ମହମବତୀ କାରଖାନାରେ ଅଗ୍ନିକାଣ୍ଡ, ୬ ଜଣ ଜୀବନ୍ତ ଦଗ୍ଧ
ମୁମ୍ବାଇ: ମହାରାଷ୍ଟ୍ରର ପୁଣେ ନିକଟସ୍ଥ ପିମ୍ପରୀ-ଚିଞ୍ଚୱାଡ ସହରର ତାଲାୱାଡ ଅଞ୍ଚଳରେ ଥିବା ଏକ ମହମବତୀ ତିଆରି କାରଖାନାରେ ଅଗ୍ନିକାଣ୍ଡ ଘଟି ୭ ଜଣ ଜୀବନ୍ତ ଦଗ୍ଧ ହୋଇ ମୃତ୍ୟୁବରଣ କରିଛନ୍ତି । ପିମ୍ପରୀ-ଚିଞ୍ଚୱାଡ ମ୍ୟୁନିସିପାଲିଟି କମିଶନର ଶେଖର ସିଂହ କହିଛନ୍ତି ଯେ…