Month: December 2023

ଲୋକାର୍ପିତ ହୋଇଛି ବାଲୁକାଶିଳ୍ପୀ ମାନସ କୁମାର ସାହୁଙ୍କ ବାଲୁକା ପାର୍କ

ପୁରୀ: ଚାଲିଛି ପର୍ଯ୍ୟଟନ ଋତୁ । ପୁରୀ ବେଳାଭୂମିରେ ଲାଗି ରହୁଛି ପର୍ଯ୍ୟଟକଙ୍କ ଭିଡ଼ । ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବାଲୁକା ଶିଳ୍ପୀ ମାନସ ସାହୁଙ୍କ ନିଆରା ପ୍ରୟାସ । ସବୁବର୍ଷ ଭଳି ଚଳିତବର୍ଷ ମଧ୍ୟ ଖ୍ରୀଷ୍ଟମାସ ଉପଲକ୍ଷେ ପୁରୀ…

ପଦ୍ମପୁୁରକୁ ଜିଲ୍ଲା ମାନ୍ୟତା ଦେବାକୁ ପ୍ରସ୍ତୁତି ବେଳେ ରାଜ୍ୟ ସରକାରକୁ ହାଇକୋର୍ଟଙ୍କ ଝଟକା

କଟକ: ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦେବାକୁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଥିବା ବେଳେ ହାଇକୋର୍ଟ ଏହି ମାମଲାରେ ଦାୟର ଆବେଦନର ଶୁଣାଣି କରି ଏକ ଗୁରୁତ୍ବପୂର୍ଣ୍ଣ ରାୟ ଦେଇଛନ୍ତି। ଯେଉଁଥିରେ ହାଇକୋର୍ଟଙ୍କ ବିନା ନିର୍ଦ୍ଦେଶରେ ନୂଆ ଜିଲ୍ଲା…

ଗଣତନ୍ତ୍ର ଦିବସରେ ଭାରତର ଅତିଥି ହେବେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନ୍‌

ନୂଆଦିଲ୍ଲୀ: ୨୦୨୪ର ଗଣତନ୍ତ୍ର ଦିବସ ଉତ୍ସବରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ୍ ମୁଖ୍ୟ ଅତିଥି ଭାବରେ ଯୋଗଦେବେ। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଠାଇଥିବା ନିମନ୍ତ୍ରଣ ଗ୍ରହଣ କରିଥିବା ଜଣାପଡ଼ିଛି। ଏହାପୂର୍ବରୁ କେନ୍ଦ୍ର ସରକାର ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ମୁଖ୍ୟ…

ରଜୌରୀ ଆତଙ୍କୀ ହାମ୍‌ଲା: ୫ଯବାନ ସହିଦ୍, ଆମେରିକା ନିର୍ମିତ ରାଇଫଲ ବ୍ୟବହାର କରିଥିଲେ ଆତଙ୍କବାଦୀ

ଶ୍ରୀନଗର: ଜମ୍ମୁ-କାଶ୍ମୀରର ପୁଞ୍ଚ ଜିଲ୍ଲାରେ ଥିବ‌ା ରଜୌରୀରେ ଗତକାଲି ଆତଙ୍କବାଦୀମାନେ ସେନାର ଏକ ଟ୍ରକ୍‌ ଓ ଜିପ୍‌ସି ଉପରେ ଅତର୍କିତ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଏପର୍ଯ୍ୟନ୍ତ ୫ଜଣ ଯବାନ ସହିଦ ହୋଇଛନ୍ତି। ସେନା ପକ୍ଷରୁ କୁହାଯାଇଛି ଯେ ରଜୌରୀ ସେକ୍ଟରର…

ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ

ପୁରୀ : ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଗତକାଲି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ନିମନ୍ତ୍ରଣ ଦିଆଯାଇଛି। ଆଜି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ ପାଇଁ ଯାତ୍ରା ଆରମ୍ଭ କରିଛି ଟିମ୍। ଶ୍ରୀମନ୍ଦିର ମୁଖ୍ୟ…

