ପ୍ରତିଭା ପ୍ରଦର୍ଶନ ପାଇଁ ସର୍ଗି ଫୁଲ୍ ଏକ ବହୁତ୍ ଭଲ ସୁଯୋଗ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ଭଲ ପାଠ ପଢ, ତୁମ ବାପା-ମାଙ୍କ ସ୍ବପ୍ନକୁ ସାକାର କର। ତୁମ ପ୍ରତିଭାର ସୁରଭି ସମସ୍ତେ ଅନୁଭବ କରନ୍ତୁ। ଆଜି ‘ଲୋକସେବା ଭବନ’ର ସଭାଗୃହ ଠାରେ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧିନରେ ଥିବା ବିଦ୍ୟାଳୟର ପିଲାମାନଙ୍କ ପାଇଁ…