Month: December 2023

ଭାରତକୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ

ଭାରତ ଓ ପାକିସ୍ତାନ ମଧ୍ୟରେ ଥିବା ତିକ୍ତତା ସମ୍ପର୍କରେ ସମସ୍ତଙ୍କୁ ଜଣା। କିନ୍ତୁ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫ ଖୋଲାଖୋଲି ଭାବେ ପୁଣିଥରେ ଭାରତର ପ୍ରଶଂସା କରିଛନ୍ତି। ପଡ଼ୋଶୀ ଦେଶ ଚନ୍ଦ୍ରରେ ପହଞ୍ଚି ସାରିଲେଣି କିନ୍ତୁ ପାକିସ୍ତାନ ମାଟିରୁ ଉଠି…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମ : ଆଜି ମହାପ୍ରଭୂଙ୍କୁ ନିମନ୍ତ୍ରଣ

ପୁରୀ : ଓଡିଆ ଜାତିର ଆରାଧ୍ୟ ଦେବତା ହେଉଛନ୍ତି ପ୍ରଭୂ ଜଗନ୍ନାଥ । ଆମର ବିବାହ ହେଉ , ଘର ପ୍ରତିଷ୍ଠା ହେଉ , ବ୍ରତଘର ହେଉ କିମ୍ବା କାନ ଫୋଡା ହେଉ , ପ୍ରତିଟି ଶୁଭ କାର୍ଯ୍ୟରେ ଶ୍ରୀ ଜଗନ୍ନାଥଙ୍କୁ…

ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସମାବେଶିତାର କାହାଣୀ

ନୂଆଦିଲ୍ଲୀ: ପରିସଂଖ୍ୟାନ ଏକ ପ୍ରଗତିର ଚିତ୍ର ପ୍ରଦାନ କରିପାରେ । କିଛି କାହାଣୀ ସଂଖ୍ୟାକୁ ଅତିକ୍ରମ କରି ଆମ ଭାବ ପ୍ରବଣତାକୁ ଗଭୀରଭାବେ ଅନୁରଣିତ କରିଥାଏ । ସେଭଳି ଏକ କାହାଣୀ ନୀଳେଶଙ୍କର । ନୀଳେଶ ଜଣେ ତୃତୀୟ ଲିଙ୍ଗର ବ୍ୟକ୍ତି…

ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦକୁ ଖାରଜ କଲେ ହାଇକୋର୍ଟ

କଟକ : ସାଂସଦ ଅନୁଭବ ମହାନ୍ତି-ବର୍ଷାଙ୍କ ବିବାହ ବିଚ୍ଛେଦ ମାମଲାରେ ଆସିଛି ବଡ଼ ଖବର । ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ବିବାହ ବିଚ୍ଛେଦ ନେଇ ପରିବାର ଅଦାଲତଙ୍କ ରାୟ ଖାରଜ । କଟକ ପରିବାର ଅଦାଲତଙ୍କ ରାୟକୁ ଖାରଜ…

ଡିସକାଉଣ୍ଟରେ ଗାଡି ଦେବା ନାଁରେ ୪୦କୋଟି ଠକେଇ : ଦମ୍ପତ୍ତି ଅଟକ

ଭୁବନେଶ୍ବର : ଡିସକାଉଣ୍ଟରେ ଗାଡି ଦେବା ନାଁରେ ୪୦ କୋଟି ଠକେଇ । ଗଞ୍ଜାମ ଆସିକାର ଦମ୍ପତ୍ତିଙ୍କୁ ଅଟକ ରଖିଛି କମିଶନରେଟ୍ ପୋଲିସ । ନୟାପଲ୍ଲୀ ଥାନାରେ ଅକ୍ଷୟ ଗୌଡ ଓ ତାଙ୍କ ପତ୍ନୀଙ୍କୁ ପଚରାଉଚରା କରାଯାଉଛି । ଭୁବନେଶ୍ବରରେ ସମ୍ପୃକ୍ତ…

