Month: December 2023

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍‌.ଏମ୍‌ ରାଜେନ୍ଦ୍ରନ୍‌ଙ୍କ ପରଲୋକ

ଚେନ୍ନାଇ : ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍‌.ଏମ୍‌ ରାଜେନ୍ଦ୍ରନ୍‌ଙ୍କର ଆଜି ପରଲୋକ ହୋଇଯାଇଛି। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ୧୯୯୯ ମହାବାତ୍ୟା ପରେ ସେ ଓଡ଼ିଶାର…

ଦିନକରେ ୭୫୨ କୋଭିଡ ସଂକ୍ରମିତ ଚିହ୍ନଟ, ୪ ମୃତ

ନୂଆଦିଲ୍ଲୀ : ପୁଣି ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଦେଶରେ ଗୋଟିଏ ଦିନରେ ୭୫୨ କୋଭିଡ ମାମଲା ଚିହ୍ନଟ ହୋଇଛି, ଯାହା ମେ’ ୨୧ ପରଠାରୁ ଅର୍ଥାତ୍ ସାତ ମାସ ମଧ୍ୟରେ ସର୍ବାଧିକ। ଏଥିସହ ଚାରି ଜଣ ସଂକ୍ରମିତଙ୍କ ମୃତ୍ୟୁ…

ଦୀର୍ଘ ୬୩ ବର୍ଷ ପରେ ଗୁଜରାଟର ଏକ ସହରରେ ମଦକୁ ମିଳିଲା ଅନୁମତି

ନୂଆଦିଲ୍ଲୀ : ଦୀର୍ଘ ୬୩ ବର୍ଷ ପରେ ଗୁଜରାଟର ଇଣ୍ଟରନ୍ୟାସନାଲ ଫାଇନାନ୍ସ ଟେକ୍ ସିଟି (GIFT)ରେ ଆଲକୋହଲକୁ ମିଳିଲା ଅନୁମତି। ୧୯୬୦ ମସିହାରୁ ଗିଫ୍ଟ ସହର ପ୍ରତିଷ୍ଠା ହେବା ପରଠୁ ଏଠାରେ ମାଦକଦ୍ରବ୍ୟ ବ୍ୟାନ୍ ହୋଇଥିଲା, ଯାହା ଏବେ ପ୍ରତ୍ୟାହାର କରାଯାଇଛି।…

‘ପଦ୍ମଶ୍ରୀ’ ଫେରାଇଲେ ପୁନିଆ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ମହିଳା କୁସ୍ତିଯୋଦ୍ଧାଙ୍କୁ ଯୌନ ନିର୍ଯାତନା ଦେବା ଭଳି ଗମ୍ଭୀର ଅଭିଯୋଗରେ ଅଭିଯୁକ୍ତ କୁସ୍ତି ମହାସଂଘର ବିଦାୟୀ ମୁଖ୍ୟ ବ୍ରିଜଭୂଷଣ ଶରଣ ସିଂହଙ୍କ ଘନିଷ୍ଠ ସହଯୋଗୀ ସଞ୍ଜୟ ସିଂହ କୁସ୍ତି ମହାସଂଘର ସଭାପତି ନିର୍ବାଚିତ ହେବା ପରେ ଏଥିରେ ଅସନ୍ତୋଷ ପ୍ରକାଶ କରି…

ଯୋରନ୍ଦା ପୀଠରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପୀଠର ଉନ୍ନତିକରଣ ପାଇଁ ୧୧୨ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ବର: ଢେଙ୍କାନାଳ ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଓଡିଶାର ପ୍ରସିଦ୍ଧ ମହିମା ପୀଠ ଯୋରନ୍ଦାପୀଠର ରୂପାନ୍ତର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଭୂମି ପୂଜନ କରିଛନ୍ତି । ଯୋରନ୍ଦାଠାରେ ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ…

