Month: December 2023

ଜାନୁଆରୀରେ ମାଲକାନଗିରି ବିମାନବନ୍ଦରର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆସନ୍ତାମାସ ଜାନୁଆରୀରେ ମାଲକାନଗିରି ବିମାନବନ୍ଦରର ଉଦଘାଟନ କରିବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଉଲ୍ଲେଖନୀୟ ଭିତ୍ତିଭୂମି ପ୍ରକଳ୍ପ ଏହି ଅଞ୍ଚଳରେ ପରିବର୍ତ୍ତନ ଆଣିବ, ଅର୍ଥନୈତିକ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବ ଏବଂ ଓଡ଼ିଶାର ଦୁର୍ଗମ ଜିଲ୍ଲାକୁ ଦେଶର ଅନ୍ୟାନ୍ୟ…

ବୁଦ୍ଧେଶ୍ୱରୀ କଲୋନୀରେ ବିରୋଧ ଘଟଣା; କ୍ଷୋଭର ସହ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା

ଭୁବନେଶ୍ୱର: ରାଜଧାନୀର ବୁଦ୍ଧେଶ୍ୱରୀ କଲୋନୀ ଦେଇ ସାଂସଦ ଅପରାଜିତା ଷଡ଼ଙ୍ଗୀ ଯାଉଥିବା ବେଳେ କିଛି ଲୋକ ଆସି ତାଙ୍କ କାର ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ରାସ୍ତା ଅବରୋଧ କରିବା ପରେ ଅପରାଜିତା ଷଡ଼ଙ୍ଗୀ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି।…

ମୁସଲିମ ୧୮%, ଆମେ ୨%: ସୁଖବୀର ସିଂହ ବାଦଲ

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କୁ କଡ଼ା ସମାଲୋଚନା କରିବା ବେଳେ ବଡ଼ ବୟାନ ଦେଇଛନ୍ତି ଶିରୋମଣି ଅକାଳୀ ଦଳର ମୁଖ୍ୟ ସୁଖବୀର ସିଂହ ବାଦଲ। ଦେଶରେ ୧୮% ମୁସଲିମ ଥିଲେ ମଧ୍ୟ ସେମାନଙ୍କ ମଧ୍ୟରେ ଏକତା ନାହିଁ। କିନ୍ତୁ ଦେଶରେ ୨%…

ଶ୍ରୀମନ୍ଦିରରେ ବଢ଼ିବ ସୁରକ୍ଷା ବ୍ୟବସ୍ଥା; ସ୍ବତନ୍ତ୍ର ବାଟାଲିୟନ୍‌କୁ ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ, ମୁତୟନ ହେବେ ୧୧୯୦ ସୁରକ୍ଷାକର୍ମୀ

ଭୁବନେଶ୍ୱର: ବିଶ୍ବ ପ୍ରସିଦ୍ଧ ଶ୍ରୀଜଗନ୍ନାଥ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥା ଅଧିକ ମଜବୁତ୍‌ ହେବ। ରାଜ୍ୟ ସରକାର ଏଥି ପାଇଁ ପଦକ୍ଷେପ ନେଇଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ବତନ୍ତ୍ର ବାଟାଲିୟନ୍‌ ମୁତୟନ ହେବେ। ଏଥି ପାଇଁ ସ୍ବତନ୍ତ୍ର ବାଟାଲିୟନ୍‌ ଗଠନ ହେବ। ଶ୍ରୀମନ୍ଦିରରେ…

ଶବ ଆଣିବାକୁ ଯାଉଥିଲେ, ପରିବାରର ୩ ଜଣ ଶବ ପାଲଟିଗଲେ

ଗୋଟିଏ ପରିବାର ଉପରେ ସତେ ଯେମିତି ଛିଡ଼ି ପଡ଼ିଛି ଦୁଃଖର ପାହାଡ଼। ସାମ୍ନାକୁ ଆସିଛି ମୃତ୍ୟୁର ବିକଳ ଚିତ୍ର। ପରିବାରର ଭେଣ୍ତିଆ ପୁଅର ମୃତଦେହ ଆଣିବାକୁ ଯାଉଥିବା ବେଳେ ୩ ଜଣ ଅଧା ରାସ୍ତାରେ ହିଁ ଶବ ପାଲଟି ଯାଇଛନ୍ତି। ଏବେ…

