ସଂସଦର ସୁରକ୍ଷା ତ୍ରୁଟି ଘଟଣାରେ ଜଣେ ବରିଷ୍ଠ ପୁଲିସ ଅଧିକାରୀଙ୍କ ପୁଅ ଅଟକ
ଶୀତ ଅଧିବେଶନ ସମୟରେ ସଂସଦରେ ସ୍ମୋକ୍ ଆଟାକ୍ ଘଟଣାରେ ଜଣେ ବରିଷ୍ଠ ପୁଲିସ ଅଧିକାରୀଙ୍କ ପୁଅକୁ ଅଟକ ରଖିଛି ପୁଲିସ। ଦିଲ୍ଲୀ ସ୍ପେଶାଲ୍ ସେଲ୍ ପୁଲିସ ଘଟଣାର ତନାଘନା କରୁଥିବା ବେଳେ ତଦନ୍ତ ଘେରକୁ ଆସିଛନ୍ତି ଜଣେ ବରିଷ୍ଠ ପୁଲିସ ଅଧିକାରୀଙ୍କ…