃଷ୍ଟି ହେଉଛି। ଲୋକମାନେ ଗାଡ଼ି ଲାଇଟ ଜଳାଇ ଯିବାଆସିବା କରୁଛନ୍ତି । ଘନ କୁହୁଡି ସମୟରେ ଭିଜିବିଲିଟି…
ଭୁବନେଶ୍ୱର : କମୁଛି ଶୀତ, ବଢୁଛି କୁହୁଡ଼ି । ଉପାନ୍ତରୁ ଉପକୂଳ ସବୁଠି ଘନ କୁହୁଡ଼ିର ଆସ୍ତରଣ । ଫଳରେ ଯାତାୟାତରେ ବାଧା ସୃଷ୍ଟି ହେଉଛି। ଲୋକମାନେ ଗାଡ଼ି ଲାଇଟ ଜଳାଇ ଯିବାଆସିବା କରୁଛନ୍ତି । ଘନ କୁହୁଡି ସମୟରେ ଭିଜିବିଲିଟି…
ବରଗଡ଼: ବରଗଡ଼ ଜିଲ୍ଲା ଅତାବିରାରେ ଚାଷୀଙ୍କୁ ଭେଟିଛନ୍ତି ରାଜ୍ୟପାଳ ରଘୁବର ଦାସ। ଅତାବିରା ଆରଏମସି ଗେଟ ନିକଟରେ ରାଜ୍ୟପାଳଙ୍କୁ ଭେଟିବା ପାଇଁ କିଛି ଚାଷୀ ପ୍ରଶାସନକୁ ଅନୁରୋଧ କରିଥିଲେ। ହେଲେ ପ୍ରଶାସନ ମନା କରିଦେଇଥିଲା। ତେବେ ରାଜ୍ୟପାଳ ଚାଷୀମାନଙ୍କୁ ଦେଖି ଗାଡ଼ି…
ପୁରୀ: ଆସନ୍ତା ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ନିମନ୍ତ୍ରଣ ପତ୍ର ଦେବାକୁ ୩୦ ପ୍ରତିନିଧି ଦଳ ବାହାରିଛନ୍ତି। ରାଜ୍ୟ ଭିତରେ କାର୍ଡ ବାଣ୍ଟିବା ପାଇଁ ୧୩ଟି ଦଳ ଓ ରାଜ୍ୟ ବାହାରକୁ…
ଥରହର ହେବ ଶତ୍ରୁପକ୍ଷ। ସାବାଡ଼ ହେବେ ଚୀନ୍-ପାକିସ୍ତାନ। ଭାରତ ମହାସାଗରେ ବଢ଼ିଲା ନୌସେନାର ଶକ୍ତି। ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଷ୍ଟିଲଥ ଗାଇଡେଡ ମିଜାଇଲ ବିଧ୍ୱଂସକ ଯୁଦ୍ଧ ଜାହାଜ ଆଇଏନଏସ ଇମ୍ଫାଲ ନୌସେନାରେ ସାମିଲ ହୋଇଛି। ମୁମ୍ବାଇ ସ୍ଥିତ ନୌସେନାର ଡକୟାର୍ଡରେ ଆୟୋଜିତ…
ନୂଆଦିଲ୍ଲୀ: ଭାରତ ଓ ପାକିସ୍ତାନ ମଧ୍ୟରେ ବିବାଦର ସମାଧାନ ପାଇଁ ଆଲୋଚନା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ନ୍ୟାସନାଲ କନଫରେନ୍ସ ମୁଖ୍ୟ ଫାରୁକ୍ ଅବଦୁଲ୍ଲା କହିଛନ୍ତି। ସେ କହିଛନ୍ତି ଯେ ଯଦି ଭାରତ ଓ ପାକିସ୍ତାନ ମଧ୍ୟରେ ଆଲୋଚନା ନହୁଏ ତେବେ ଫଳାଫଳ…
ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆକୁ ମିଳିଲା ଧମକ। ମୁମ୍ବାଇରେ ଥିବା ଆର୍ବିଆଇ କାର୍ଯ୍ୟାଳୟକୁ ବୋମା ପକାଇ ଉଡାଇ ଦେବାକୁ ଧମକ ମିଳିଛି। କେବଳ ସେତିକି ନୁହେଁ ମୁମ୍ବାଇର ପ୍ରାୟ ୧୧ଟି ସ୍ଥାନରେ ବୋମା ରଖାଯାଇଥିବା ନେଇ ଆର୍ବିଆଇକୁ କେହି ଜଣେ ଦୁର୍ବୃତ୍ତ…
ବଲାଙ୍ଗୀର : ଭାଇରାଲ ହେଉଛି ସରପଞ୍ଚ ଓ ଇଞ୍ଜିନିୟରଙ୍କ ମଧ୍ୟରେ ଲଢ଼େଇ । ଆଜି ଏହି ଖବର ରହିଛି ସବୁଠି ଭାରି ଚର୍ଚ୍ଚାରେ । ପ୍ରଥମେ ଯୁକ୍ତି ତର୍କ ଆଉ ପରେ ଧସ୍ତାଧସ୍ତି । ଯାହାକୁ ଦେଖି ସେଠାରେ ଉପସ୍ଥିତ ଥିବା…
ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୭ ତାରିଖରେ ଓଡ଼ିଶା ସହ ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହେବ ସ୍ୱର୍ଣ୍ଣିମ ଫର୍ଦ୍ଦ। ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଭବ୍ୟ ଆୟୋଜନ ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଧାର୍ମିକ କାର୍ଯ୍ୟରେ…
ଆକ୍ରମଣକାରୀଙ୍କୁ ଆଉ ମିଳିବନି ରକ୍ଷା। ସମୁଦ୍ରର ଗର୍ଭରେ ଲୁଚି ରହିଥିଲେ ମଧ୍ୟ ଖୋଜି ବାହାର କରାଯିବ।’ ନିକଟରେ ଆରବ ସାଗରରେ ଭାରତ ଆସୁଥିବା ଏକ ବ୍ୟବସାୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣକୁ ନେଇ ଏଭଳି କିଛି କହି ବର୍ଷିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ…
ବାର୍ ଓ ହୋଟେଲ ଗୁଡ଼ିକ ପାଇଁ ନ୍ୟୁ ଇୟର୍ ଗାଇଡ୍ଲାଇନ୍ ଜାରି। ରାତି ୧୨.୩୦ ଯାଏ ହୋଟେଲ୍ ଓ ବାର୍ ଖୋଲିପାରିବେ। ଆଉ ଅଧିକ ସମୟ ପାଇଁ ଖୋଲିବାକୁ ହେଲେ ସ୍ୱତନ୍ତ୍ର ଅନୁମତି ଦରକାର। ଅତ୍ୟଧିକ ମଦ୍ୟପାନ ରୋକିବାକୁ ନଜର ରଖାଯିବ।…