Month: December 2023

ଗୋଟିଏ ଦସ୍ତଖତରେ ଲଟକିଛି କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପ୍ରସଙ୍ଗ: ସାଂସଦ

ଜୟପୁର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୋଟିଏ ଦସ୍ତଖତରେ ଲଟକି ରହିଛି ଜୟପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ। ତେବେ କେଉଁ କାରଣ ପାଇଁ ଜୟପୁରରେ ଏହି ବିଦ୍ୟାଳୟ ଖୋଲିବାକୁ କେନ୍ଦ୍ର ସରକାର ଚାହୁଁ ନାହାନ୍ତି ଏହି ପ୍ରଶ୍ନ ଜୟପୁର ସହରବାସୀଙ୍କ ମନରେ…

ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ପୁତ୍ର ଜୀବନ୍ତ ଦଗ୍ଧ

ପଟ୍ଟାମୁଣ୍ଡାଇ : ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ। ସେହି ନିଆଁରେ ପୋଡ଼ିହୋଇ ଜୀବନ୍ତ ଜଳିଗଲା ୫ ବର୍ଷର ଶିଶୁ। ଆଉ ଦୁଇ ଜଣ ବରଯାତ୍ରୀ ଗୁରୁତର ଆହତ ହୋଇ ମେଡ଼ିକାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଆଜି ଅପରାହ୍ନରେ ଏପରି ହୃଦୟବିଦାରକ…

ସରକାରଙ୍କୁ ଘାରିଲା ମାଟ୍ରିକ ଡ୍ରପ୍ ଆଉଟ୍ ଚିନ୍ତା, ମାଗିଲେ ରିପୋର୍ଟ

ଭୁବନେଶ୍ବର : ଆଉ ୨ ମାସ ପରେ ଅନୁଷ୍ଠିତ ହେବ ମାଟ୍ରିକ ପରୀକ୍ଷା। ମାତ୍ର ଏହା ପୂର୍ବରୁ ସରକାରଙ୍କୁ ଘାରିଲାଣି ମାଟ୍ରିକ ଡ୍ରପ୍‌ ଆଉଟ୍‌ଙ୍କ ଚିନ୍ତା। ଆଗୁଆ ସଜାଗ ହେଲାଣି ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ। ଚଳିତ ବର୍ଷ ଦଶମ ଶ୍ରେଣୀ ଷାଣ୍ମାସିକ…

ଯୋଡ଼ା ମୁଣ୍ଡ ଶିଶୁ ଜଗା ଓ ତା’ ବାପାଙ୍କୁ ଆକ୍ରମଣ, ଶୁଣୁନି ପୁଲିସ୍‌

ଫୁଲବାଣୀ : ଯୋଡ଼ା ମୁଣ୍ଡରୁ ଅଲଗା ଶିଶୁ ଜଗା ଏବଂ ତା ବାପା ଭୂୟାଁ କହଁର ଆକ୍ରମଣର ଶିକାର ହୋଇଥିବା ଅଭିଯୋଗ ହୋଇଛି। । ଜଣେ ଯୁବକ ଜଗାଙ୍କ ବାପାଙ୍କୁ ଠେଲାପେଲା କରିବା ସମୟରେ ଜଗା ତଳେ ପଡ଼ିଯାଇ ମୁଣ୍ଡ ମାଡ଼…

ବର୍ଜ୍ୟବସ୍ତୁ ପରିଚାଳନାର ଦୁର୍ଦ୍ଦଶା ଭୋଗୁଛନ୍ତି ରାଜଧାନୀବାସୀ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱର ମହାନଗରର ଅବ୍ୟବସ୍ଥିତ ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ପାଇଁ ଅଭିଶାପ ପାଲଟିଗଲାଣି। ଗତ କିଛି ମାସ ହେବ ସୈନିକ ସ୍କୁଲ ନିକଟସ୍ଥ ଡମ୍ପିଂୟାର୍ଡ(ଟିଟିଏସ୍‌)ରୁ ବାହାରୁଥିବା ଦୁର୍ଗନ୍ଧ ସାରା ସହରକୁ ଅସ୍ତବ୍ୟସ୍ତ କରୁଛି। ପଚାଶଢ଼ା ଗନ୍ଧରେ ନାକ ଫାଟିପଡୁଛି।…