ଆର୍ମି ଟ୍ରକ୍ ଉପରେ ଆତଙ୍କବାଦୀ ଆକ୍ରମଣ ଘଟଣା, ୩ଯବାନ ସହିଦ୍

ଶ୍ରୀନଗର: ପୁଣି ଯବାନମାନଙ୍କୁ ଟା‌ର୍ଗେଟ କଲେ ଆତଙ୍କବାଦୀ। ଆଜି ଯବାନମାନଙ୍କୁ ନେଇ ଯାଉଥିବା ଏକ ଆର୍ମି ଟ୍ରକ୍ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିବା ଜଣାପଡ଼ିଛି। ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲାରେ ଥିବା ଡେରା କି ଗଲି(ଡିକେଜି)ରେ ଏହି ଘଟଣା ଘଟିଛି। ଏହି ଆକ୍ରମଣରେ…

ବିଜେଡିରେ ମିଶିଲେ ପୁରୀ ଜିଲ୍ଲାର ବିଜେପି ନେତା ଓ ଶତାଧିକ କର୍ମୀ

ଭୁବନେଶ୍ବର: ଶଙ୍ଖ ଭବନରେ ଆଜି ବିଜୁ ଜନତା ଦଳର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ହୋଇଥିଲା। ବ୍ରହ୍ମଗିରି ବିଜେପି ଯୁବମୋର୍ଚ୍ଚା ସଭାପତି ଜୟନ୍ତ କୁମାର ମହାନ୍ତିଙ୍କ ନେତୃତ୍ୱରେ…

ଭିବ୍ରିଓ କଲେରା ଓ ଇ-କୋଲାଇ ବ୍ୟାକ୍ଟେରିଆ ଯୋଗୁଁ ବ୍ୟାପିଛି ଝାଡ଼ାବାନ୍ତି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ରାଉରକେଲାରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା। ଉଭୟ ଭିବ୍ରିଓ କଲେରା ଓ ଇ-କୋଲାଇ ବ୍ୟାକ୍ଟେରିଆ ଯୋଗୁଁ ବ୍ୟାପିଛି ଝାଡ଼ାବାନ୍ତି । ଏନେଇ ସୂଚନା ଦେଇଛନ୍ତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ପ୍ରାୟ ୧୪ ଶହ ଲୋକ ଏଥିରେ ଆକ୍ରାନ୍ତ ହୋଇଛନ୍ତି…

ଲୋକସଭାରେ ପାସ ହେଲା ସିଇସି ବିଲ୍‌

ଗଣ ନିଲମ୍ବନ ପରେ ଉଭୟ ଲୋକସଭା ଓ ରାଜ୍ୟସଭାରେ ବିରୋଧୀ ସଦସ୍ୟଙ୍କ ମରୁଡ଼ି ଦେଖିବାକୁ ମିଳିଛି। ଲୋକସଭାରୁ ଦୁଇ ତୃତୀୟାଂଶ ବିରୋଧୀ ସଦସ୍ୟଙ୍କ ନିଲମ୍ବନ ହୋଇଛନ୍ତି। ଏହା ସତ୍ତ୍ୱେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିର୍ବାଚନ କମିଶନ ନିଯୁକ୍ତି ବିଲ୍‌ ଲୋକସଭାରେ ଆଜି ସରକାର…

ଡକାୟତି ଯୋଜନା ଚାଲିଥିବାବେଳେ କାବୁ କଲା ପୋଲିସ, ୫ ଗିରଫ

ଭୁବନେଶ୍ବର: ଡକାୟତି ଯୋଜନା ଚାଲିଥିବାବେଳେ ଏହାକୁ ପଣ୍ଡ କଲା ପୋଲିସ । ଘଟଣାରେ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ମଞ୍ଚେଶ୍ଵର ଥାନା ପୋଲିସ । ଗିରଫ ଅଭିଯୁକ୍ତ ମାନଙ୍କ ଭିତରୁ ୪ ଜଣ ହେଲେ ଅମରନାଥ…