Month: December 2023

ପୂର୍ବତନ ବିଧାୟକ ସନ୍ତୋଷ କୁମାର ପ୍ରଧାନଙ୍କ ପରଲୋକ

ଅନୁଗୁଳ: ଅନୁଗୁଳ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ସନ୍ତୋଷ କୁମାର ପ୍ରଧାନଙ୍କ ପରଲୋକ । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ଵରସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା । ସେ…

ଇଡିରେ ହାଜର ହେବେନି କେଜ୍ରିୱାଲ

ତଥାକଥିତ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ଘଟଣାରେ ପୁଣିଥରେ ଇଡିରେ ହାଜର ହେବେନି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ମଙ୍ଗଳବାର ତାଙ୍କୁ ଇଡି ପକ୍ଷରୁ ଗୁରୁବାର ହାଜର ହେବାକୁ ସମନ କରାଯାଇଥିଲା। କିନ୍ତୁ ବୁଧବାର କେଜ୍ରିୱାଲ ୧୦ ଦିନ ପାଇଁ ଦିଲ୍ଲୀ ବାହାରକୁ…

ନିଲମ୍ବିତ ହେଲେ ଆଉ ୨ ବିରୋଧୀ ସାଂସଦ, ୧୪୩ରେ ପହଞ୍ଚିଲା ସଂଖ୍ୟା

ଲୋକସଭାରୁ ନିଲମ୍ବନ ହେଲେ ଆଉ ଦୁଇ ବିରୋଧୀ ସାଂସଦ। ଲୋଭସଭା ବାଚସ୍ପତି ଓମ୍ ବିର୍ଲା ଆଜି ଆଉ ଦୁଇ ସାଂସଦଙ୍କୁ ନିଲମ୍ବିତ କରିଛନ୍ତି। ଏହାକୁ ମିଶାଇ ଚଳିତ ଶୀତ ଅଧିବେଶନରେ ଉଭୟ ଗୃହରୁ ନିଲମ୍ବିତ ହୋଇଥିବା ସାଂସଦଙ୍କ ସଂଖ୍ୟା ୧୪୩ରେ ପହଞ୍ଚିଛି।…

୫ ଡିଗ୍ରୀ କୁ ଖସିଲା ପାରଦ, ଜାଡରେ ଥରହର ରାଜ୍ୟବାସୀ

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ଜାଡ । ୫ ଡିଗ୍ରୀ କୁ ଖସିଛି ପାରଦ । ଶୀତରେ ଥରହର ସମଗ୍ର ରାଜ୍ୟବାସୀ । ଗତକାଲି ରାତିରେ ରାଜ୍ୟର ୧୩ ଟି ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ…

ଆଉ ରହିବନି ଆଇପିସି, ସିଆରପିସି : ସଂସଦରେ ୩ ବିଲ ପାସ୍‌

ନୂଆଦିଲ୍ଲୀ : ବ୍ରିଟିଶ ଶାସନ ସମୟରୁ ପ୍ରଚଳିତ ଭାରତୀୟ ଅପରାଧିକ ଆଇନରେ ହୋଇଛି ପରିବର୍ତ୍ତନ। ଏଣିକି ଆଉ ରହିବନି ଆଇପିସି, ସିଆରପିସି ଓ ଆଇଇଏ। ଏବେ ଅପରାଧ ପାଇଁ ଭାରତୀୟ ନ୍ୟାୟ ସଂହିତା ବଳରେ ଦଣ୍ଡବିଧାନ କରାଯିବ। କାରଣ ରାଜ୍ୟସଭା ପରେ…

ରାଜ୍ୟସ୍ତରୀୟ ଜଙ୍ଗଲ ଅଧିକାର ସମ୍ମିଳନୀ ଅନୁଷ୍ଠିତ

ଭୁବନେଶ୍ୱର : ଓଡିଶା ଜଙ୍ଗଲ ଅଧିକାର ମଞ୍ଚ ପକ୍ଷରୁ ଜଙ୍ଗଲ ଅଧିକାର ଆଇନ-୨୦୦୬ ଏବଂ ରାଜ୍ୟସରକାରଙ୍କ ଦ୍ଵାରା ଘୋଷଣା କରାଯାଇଥିବା ମୋ ଜଙ୍ଗଲ ଜମି ଯୋଜନାର ସଠିକ କାର୍ଯ୍ୟକାରିତା ପାଇଁ ରାଜ୍ୟସ୍ତରୀୟ ଜଙ୍ଗଲ ଅଧିକାର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ…

ବୁଧବାର ୪ ଘଣ୍ଟା ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ

ପୁରୀ,୧୯।୧୨: ମାର୍ଗଶୀର-ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଏ ନେଇ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏ ସାଧାରଣ ଦର୍ଶନ ବନ୍ଦ। ଦ୍ୱିତୀୟ ଭୋଗମଣ୍ଡପ ଶେଷ…

ଥରୁଛି ଓଡିଶା ; ଜି.ଉଦୟଗିରି ସବୁଠାରୁ ଥଣ୍ଡା ସହର

ଭୁବନେଶ୍ୱର : ଶୀତରେ ଥରୁଛି ସାରା ଓଡିଶା। କିଛି ଦିନ ହେବ ସାରା ରାଜ୍ୟରେ ପ୍ରବଳରୁ ଅତି ଥଣ୍ଡା ଅନୁଭୂତ ହେଉଛି। ସୋମବାର ରାତି ସୁଦ୍ଧା ୧୦ ସହରର ରାତି ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ କରାଯାଇଛି। କନ୍ଧମାଳ ଜି.ଉଦୟଗିରି ସବୁଠାରୁ…

ଏସଡିଏର ୨ ଗିରଫ କର୍ମଚାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସମ୍ବଲପୁର: ବିଗତ ୩ ବର୍ଷରୁ ଅଧିକ ହେବ ନୁତନ କୋଠା ନିର୍ମାଣ ପାଇଁ ପ୍ଲାନ ଅନୁମତି ପ୍ରଦାନ ନିମନ୍ତେ ଆବେଦନକାରୀ ମାନଙ୍କ ଠାରୁ ଲକ୍ଷ ଲକ୍ଷ ଟଙ୍କା ଠକିବା ଏବଂ ନକଲି ଅନୁମତି ପତ୍ର ପ୍ରଦାନ ମାମଲାରେ ସମ୍ବଲପୁର ଉନ୍ନୟନ କତ୍ତୃପକ୍ଷ…

ଡାଲଚିନି ନାଁରେ ମାର୍କେଟରେ ବିକ୍ରି ହେଉଛି କାସିଆ!; ଯାଞ୍ଚ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର : ଡାଲଚିନି ନାଁରେ ମାର୍କେଟରେ ବିକ୍ରି କାସିଆ ହେଉଥିବା ଅଭିଯୋଗ ହୋଇଛି। ଅଧିକ ଲାଭ ଆଶାରେ ଦୋକାନୀମାନେ ଡାଲ ଚିନି ବଦଳରେ ଖାଉଟିଙ୍କୁ କାସିଆ ଦେଉଛନ୍ତି। କାରଣ କାସିଆ ହେଉଛି ଡାଲ ଚିନି ଅପେକ୍ଷା ବହୁତ ଶସ୍ତା। ଏହି ଅଭିଯୋଗ…