ଓଡ଼ିଶା-ଆନ୍ଧ୍ର ସୀମାନ୍ତ କୁର୍ମାନୁର ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ମାଲକାନଗିରି: ମାଲକାନଗିରି ପୋଲିସକୁ ମିଳିଛି ବଡ଼ ସଫଳତା । ଆଜି ମାଟିତଳୁ ଉଦ୍ଧାର କଲା ବିପୁଳ ପରିମାଣର ମାଓ ସାମଗ୍ରୀ । ଆନ୍ଧ୍ର ଓ ଓଡ଼ିଶା ସୀମା କାଳିମେଳା ଥାନା ଅନ୍ତର୍ଗତ କୁର୍ମାନୁର ଜଙ୍ଗଲରେ ସର୍ଚ୍ଚ ଅପରେସନରେ ନିୟୋଜିତ ଏସ୍‌ଓଜି ଓ…

କୋଭିଡକୁ ନେଇ ଆତଙ୍କିତ ହେବାର ନାହିଁ: ସ୍ୱାସ୍ଥ୍ୟ ନିର୍ଦେଶକ

ଭୁବନେଶ୍ବର: ରାଜ୍ୟରେ କୋଭିଡର ସ୍ଥିତିକୁ ନେଇ ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର ମତ ରଖିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଦୁଇଜଣ କୋଭିଡ ରୋଗୀ ଚିହ୍ନଟ ହୋଇଛନ୍ତି। ହେଲେ ଏହାକୁ ନେଇ ଆତଙ୍କିତ ହେବାର ନାହିଁ। ସେମାନଙ୍କ ଭିତରେ ଲକ୍ଷଣ ବହୁତ…

ବିଜେପି ସାଂସଦଙ୍କ ଭାଇ ନାଁରେ କାଠ ଚୋରି ମାମଲା

ଆଇନ ଜାଲରେ ଫସିଲେ ପାର୍ଲାମେଣ୍ଟ ସୁରକ୍ଷା ତ୍ରୁଟି ମାମଲରେ ଟାର୍ଗେଟ୍‌ରେ ଥିବା ବିଜେପି ସାଂସଦ ପ୍ରତାପ ସିମ୍‌ହାଙ୍କ ଭାଇ। କାଠ ଚୋରା ଚାଲାଣ ଅଭିଯୋଗରେ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି। ବିନା ଅନୁମତିରେ ପ୍ରାୟ ୧୨୦ଟି ଗଛ କାଟି ଦେଇଥିବା…

ବାହାରୁ ଆସୁଥିବା ଧାନ ବେପାରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ବର : ଚିନ୍ତା ବଢାଇଲେ ବାହାର ବେପାରୀ । ବାହାରୁ ଆସୁଥିବା ଧାନ ବେପାରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ରହିଛି । ବେପାରୀ ଏବଂ ଦଲାଲଙ୍କ ଉପରେ ଦୃଷ୍ଟି ଦେବାକୁ ସମବାୟ ବିଭାଗ ନିର୍ଦ୍ଦେଶ ଦେଇଛି । ଚେକ ପଏଣ୍ଟ…

ସମ୍ପ୍ରସାରଣ ହେଲା ମଧ୍ୟପ୍ରଦେଶ ମନ୍ତ୍ରିମଣ୍ଡଳ, ଶପଥ ନେଲେ ୨୮ ମନ୍ତ୍ରୀ

ସମ୍ପ୍ରସାରଣ ହେଲା ମଧ୍ୟପ୍ରଦେଶ ମନ୍ତ୍ରିମଣ୍ଡଳ। ଶପଥ ନେଲେ ୨୮ ମନ୍ତ୍ରୀ। କୈଳାଶ ବିଜୟବର୍ଗୀୟ ଓ ପ୍ରହ୍ଲାଦ ପଟେଲଙ୍କ ସମେତ ଅନେକ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ। ବିଜେପି ମଧ୍ୟପ୍ରଦେଶରେ ସରକାର ଗଢ଼ିବାର ଦୀର୍ଘ ପାଖାପାଖି ମାସେ…