Month: December 2023

ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ ପାଇଁ ଗଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପରିଚାଳନା କମିଟି ସଦସ୍ୟ

ଭୁବନେଶ୍ବର: ଆସନ୍ତା ଜାନୁୟାରୀ ୧୭ ତାରିଖରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଗତକାଲି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ନିମନ୍ତ୍ରଣ ଦିଆଯିବାପରେ ଆଜି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ ପାଇଁ ଯାତ୍ରା ଆରମ୍ଭ କରିଛି ଟିମ୍। ଆଜି ଶ୍ରୀମନ୍ଦିର…

ହଇଜା ନେଲା ଆଉ ଏକ ଜୀବନ

ରାଉରକେଲା : କଲେରା ଆକ୍ରାନ୍ତଙ୍କ ସଂଖ୍ୟା କମ ହେଉଥିବା ପ୍ରଶାସନ ତରଫରୁ କୁହାଯାଉଥିବା ବେଳେ ଏବେ ମଧ୍ୟ ସ୍ଥିତି ଚିନ୍ତା ଜନକ ରହିଛି। ହଇଜା ନେଇଛି ଆଉ ଏକ ମୁଣ୍ଡ। ମୃତକ ହେଲେ ପଙ୍କଜ ମଣ୍ଡଳ। ତାଙ୍କର ବୟସ ୪୪ ବର୍ଷ।…

ନିଯୁକ୍ତି ନଥିବାରୁ ସୋଶାଲ ମିଡିଆରେ ଅଧିକ ସମୟ ବିତାଉଛନ୍ତି ଯୁବପିଢି

ଦେଶରେ ବେରୋଜଗାରୀକୁ ନେଇ ବିଜେପି ସରକାର ଉପରେ ବର୍ଷିଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ନିଯୁକ୍ତି ନ ଥିବାରୁ ଯୁବପିଢି ଅଧିକ ସମୟ ବିଭିନ୍ନ ସୋଶାଲ ମିଡିଆରେ ସମୟ ବିତାଉଥିବା କହିଛନ୍ତି ରାହୁଲ ଗାନ୍ଧି। ବର୍ତ୍ତମାନ ଦେଶରେ ସବୁଠୁ ବଡ ସମସ୍ୟା…

ସଞ୍ଜୟ ସିଂ WFI ଅଧ୍ୟକ୍ଷ ହେବାକୁ ନେଇ ଭାଙ୍ଗିପଡ଼ିଲେ ଭିନେଶ ଫୋଗାଟ, କ୍ୟାମେରା ସାମ୍ନାରେ କାନ୍ଦିଲେ

ଭାରତୀୟ କୁସ୍ତି ମହାସଂଘର ପୂର୍ବତନ ମୁଖ୍ୟ ବ୍ରିଜଭୂଷଣ ଶରଣ ସିଂଙ୍କ ସହଯୋଗୀ ସଞ୍ଜୟ ସିଂ ଡବ୍ଲୁଏଫ୍ଆଇ ନିର୍ବାଚନ ଜିତିବା ପରେ ବିବାଦ ଆହୁରି ବଢ଼ିଛି। ସାକ୍ଷୀ ମଲିକଙ୍କ ପରେ ଏବେ କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଶୁକ୍ରବାର କ୍ୟାମେରା ସାମ୍ନାରେ କାନ୍ଦି ପକାଇଛନ୍ତି।…

ସଞ୍ଜୟ ସିଂହଙ୍କୁ ମିଳିଲାନି ଜାମିନ, ଆବେଦନ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ଆପ୍ ରାଜ୍ୟସଭା ସାଂସଦ ସଞ୍ଜୟ ସିଂହଙ୍କୁ ପୁଣି ଥରେ ଝଟକା। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସାଂସଦଙ୍କୁ ମିଳିଲାନି ବେଲ୍। ଆଜି ପୁଣି ଥରେ କୋର୍ଟ ତାଙ୍କ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି। ମଦ ଦୁର୍ନୀତି ମାମଲାରେ ଅର୍ଥ ହେରଫେର…

