Month: December 2023

ସ୍ତ୍ରୀ, ପୁଅ ଓ ଝିଅଙ୍କୁ ହତ୍ୟା କରି ନିଜେ ଝୁଲି ପଡ଼ିଲେ ଡାକ୍ତର

ଜୀବନ ରକ୍ଷା କରୁଥିବା ଡାକ୍ତର ହିଁ ସାଜିଲେ ହତ୍ୟାକାରୀ। ନିଜ ସ୍ତ୍ରୀ, ପୁଅ ଓ ଝିଅକୁ ଅତି ନିର୍ମମ ଭାବେ କଲେ ହତ୍ୟା। ଏହାପରେ ନିଜେ ଝୁଲି ପଡିଲେ। ଏଭଳି କିଛି ଅଭାବନୀୟ ଘଟଣା ଘଟିଛି ଉତ୍ତରପ୍ରଦେଶର ରାଏବରେଲିରେ । ପୁଲିସ…

ଭୁବନେଶ୍ଵର ରିଜର୍ଭ ପୁଲିସ ଗ୍ରାଉଣ୍ଡରେ ୬୧ ତମ ଗୃହରକ୍ଷୀ ଦିବସ ପାଳିତ

ଭୁବନେଶ୍ଵର: ଆଜି ୬୧ ତମ ଗୃହରକ୍ଷୀ ଦିବସ । ଭୁବନେଶ୍ଵର ରିଜର୍ଭ ପୋଲିସ ଗ୍ରାଉଣ୍ଡରେ ମହାସମାରୋହରେ ପାଳନ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ଵର ସହରାଞ୍ଚଳ ପୁଲିସ ବିଭାଗରେ କାର୍ଯ୍ୟରତ ଗୃହରକ୍ଷୀ ମାନଙ୍କ ଦ୍ଵାରା ଏକ ପ୍ୟାରେଡ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା…

ଘରେ ପଶି ମହିଳାଙ୍କୁ ଗୁଳିମାଡ, ଦୁର୍ବୁତ୍ତ ଫେରାର୍

ନୀଳଗିରି : ଘରେ ପଶି ମହିଳାଙ୍କୁ ଗୁଳିମାଡ କଲେ ଅଜଣା ଦୁର୍ବୁତ୍ତ । ଏମିତି କିଛି ଅଭାବନୀୟ ଘଟଣା ଘଟିଛି ବାଲେଶ୍ବର ଜିଲ୍ଲା ରାଇପାଳ ଗାଁରେ । ମହିଳା ଜଣକ ରାତିରେ ଘରେ ଶୋଇଥିବାବେଳେ କିଛି ଅଜଣା ଦୁର୍ବୁତ୍ତ ଆସି ଗୁଳି…

ମୟୂରଭଞ୍ଜ ଜିଲ୍ଲା ଯଶିପୁର ଗୋଷ୍ଠୀ ଶିକ୍ଷାଧିକାରୀ ନିଲମ୍ବିତ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଯଶିପୁର ଗୋଷ୍ଠୀ ଶିକ୍ଷାଧିକାରୀ ନିଲମ୍ବିତ । ଶିକ୍ଷାଧିକାରୀ ମଙ୍ଗଳ ଚନ୍ଦ୍ରସିଂଙ୍କୁ ନିଲମ୍ବନ କଲେ ଶିକ୍ଷା ସଚିବ। ତାଙ୍କ ନାଁ ରେ ବିଭିନ୍ନ ପ୍ରକାର ଅଭିଯୋଗ ଥିଲା । ନିଜେ ଶିକ୍ଷା ସଚିବ ଯଶିପୁର ଗସ୍ତକରି ତଦନ୍ତ କରି…

ଆୟକର ଫାଙ୍କି ଅଭିଯୋଗରେ ଚଢାଉ: ୧୪ଟି ସ୍ଥାନରେ IT ରେଡ୍

ବୌଦ୍ଧ: ଆୟକର ଫାଙ୍କି ଅଭିଯୋଗରେ ଚଢାଉ। ୧୪ଟି ସ୍ଥାନରେ ଚାଲିଛି ବଡ଼ ଧରଣର IT ରେଡ୍। ବୌଦ୍ଧ ରାମ୍ଭିକଟା ଗାଁ ନିକଟରେ ଥିବା ଡିଷ୍ଟିଲେରି ପ୍ରାଇଭେଟ୍ ଲିମିଟେଡ୍ ସଂସ୍ଥା ଉପରେ ଚଢ଼ାଉ କରାଯାଇଛି। ଆୟକର ଫାଙ୍କି ଅଭିଯୋଗ ରେ ଭୋର ପ୍ରାୟ…

