୧୧ଟି ପାର୍ବତୀଗିରି ବୃହତ ଉଠାଜଳସେଚନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୨ ହଜାର କୋଟି
ଭୁବନେଶ୍ବର/ନବରଂଗପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବରଙ୍ଗପୁର ଜିଲ୍ଲା ପାଇଁ ୨ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଭିତ୍ତି ରଖିଛନ୍ତି। ପାର୍ବତୀଗିରି ବୃହତ ଉଠାଜଳସେଚନ ପ୍ରକଳ୍ପ ଅଧିନରେ ୧୧ଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ୧୨୭୨ କୋଟି ଟଙ୍କା ଖର୍ଚ୍ଚ କରାଯାଉଥିବା ବେଳେ…