ବୃଦ୍ଧଙ୍କୁ କଟୁରୀରେ ହାଣି ହତ୍ୟା

ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ବରଗୁଡିପଡ଼ାରେ ଜଣେ ବୃଦ୍ଧଙ୍କୁ କଟୁରୀରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ପ୍ରହ୍ଲାଦ ଦାସ। ଆଜି ଦିନ ପ୍ରାୟ ସାଢ଼େ ଗୋଟାଏ ସମୟରେ ପ୍ରହ୍ଲାଦ ଘରେ ଥିବା ବେଳେ ନିକଟସ୍ଥ ନାରଦିଆ ଗ୍ରାମର…

ଘରୋଇ ନର୍ସିଂ ହୋମରେ ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁଁ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ଯାଜପୁର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ଚାଲିଗଲା ମହିଳାଙ୍କ ଜୀବନ l ନର୍ସିଂହୋମ ଘେରିଲେ ପରିବାର ଲୋକେ । ଯାଜପୁର ମାନସାପୋଲ ନିକଟରେ ଓମ ସାଇ ନର୍ସିଂହୋମରେ ଗର୍ଭବତୀ ମହିଳାଙ୍କର ମୃତ୍ୟୁ ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି l…

ବେଲପାହାଡ ରେଞ୍ଜ ପିକୋଲ ଜଙ୍ଗଲରେ ବୁଲୁଛି କଲରାପତରିଆ ବାଘ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ବେଲପାହାଡ଼ ଫରେଷ୍ଟ ରେଞ୍ଜ ଅଧୀନ ପିକୋଲ ଜଙ୍ଗଲରେ କଲରାପତରିଆ ବାଘ ଦେଖିବାକୁ ମିଳିଛି । ଜଙ୍ଗଲରେ ଲାଗିଥିବା ଟ୍ରାପ କ୍ୟାମେରାରେ କଏଦ ହୋଇଛି ଏହି ବାଘର ଫଟୋ । କଲରାପତରିଆ ବାଘର ଫୁଟେଜ ଗତ…

ବିଚ୍‌ ରାସ୍ତାରେ ଜିଆର୍‌ଏସ୍‌ଙ୍କୁ ଛୁରାମାଡ଼

ଗଞ୍ଜାମ: ବିଚ୍ ରାସ୍ତାରେ ଜିଆର୍‌ଏସ୍‌ଙ୍କୁ ଛୁରାମାଡ଼। ଗ୍ରାମ ରୋଜଗାର ସେବଙ୍କୁ ଗାଁ ମଝିରେ ଛୁରାମାଡ଼ କଲେ ଦୁର୍ବୃତ୍ତ। ଫଳରେ ସେ ଗୁରୁତର ହୋଇଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗଞ୍ଜାମ ଜିଲ୍ଲା ବୁଗୁଡା ଥାନା କଳମ୍ବ ଆନ୍ତରପଡାରେ ଘଟିଛି ଏଭଳି କିଛି…

୧୪୬ ସାଂସଦଙ୍କ ନିଲମ୍ବନକୁ ବିରୋଧ, ଯନ୍ତର ମନ୍ତରରେ ‘INDIA’ ମେଣ୍ଟର ବିକ୍ଷୋଭ ପ୍ରଦର୍ଶନ

୧୪୬ ସାଂସଦଙ୍କ ନିଲମ୍ବନ ମାମଲାରେ ବିରୋଧୀ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଗୁରୁବାର ଏଠାରେ ବିରୋଧୀ ସାଂସଦମାନେ ସଂସଦରୁ ବିଜୟ ଚୌକ ପର୍ଯ୍ୟନ୍ତ ଶୋଭାଯାତ୍ରା କରିଥିଲେ ଏବଂ ଆଜି ‘ଇଣ୍ଡିଆ’ ମେଣ୍ଟର ନେତୃତ୍ୱରେ ଯନ୍ତର ମନ୍ତରଠାରେ ବିରୋଧ ପ୍ରଦର୍ଶନ କରାଯାଉଛି। ଏଠାରେ ମଞ୍ଚ ଉପରେ…