ବାପାର ଶେଷକୃତ୍ୟ ପାଇଁ ପ୍ରସ୍ତୁତ କରିବା ବେଳେ ପୁଅ ପାଲଟିଗଲା ଶବ

ଜୟପୁର: ଗୋଟିଏ ଜୁଇରେ ବାପା-ପୁଅଙ୍କ ଶବ ସତ୍କାର। ବାପାଙ୍କ ଶବ ସତ୍କାର ପାଇଁ ପ୍ରସ୍ତୁତ କରିବା ବେଳେ ଶବ ପାଲଟିଗଲା ପୁଅ। ଏହି ହୃଦୟ ବିଦାରକ ଘଟଣା କୋରାପୁଟ କାମତା ଅଞ୍ଚଳରେ ଦେଖିବାକୁ ମିଳିଛି। ଗତ ରାତିରେ ଲକ୍ଷଣ ମଣ୍ଡଳଙ୍କର କୋରାପୁଟରେ…

ମଙ୍ଗୁ ମଠର ସ୍ଥିତି ଅନୁଧ୍ୟାନ କଲେ ଜାତୀୟ ସଂଖ୍ୟାଲଘୁ କମିଶନ

ପୁରୀ: ପୁରୀରେ ଜାତୀୟ ସଂଖ୍ୟାଲଘୁ କମିଶନ ଅଧ୍ୟକ୍ଷ । ମଙ୍ଗୁ ମଠ ପ୍ରସଙ୍ଗରେ ଜାତୀୟ ସଂଖ୍ୟାଲଘୁ କମିଶନ ଅଧକ୍ଷ ସର୍ଦ୍ଦାର ଇକବାଲ ସିଂ ଲାଲପୁରାଙ୍କ ସହ ଆଜି ଜିଲ୍ଲା ପ୍ରଶାସନର ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଗୁରୁଦ୍ୱାର କମିଟିର ୧୦…

୧୫ରୁ କୋରାପୁଟରେ ଚାଲିବ ଲକ୍ଷ୍ମୀ ବସ୍‌

ଜୟପୁର: ମାଲାକାନଗିରି, ଗଜପତି, କଳାହାଣ୍ଡି, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲା ପରେ ଏବେ କୋରାପୁଟ ଜିଲାରେ ଗଡ଼ିବ ଲକ୍ଷ୍ମୀ ବସ । କୋରାପୁଟ ଜିଲ୍ଲାରେ ଆସନ୍ତା ୧୫ତାରିଖରେ ଏହାର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରାରମ୍ଭିକ ଭାବେ ୨୦ଟି…

୧୦ ଜିଲ୍ଲାରେ ନିର୍ମାଣ ହେବ ଟ୍ରକ୍ ଟର୍ମିନାଲ

ଭୁବନେଶ୍ୱର : ଜାତୀୟ ରାଜପଥରେ ସୁରକ୍ଷିତ ଗାଡ଼ି ଚଳାଚଳ ସହ ଟ୍ରକ୍ ଚାଳକଙ୍କ ସୁବିଧା ପାଇଁ ୧୦ ଜିଲାରେ ନିର୍ମାଣ ହେବ ଟ୍ରକ ଟର୍ମିନାଲ । ଏଥିପାଇଁ ଡିପିଆର ପ୍ରସ୍ତୁତ ହୋଇଛି । ଏଥିଲାଗି ୩୦୦ କୋଟି ଟଙ୍କା ବ୍ୟୟ ଅଟକଳ…

ହାତୀ ଆକ୍ରମଣରେ ମୃତ୍ୟୁ ହେଲେ ମିଳିବ ୬ ଲକ୍ଷ, ଖୋଲାଯିବ ‘ହାତୀ ପାଠଶାଳା’

ଭୁବନେଶ୍ୱର: ଦିନକୁ ଦିନ ହାତୀ ମଣିଷ ଲଢେଇ ତୀବ୍ରତର ହେଉଛି । ଏହି ଲଢେଇରେ ବହୁ ମଣିଷଙ୍କ ଜୀବନ ସହ ବିଲବାଡ଼ି ସମ୍ପତ୍ତି ନଷ୍ଟ ହେଉଛି । ମଣିଷ ପ୍ରତିଶୋଧ ପରାୟଣ ହୋଇ ବହୁ ସମୟରେ ହାତୀକୁ ଆକ୍ରମଣ କରୁଛି ।…