ବଢୁଛି ଶୀତ : ୧୦ଡିଗ୍ରୀ ତଳେ ୧୬ ସହର, ଜି.ଉଦୟଗିରି ସବୁଠୁ ଥଣ୍ଡା

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ । ପ୍ରବଳ ଜାଡ଼ରେ ଥରୁଛନ୍ତି ଓଡିଶାବାସୀ । ଶୀତରୁ ରକ୍ଷା ପାଇବା ପାଇଁ କିଏ ଚା ଖଟିରେ ଭିଡ ଜମାଉଛି ତ ଆଉ କିଏ ନିଆଁ ପୋଇଁ ହେଉଛି । ଏହାରି…

ଲୋକସଭା ନିର୍ବାଚନ ପୂର୍ବରୁ ଭାରତ ଯୋଡୋ ଯାତ୍ରା ପାର୍ଟ-୨

ନୂଆଦିଲ୍ଲୀ : ଖୁବଶୀଘ୍ର ଲୋକସଭା ନିର୍ବାଚନ ପୂର୍ବରୁ ଭାରତ ଯୋଡୋ ଯାତ୍ରା ପାର୍ଟ ଟୁ ଆରମ୍ଭ କରିବେ । ଏଥର ପୂର୍ବରୁ ପଶ୍ଚିମ ଭାରତ ଯାଏ ପଦଯାତ୍ରା କରିବେ ରାହୁଲ ଗାନ୍ଧି । ଏନେଇ ସଙ୍କେତ ଦେଇଛନ୍ତି କଂଗ୍ରେସ ନେତା କେ.…

କାୟା ବିସ୍ତାର କରୁଛି ନୂଆ ସବ ଭାରିଆଣ୍ଟ JN.1 ମାମଲା: ଗତ ୨୪ ଘଣ୍ଟାରେ ଦେଶରେ ୩୨୮ ନୂଆ ମାମଲା

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ସଂକ୍ରମଣ। ଗତ କିଛି ଦିନ ଧରି ଦେଶର ବିଭିନ୍ନ ରାଜ୍ୟରେ କାୟା ବିସ୍ତାର କରୁଛି ନୂଆ ସବ ଭାରିଆଣ୍ଟ JN.1 ମାମଲା। ଗତ ୨୪ ଘଣ୍ଟାରେ ଦେଶରେ ୩୨୮ ନୂଆ ମାମଲା ଚିହ୍ନଟ ହୋଇଥିବା କେନ୍ଦ୍ର…

ପ୍ରାଗର ବିଶ୍ୱବିଦ୍ୟାଳୟରେ ଆଖିବୁଜା ଗୁଳିଚାଳନା; ୧୪ ମୃତ, ୨୫ ଆହତ

ଚେକ ରାଜଧାନୀ ପ୍ରାଗର ଏକ ବିଶ୍ୱବିଦ୍ୟାଳୟରେ ଆଖିବୁଜା ଗୁଳିଚାଳନା। ଏଥିରେ ଅତି କମରେ ୧୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି। ଗତକାଲି ଅପରାହ୍ନରେ ଆକ୍ରମଣ ଘଟିଥିବା ଚେକ ପୁଲିସ୍ ମହାନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଚେକ ପୁଲିସ…

+2 ଫେଲ୍‌ ଥିଲା ଡାକ୍ତର ବୁଖାରି, କିନ୍ତୁ ୬ଟି ଭାଷାରେ ଥିଲା ପାରଙ୍ଗମ

ଭୁବନେଶ୍ୱର : ସନ୍ଦିଗ୍ଧ କାଶ୍ମୀର ଆତଙ୍କୀ ସୟିଦ ଇଶାନ ବୁଖାରିକୁ ନେଇ ଆସିଛି ନୂଆ ତଥ୍ୟ l STF ହାତରେ ସନ୍ଦିଗ୍ଧ ଆତଙ୍କବାଦୀ ବୁଖାରୀର CDR। ତା ମୁହଁରୁ ଗୋଟି ଗୋଟି ସତ ଉଗାରୁଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏକାଧିକ ଲୋକଙ୍କ…