୪ ବର୍ଷରୁ କମ୍‌ ବୟସ୍କ ପିଲାଙ୍କୁ କଫ୍‌ ସିରପ୍‌ ମନା

୪ ବର୍ଷରୁ କମ୍‌ ବୟସ୍କ ପିଲାଙ୍କୁ ଏଣିକି କଫ ସିରପ୍‌ ଦେବା ମନା। ଭାରତର ଡ୍ରଗ ରେଗୁଲେଟର ଚାରି ବର୍ଷରୁ କମ୍‌ ବୟସ୍କ ପିଲାଙ୍କୁ କଫ ସିରପ ଦେବା ଉପରେ ବ୍ୟାନ୍‌ ଲଗାଇଛନ୍ତି। ସାରା ବିଶ୍ୱରେ କଫ୍‌ ସିରପ ଯୋଗୁ ୧୪୧…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ୩ ବର୍ଷ ଜେଲ୍‌

ଜେଲ ଦଣ୍ଡରେ ଦଣ୍ଡିତ ହେଲେ ଉଚ୍ଚ ଶିକ୍ଷାମନ୍ତ୍ରୀ। ବେଆଇନ ସମ୍ପତ୍ତି ଠୁଳ ତଥା ଦୁର୍ନୀତି ମାମଲାରେ ମାଡ୍ରାସ ହାଇକୋର୍ଟ ତାମିଲନାଡୁର ଉଚ୍ଚ ଶିକ୍ଷାମନ୍ତ୍ରୀ କେ. ପୋନମୁଡିଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡରେ ଦଣ୍ଡିତ ରକିଛନ୍ତି। କେବଳ ସେତିକି ନୁହେଁ ପୋନମୁଡି ଏବଂ…

୪ ଡିଗ୍ରୀରେ ଥରୁଛି ଜି.ଉଦୟଗିରି : ୧୦ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ । ପ୍ରବଳ ଶୀତ ପ୍ରକୋପରୁ ରକ୍ଷା ପାଇବା ପାଇଁ କିଏ ସକାଳୁ ବ୍ୟାୟାମ କରୁଛି ତ କିଏ ନିଆଁ ପୁଇଁ ହେଉଛି । ଚା ଖଟିରେ ମଧ୍ୟ ପ୍ରବଳ ଭିଡ ଦେଖିବାକୁ…

ପୁଣି ଡରାଇଲାଣି କରୋନା, ଦିନକରେ ୩୫୮ ନୂଆ ଆକ୍ରାନ୍ତ ଚିହ୍ନଟ, ୩ ମୃତ

ପୁଣି ଡରାଇଲାଣି ମହାମାରୀ କରୋନା। ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଲାଣି ସଂକ୍ରମଣ ମାମଲା। କରୋନାର ନୂଆ ଭାରିଏଣ୍ଟ ଜେଏନ୍‌.୧ ଧୀରେ ଧୀରେ ଚାରିଆଡେ କାୟା ମେଲାଉଛ। ଗତ ୨୪ ଘଣ୍ଟାରେ ସାରା ଦେଶରେ ୩୫୮ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ…

ବୟସ୍କ ମାନଙ୍କୁ ମାସ୍କ ବ୍ୟବହାର ପାଇଁ ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକଙ୍କ ପରାମର୍ଶ

ଭୁବନେଶ୍ୱର: ପୁଣି ଦେଶରେ ବଢିଲା କରୋନା କେସ୍‌ । ଗତ ୧୫ ଦିନ ଭିତରେ କୋଭିଡ ସଂଖ୍ୟା ସାରା ଦେଶରେ ଉପରମୁହାଁ ହୋଇଛି । ୫ ଟି ରାଜ୍ୟରୁ ୯୮% ରୋଗୀ ଅଧିକ ରହିଛି । ୮୮ ପ୍ରତିଶତ କେବଳ କେରଳରୁ…