Month: December 2023

ଗୁଜୁରାଟର ଦ୍ୱାରକାରେ ମହାରାସ କଲେ ୩୭ ହଜାର ମହିଳା

ନୂଆଦିଲ୍ଲୀ: ଡିସେମ୍ବର ୨୩ ଓ ୨୪ ତାରିଖରେ ଗୁଜରାଟର ଦ୍ୱାରକାରେ ଆୟୋଜିତ ଦୁଇ ଦିନିଆ ମହାରାସ କାର୍ଯ୍ୟକ୍ରମରେ ୩୭,୦୦୦ରୁ ଅଧିକ ମହିଳା ନାଲି ପୋଷାକ ପିନ୍ଧି ଏକାଠି ହେବା ସହ ମହାରାସ ପରିବେଷଣ କରିଛନ୍ତି। ବନାସୁରଙ୍କ କନ୍ୟା ତଥା ଭଗବାନ ଶ୍ରୀକୃଷ୍ଣଙ୍କ…

ନିଶା କାରବାର ଅଭିଯୋଗ, ୨ ବେପାରୀଙ୍କୁ କୋର୍ଟ ଚାଲାଣ

ପୁରୀ : ନିଶା କାରବାର ଅଭିଯୋଗରେ ପୁରୀ କୁମ୍ଭାରପଡ଼ା ଥାନା ପୋଲିସ ଦୁଇ ଜଣ ନିଶା ବେପାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଦୁଇ ବେପାରୀ ବାଘଆଖଡ଼ା ମଠ ଲେନର ସଞ୍ଜୟ କୁମାର ସାହୁ ଓ ମୋହନ ଭୋଇ।…

ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ବୁଡି ଯାଇ ପର୍ଯ୍ୟଟକ ମୃତ

ପୁରୀ : ସମୁଦ୍ର ଗାଧୁଆ ପାଲଟିଲା କାଳ। ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ବୁଡି ଯାଇ ପର୍ଯ୍ୟଟକ ମୃତ। ଚକ୍ରତୀର୍ଥ ବେଳା ଭୂମିରେ ଗାଧୋଇବା ସମୟରେ ପ୍ରବଳ ଲହଡ଼ି ମାଡ଼ରେ ଜଣେ ପର୍ଯ୍ୟଟକ ଭାସିଯାଇଥିଲେ। ସେଠାରେ ଥିବା ଲାଇଫ ଗାର୍ଡମାନେ ତାଙ୍କୁ…

୨୦୨୪ରେ ରେକର୍ଡ ବିଜୟ ପାଇଁ ବିଜେପିର ରାଷ୍ଟ୍ରୀୟ ପଦାଧିକାରୀ ବୈଠକରେ ରଣନୀତି ପ୍ରସ୍ତୁତ ହୋଇଛି: ମନମୋହନ ସାମଲ

ଭୁବନେଶ୍ବର: ଓଡ଼ିଶାରେ ୫୧ ପ୍ରତିଶତ ଭୋଟ୍ ଟାର୍ଗେଟ ଉପରେ ଫୋକସ୍ କରିବାକୁ ବିଜେପିର ରାଷ୍ଟ୍ରୀୟ ପଦାଧିକାରୀ ବୈଠକରେ ନିଷ୍ପତ୍ତି ହୋଇଛି। ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଳମ୍ବିତ ରାତି ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ନ୍ୟୁଜକ୍ଲିକ ମାମଲା: ରାଜସାକ୍ଷୀ ହେବେ ଏଚ୍‌ଆର ମୁଖ୍ୟ

ନ୍ୟୁଜକ୍ଲିକର ଏଚଆର ମୁଖ୍ୟ ଅମିତ ଚକ୍ରବର୍ତ୍ତୀ ରାଜସାକ୍ଷୀ ବନିବାକୁ ଚାହୁଁଛନ୍ତି। ସେ ତଦନ୍ତକାରୀ ସଂସ୍ଥାକୁ ମାମଲା ସହ କିଛି ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ସପକ୍ଷରେ ରହିଛନ୍ତି। ଏଥିପାଇଁ ସେ ଦିଲ୍ଲୀର ଗୋଟିଏ କୋର୍ଟରେ ଗୋଟିଏ ଆବେଦନ କରି ରାଜସାକ୍ଷୀ ବନିବାକୁ ରାଜି ଥିବା…

