Month: December 2023

ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳି

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପାଳିତ ଦେବ ଦୀପାବଳି। ମାର୍ଗଶୀର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଦେବ ଦୀପାବଳୀ ନୀତି ଆରମ୍ଭ ହେବ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ…

ମହୁମାଛି ଆକ୍ରମଣରେ ୨ ମୃତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା କାଦୁଆ ଗାଁରେ ଅଭାବନୀୟ ଘଟଣା । ମହୁମାଛି ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ମାନେ ହେଲେ କାଦୁଆ ଗାଁର ଝୁମର ସେଠୀ ଏବଂ ମାୟାଧର ଦେହୁରୀ । ସୂଚନା ମୁତାବକ,…

୧୯୧ ବର୍ଷରେ ପଦାର୍ପଣ କଲା ବିଶ୍ବର ସବୁଠୁ ବୟୋଜ୍ୟେଷ୍ଠ ସ୍ଥଳଚର ପ୍ରାଣୀ ‘ଜନାଥନ୍‌’

ସେଣ୍ଟ୍‌ ହେଲେନା: ଚଳିତ ସପ୍ତାହରେ ବିଶ୍ବର ସବୁଠୁ ବୟୋଜ୍ୟେଷ୍ଠ ଜୀବନ୍ତ ସ୍ଥଳଚର ପ୍ରାଣୀ ‘ଜନାଥନ୍‌’ ନାମକ ଗୋଟାଏ କଇଁଛ ୧୯୧ ବର୍ଷ ବୟସରେ ପଦାର୍ପଣ କରିଛି। ‘ଗିନିଜ୍‌ ୱାର୍ଲଡ୍‌ ରେକର୍ଡ’ ଅନୁସାରେ, ଏହି ପ୍ରକାଣ୍ଡ କଇଁଛର ୧୮୩୨ ମସିହାରେ ଜନ୍ମ ଗ୍ରହଣ…

ଉପ-ମୁଖ୍ୟମନ୍ତ୍ରୀ ଶିବକୁମାରଙ୍କ ପ୍ରସ୍ତାବକୁ ଗ୍ରହଣ କଲେନି ଅଭିନେତା ଶିବ ରାଜକୁମାର

ଆଗାମୀ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ କନ୍ନଡ ଫିଲ୍ମ ଅଭିନେତା ଶିବ ରାଜକୁମାରଙ୍କୁ ପ୍ରସ୍ତାବ ଦେଇଥିଲେ ବରିଷ୍ଠ କଂଗ୍ରେସ ନେତା ତଥା କର୍ଣ୍ଣାଟକାର ଉପ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର। କିନ୍ତୁ ଶିବ ରାଜକୁମାର ଏହି ପ୍ରସ୍ତାବକୁ ଗ୍ରହଣ କରି ନାହାନ୍ତି। ସେ…

ଭୁବନେଶ୍ୱର ଲିଙ୍ଗରାଜ ଥାନା ହାଟ ସାହିରେ ଏଟିଏମ ତାଡି ଲୁଟିନେଲେ ୧୫ଲକ୍ଷ ଟଙ୍କା

ଭୁବନେଶ୍ୱର : ଏଟିଏମ ତାଡି ଲୁଟିନେଲେ ୧୫ଲକ୍ଷ ଟଙ୍କା । ଭୁବନେଶ୍ୱର ଲିଙ୍ଗରାଜ ଥାନା ହାଟ ସାହିରେ SBI ଏଟିଏମ ତାଡି ଲୁଟ । ବିଳମ୍ବିତ ରାତିରେ ଗ୍ୟାସ କଟରରେ କାଟି ଲୁଟିନେଲେ ଲକ୍ଷାଧିକ ଟଙ୍କା । ଘଟଣାସ୍ଥଳରେ ଲିଙ୍ଗରାଜ ଥାନା…

ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଛାତ୍ରୀ!

ଭଞ୍ଜନଗର: ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଛାତ୍ରୀ । ଭଞ୍ଜନଗର କୋଟିନଡା ଥାନା ଅର୍ନ୍ତଗତ ଭେଟନଇ ଗାଁର ଘଟଣା । ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି । ତେବେ ଏଯାଏ କାରଣ ଅସ୍ପଷ୍ଟ ରହିଛି…

ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ହେବେ ମୋହନ ଯାଦବ

ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ହେବେ ମୋହନ ଯାଦବ। ଆଜି ବିଜେପି ବିଧାୟକ ଦଳର ନେତା ଭାବେ ମୋହନ ଯାଦବ ମନୋନୀତ ହୋଇଛନ୍ତି। ବିଧାୟକ ଦଳ ନେତା ଭାବେ ଶ୍ରୀ ଯାଦବ ଏବେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି…

ଭାଙ୍ଗିଯିବ କର୍ଣ୍ଣାଟକାର କଂଗ୍ରେସ ସରକାର!

‘କର୍ଣ୍ଣାଟକାରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାରରେ ସବୁ କିଛି ଠିକ୍‌ଠାକ୍ ଚାଲି ନାହିଁ। ଖୁବ୍‌ଶୀଘ୍ର ଏହା ଭାଙ୍ଗିଯାଇପାରେ।’ ଜେଡି (ଏସ୍‌) ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ୱାମୀ ଏହି ଦାବି କରିଛନ୍ତି। ସେ କହିଛନ୍ତି, ଜଣେ ରାଷ୍ଟ୍ରମନ୍ତ୍ରୀ କଂଗ୍ରେସ…

ମଣିଷଖିଆ ବାଘକୁ ମାରିବାକୁ ନିର୍ଦ୍ଦେଶ

କେରଳର ୱାୟନାଡ ଜିଲ୍ଲାରେ ଶନିବାର ଜଣେ କୃଷକଙ୍କୁ ମାରି ତାଙ୍କ ମାଂସ ଖାଇଥିବା ବାଘକୁ ମାରି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ରବିବାର କେରଳ ସରକାରଙ୍କ ବନ ବିଭାଗ ଏହି ନିର୍ଦ୍ଦେଶ ଦେଇଛି। ତେବେ ବାଘଟିକୁ ମାରିବା ପୂର୍ବରୁ ତାହା ମଣିଷ ମାରି…

ଜିନ୍ସ ଓ ଜ୍ୟାକେଟ ପିନ୍ଧା ସମ୍ଭ୍ରାନ୍ତ ଚୋର, ମୁହଁରେ ମାସ୍କ ପିନ୍ଧି ସରକାରୀ କ୍ଵାଟର୍ସରୁ କଲେ ଚୋରି

ଭୁବନେଶ୍ବର : ସାବଧାନ୍ ! ରାଜଧାନୀବାସୀ । ବୁଲୁଛନ୍ତି ଜିନ୍ସ ଓ ଜ୍ୟାକେଟ ପିନ୍ଧା ସମ୍ଭ୍ରାନ୍ତ ଚୋର । ମୁହଁରେ ମାସ୍କ ପିନ୍ଧି ଘରେ ନଥିବାବେଳେ କଳା କନା ବୁଲାଉଛନ୍ତି । ଏଭଳି କିଛି ଘଟଣା ଘଟିଛି ରାଜଧାନୀର ମଞ୍ଚେଶ୍ବର ରେଲଓ୍ବେ…