Month: December 2023

ଜମ୍ମୁ ଓ କଶ୍ମୀର ନିର୍ବାଚନ ପୂର୍ବରୁ ପିଓକେକୁ ଆଣ : ଉଦ୍ଧବ ଠାକରେ

ମୁମ୍ବାଇ: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ସଂପର୍କରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଉପରେ ଶିବସେନା ନେତା ଉଦ୍ଧବ ଠାକରେ ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ସେଏହି ନିଷ୍ପତ୍ତିକୁ ସ୍ୱାଗତ କରୁଛନ୍ତି । ଧାରା ୩୭୦ ଉଚ୍ଛେଦ ହେବା ପରେ…

ଭିଜିଲାନସ ଜାଲରେ ଫରେଷ୍ଟ ଗାର୍ଡ ଓ ଜଗୁଆଳି

ଝାରସୁଗୁଡା : ଭିଜିଲାନସ ଜାଲରେ ଫରେଷ୍ଟ ଗାର୍ଡ ଓ ଜଗୁଆଳି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଗଛ କଟା ପରିମିସନ ପାଇଁ ନେଉଥିଲେ ୧୫ ହଜାର ଟଙ୍କା। ଝାରସୁଗୁଡା ଜିଲ୍ଲା ବେଲପାହାଡ଼ ରେଞ୍ଜ…

ଛତିଶା ନିଯୋଗ ବୈଠକ ଶେଷ, ଶ୍ରୀମନ୍ଦିର ଐତିହ୍ୟକୁ ନେଇ ହେବ ଲେଜର ଶୋ’

ପୁରୀ: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବସିଥିବା ଛତିଶା ନିଯୋଗ ବୈଠକ ଶେଷ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ଆଗାମୀ ଜାନୁୟାରୀ ୧୭ ତାରିଖରେ ଲୋକାର୍ପିତ ହେବାକୁ ଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମ୍ପର୍କରେ ଆଲୋଚନା ହୋଇଥିବା ବେଳେ…

ଭୁବନେଶ୍ୱରରେ ଉଦଘାଟିତ ହେଲା EY ଟେକ୍ନୋଲୋଜି ହବ୍

ଭୁବନେଶ୍ବର: ରାଜ୍ୟର ଆଇଟି ଇକୋସିଷ୍ଟମକୁ ଆହୁରି ବିସ୍ତାର କରିବା ଉଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚନ୍ଦକା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟର ଓ-ହବରେ EY ଟେକ୍ନୋଲୋଜି ହବ ଉଦଘାଟନ କରିଛନ୍ତି।ଉଦଘାଟନ ଉତ୍ସବରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ। ଆଇଟି ମନ୍ତ୍ରୀ ତୁଷାରକାନ୍ତି…

ବାଚସ୍ପତି ହେବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ତୋମାର

ମଧ୍ୟପ୍ରଦେଶ ବିଧାନସଭାର ବାଚସ୍ପତି ଭାବେ କାମ କରିବେ ପୂର୍ବତନ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର। ମଧ୍ୟପ୍ରଦେଶରେ କ୍ଷମତା ଦଖଲ କରିଥିବା ବିଜେପି ଆଜି ଶ୍ରୀ ତୋମାର ବାଚସ୍ପତି ଭାବେ ହେବେ ବୋଲି ଘୋଷଣା କରିଛି। ଶ୍ରୀ ତୋମାର କେନ୍ଦ୍ରର…

ମଦ ଦୁର୍ନୀତି ଓ କଳା ଟଙ୍କା ବିରୋଧରେ ପୁରୀରେ ବିଜେପିର ବିକ୍ଷୋଭ

ପୁରୀ: ଦିନକୁ ଦିନ ତୀବ୍ର ହେବାରେ ଲାଗିଛି ମଦ ଦୁର୍ନୀତି ଓ କଳା ଟଙ୍କା ଜବତ ଘଟଣା । ଆଜି ବିଜେପି ଏହି ପ୍ରସଙ୍ଗକୁ ନେଇ ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରୁଛି । ଝାଡଖଣ୍ଡ କଂଗ୍ରେସ ସାଂସଦ ଧୀରଜ ସାହୁଙ୍କ ମଦ…

ପୁରୀରେ ଏନ୍‌କାଉଣ୍ଟର, ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ପୁରୀରେ ଆଜି ହୋଇଛି ଏନ୍‌କାଉଣ୍ଟର। ଏଥିରେ ଆହତ ହୋଇଛି ଦୁର୍ଦ୍ଦାନ୍ତ ଅପରାଧୀ ସନ୍ତୁ ବାରିକ। ତା’ ଗୋଡ଼ରେ ଗୁଳି ବାଜିଛି। ତାକୁ ପୁରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କିଛି ଦିନ ତଳେ ଝିଲି ସାହୁ ନାମକ ଜଣେ ମହିଳାଙ୍କୁ ଗୁଳି କରି…

ସମୁଦ୍ରରେ ଗାଧୋଉଥିବାବେଳେ ବୁଡ଼ି ଗଲେ ନାବାଳକ, ମୃତ ଦେହ ଉଦ୍ଧାର

ପୁରୀ : ପୁରୀ ସମୁଦ୍ରରେ ଗାଧୋଉଥିବାବେଳେ ବୁଡ଼ି ଯାଇ ନାବାଳକ ନିଖୋଜ। ନିଖୋଜ ନାବାଳକ ବିହାର ବକ୍ସର ଜିଲ୍ଲା ଅନ୍ତର୍ଗତ ଅମିରପୁରର। ଲାଇଫଗାର୍ଡଙ୍କ ଦ୍ଵାରା ଜେଟ ସ୍କି ମାଧ୍ୟମରେ ଖୋଜାଖୋଜି ଜାରୀ ରହିଥିଲା । ପେଣ୍ଠକଟା ପେଟ୍ରୋଲ ପମ୍ପ ସମ୍ମୁଖ ବେଳାଭୂମିରୁ…

ପୁଣି ଗାଜାରେ ବୋମା ମାଡ

କିଛି ଦିନର ଯୁଦ୍ଧ ବିରାମ ପରେ ପୁଣି ଇସ୍ରାଏଲ ଓ ହମାସ ମଧ୍ୟରେ ଘମାଘୋଟ ଲଢେଇ ଆରମ୍ଭ ହୋଇଯାଇଛି। ସୋମବାର ଇସ୍ରାଏଲ ଦକ୍ଷିଣ ଗାଜାର ମୁଖ୍ୟ ସହର ଉପରେ ଆଖିବୁଜା ବୋମା ମାଡ କରିଛି। ବନ୍ଧକ ଛାଡିବାର ଦାବି ପୂରଣ ନ…

ତେଲିଆ ମାଛର ଦାମ୍ ୨୦ଲକ୍ଷରୁ ଉର୍ଦ୍ଧ୍ବ

ପାରାଦୀପ : ପାରାଦୀପ ସମୁଦ୍ରରୁ ଧରା ହେଲା ବିରଳ ଦାମୀ ମାଛ। ଧରାଯାଇଥିବା ୧୭ଟି ମାଛକୁ ପ୍ରାୟ ୨୦ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାରେ ନିଲାମ କରାଯାଇଛି । ଯାହାର ଓଜନ ୩ କ୍ଵିଣ୍ଟାଲରୁ ଅଧିକ ରହିଛି। ସେହି ମାଛର ନାଁ ରହିଛି ତେଲିଆ…