ଚାଲିଲାନି ଗ୍ୟାସ୍‌ଚୁଲା, ମଶାଣିରୁ ଫେରିଲା ମୃତଦେହ

ଭୁବନେଶ୍ୱର : ଚାଲିଲାନି ଗ୍ୟାସ୍‌ ଚୁଲା ମେଶିନ। ଫଳରେ ମଶାଣିରୁ ଫେରିଲା ମୃତଦେହ। ମଙ୍ଗଳବାର ବିଏମ୍‌ସି ଅଧୀନ ପଟିଆସ୍ଥିତ ଜଳିମୁଣ୍ଡା ସାହି ଶ୍ମଶାନରେ ଏଭଳି ଅବ୍ୟବସ୍ଥା ଦେଖାଯାଇଥିଲା। ଶେଷରେ ମୃତଦେହକୁ ସତ୍ୟନଗର ଶ୍ମଶାନକୁ ନିଆଯାଇ ସେଠାରେ ଦାହ କରାଯାଇଥିଲା। ଏହାକୁ ନେଇ…

ମତ୍ସ୍ୟଜୀବୀଙ୍କ ସଂଖ୍ୟା ରିପୋର୍ଟ ବିଭାଗ ପାଖରେ ନାହିଁ

ପାରାଦୀପ : ରାଜ୍ୟର ପ୍ରମୁଖ ମତ୍ସ୍ୟ ଉତ୍ପାଦନ ସ୍ଥାନ ହେଲା ପାରାଦୀପ ମାଛଧରା ବନ୍ଦର। ଏହି ମାଛଧରା ବନ୍ଦର ଉପରେ ୫୦ ହଜାରରୁ ଅଧିକ ଲୋକ ନିର୍ଭରଶୀଳ ବୋଲି ଅନେକ ସମୟରେ ସରକାରୀ ଭାବେ କୁହାଯାଉଛି। କିନ୍ତୁ କୌତୂହଳ ପ୍ରସଙ୍ଗ ହେଲା…

ରେବନ୍ତ ରେଡ୍ଡୀ ହେବି କି ନାହିଁ ତାହା ଜାଣିନି, ଯେଉଁ ଦାୟିତ୍ୱ ମିଳିଛି ସେ ଦିଗରେ କାମ କରୁଛି : ପିସିସି ସଭାପତି

ଭୁବନେଶ୍ବର: ଓଡ଼ିଶାରେ କଂଗ୍ରେସର ମିସନ ୯୦ ସଫଳ ହେବ। ତେଲେଙ୍ଗାନା ପରି ଓଡ଼ିଶାରେ କଂଗ୍ରେସ ୩ରୁ ୧ ନମ୍ବରକୁ ଆସିବ। ଓଡ଼ିଶାବାସୀଙ୍କ ଆଶୀର୍ବାଦରେ କଂଗ୍ରେସ ଏଥିରେ ସଫଳତା ହାସଲ କରିବ। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଶତର ପଟ୍ଟନାୟକ…

ଏସବିଆଇ ମୁଖ୍ୟ ଶାଖାରେ ମଦ ବେପାରୀଙ୍କ ଟଙ୍କା; ଗଣିବାକୁ ଲାଗିବ ୩ରୁ ୪ ଦିନ !

ସମ୍ବଲପୁର: ଆୟକର ଫାଙ୍କିବା ଅଭିଯୋଗରେ ସମ୍ବଲପୁରର ବିଭିନ୍ନ ସ୍ଥାନରେ ବୁଧବାରଠାରୁ ଏକାଧିକ ମଦ ବେପାରୀମାନଙ୍କ ଠିକଣାରେ ଆୟକର ବିଭାଗ ପକ୍ଷରୁ ଚଢ଼ଉ ଅଭିଯାନ ଚାଲିଛି। ଏହି କ୍ରମରେ ଗୁରୁବାର ସମ୍ବଲପୁରର ବଳଦେବ ସାହୁଙ୍କ ଧନୁପାଲିସ୍ଥିତ ମଦଭାଟି ସହିତ ଏହାର ବଡବଜାରଠାରେ ଥିବା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ୭୯୫୬୫ଟି ଆବେଦନ, ଯାଞ୍ଚ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର : ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଅଧୀନରେ ୧୪ଟି ବିଭାଗରେ ପୁରସ୍କାର ପାଇଁ ସାରା ରାଜ୍ୟରୁ ୭୯ ହଜାର ୫୬୫ ଜଣ ଆବେଦନ କରିଛନ୍ତି। ଆବେଦନ ପ୍ରକ୍ରିୟା ଶେଷ ହେବା ପରେ ଆବେଦନ ପତ୍ରର ଯାଞ୍ଚ ଆରମ୍ଭ ହୋଇଛି। ବିଭିନ୍ନ ସ୍ତରରେ…