ପୋଖରୀରେ ବୁଡି ଦୁଇ ନାବାଳିକାଙ୍କ ମୃତ୍ୟୁ

ସାଲେପୁର : ଦୁଇଜଣଙ୍କ ସଲିଳ ସମାଧି । ପୋଖରୀରେ ବୁଡି ଦୁଇ ନାବାଳିକାଙ୍କ ମୃତ୍ୟୁ । କଟକ ସଦର ଥାନା କୁରାଙ୍ଗ ପ୍ରଧାନ ଗାଁରେ ଘଟିଛି ଅଘଟଣ । ମୃତକ ହେଲେ ଅସ୍ରଫ୍ ଅହମ୍ମଦଙ୍କ ଝିଅ ସାଫିଆ ଖାତୁନ୍ ଓ ରାଜେଶ…

ମା’କୁ ଖୁଣ୍ଟିରେ ବାନ୍ଧିଥିବା ନିଷ୍ଠୁର ପୁଅକୁ ଗିରଫ କଲା ପୋଲିସ

କେନ୍ଦୁଝର: କୋବି ଚୋରି ଅଭିଯୋଗରେ ମାକୁ ଖୁଣ୍ଟିରେ ବାନ୍ଧି ପକାଇଥିବା ନିଷ୍ଠୁର ପୁଅ ଶତ୍ରୁଘ୍ନ ମହନ୍ତ ଗିରଫ। ପୋଲିସ ନିଜ ଆଡୁ ମାମଲା ରୁଜୁ କରି ଏହି ଗିରଫ କରିଛି। ପରେ ଶତ୍ରୁଘ୍ନକୁ କୋର୍ଟରେ ହାଜର କରାଯାଇଥିବା ଜଣାପଡ଼ିଛି। ସଂପୃକ୍ତ ଖବରଟି…

୫୬ ବର୍ଷ ବୟସରେ ସୁରାଙ୍କୁ ଦ୍ବିତୀୟ ବିବାହ କଲେ ଅର୍‌ବାଜ୍‌

ମୁମ୍ବଇ : ବଲିଉଡ ଅଭିନେତା ତଥା ଚଳଚ୍ଚିତ୍ର ନିର୍ମାତା ଅର୍‌ବାଜ ଖାନ ୫୬ ବର୍ଷ ବୟସରେ ଦ୍ବିତୀୟ ବିବାହ କରିଛନ୍ତି। ସେ ରବିବାର ସନ୍ଧ୍ୟାରେ ମେକ୍‌ଅପ୍‌ ଆର୍ଟିଷ୍ଟ ସୁରା ଖାନ୍‌ (୪୧) ଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଅର୍‌ବାଜଙ୍କ…

ରାଜଧାନୀରେ ୨ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ଘଟଣାରେ ୮ ଗିରଫ

ଭୁବନେଶ୍ୱର: ଗତକାଲି (ରବିବାର) ଏୟାରପୋର୍ଟ ଛକ ନିକଟରେ ଧାରୁଆ ଅସ୍ତ୍ରରେ ଦୁଇ ଜଣ ଯୁବକଙ୍କୁ ଆକ୍ରମଣ ଘଟଣା । ଏଥିରେ ୮ ଜଣଙ୍କୁ ଗିରଫ କରିଛି କମିଶନରେଟ ପୁଲିସ । ବର୍ତ୍ତମାନ ୮ ଅଭିଯୁକ୍ତଙ୍କୁ ଫରେଷ୍ଟ ପାର୍କ ଓ କେଦାରପଲ୍ଲୀ ବସ୍ତିରୁ…

ରହସ୍ୟଜନକ ଭାବେ ‘ଜିହାଦୀ ଗୁରୁ’ର ମୃତ୍ୟୁ

ପାକିସ୍ତାନର ଆତଙ୍କବାଦୀ ସଂଗଠନ ଲସ୍କର-ଇ-ତାଏବାର ସଦସ୍ୟ ତଥା ଜିହାଦୀ ଗୁରୁ ଭାବେ ପରିଚିତ ଅବଦୁଲ୍ଲା ଶାହୀନ ପ୍ରାଣ ହରାଇଛି। ପାକିସ୍ତାନର କସୌର ଠାରେ ବେଶ ରହସ୍ୟଜନକ ଭାବେ ଗୋଟିଏ ଗାଡ଼ି ଧକ୍କାରେ ତା’ର ମୃତ୍ୟୁ ଘଟିଛି। ଗୋଟିଏ ଅଜଣା ଗାଡ଼ି ଅବଦୁଲ୍ଲାକୁ…