Month: December 2023

ବାତ୍ୟା ‘ମିଗଜୋମ୍‌’ର ପ୍ରଭାବ: କୋହଲା ପାଗକୁ ଲାଗି ରହିଛି ବର୍ଷା

ଭୁବନେଶ୍ୱର: ଦୁର୍ବଳ ହୋଇଛି ବାତ୍ୟା ମିଗଜୋମ । ଏବେ ଉତ୍ତରପୂର୍ବ ତେଲେଙ୍ଗାନା ଅଞ୍ଚଳରେ ସକ୍ରିୟ ଅବପାତ ଦୁର୍ବଳ ହୋଇ ଏବେ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଆଜି ସକାଳ ୮.୩୦ରେ ଉତ୍ତର-ପୂର୍ବ ତେଲେଙ୍ଗାନା ପାଶ୍ୱବର୍ତ୍ତୀ ଦକ୍ଷିଣ ଛତିଶଗଡ-ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା…

ନିର୍ମଳା ସୀତାରମଣଙ୍କ ସମେତ ‘ଫୋବ୍‌ସ୍‌’ର ସବୁଠୁ କ୍ଷମତାଶାଳୀ ମହିଳା ତାଲିକାରେ ୪ ଭାରତୀୟ

ନୂଆଦିଲ୍ଲୀ: ‘ଫୋବ୍‌ସ୍‌’ ପତ୍ରିକାର ବିଶ୍ବର ସବୁଠୁ କ୍ଷମତାଶାଳୀ ମହିଳା ତାଲିକାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସମେତ ୪ଜଣ ଭାରତୀୟ ମହିଳା ସ୍ଥାନିତ ହୋଇଛନ୍ତି। ଏହି ତାଲିକା‌ର ୩୨ଶ ସ୍ଥାନରେ ଅଛନ୍ତି ନିର୍ମଳା ସୀତାରମଣ, ୬୦ତମ ସ୍ଥାନରେ ଅଛନ୍ତି ‘ଏଚ୍‌ସିଏଲ୍‌ କର୍ପୋରେସନ୍‌’ର ‘ସିଇଓ’…

ରାଜ୍ୟ କ୍ୟାବିନେଟ ବୈଠକରେ ୧୦ ପ୍ରସ୍ତାବକୁ ମୋହର

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା ମିଳିଛି। ଏଥି ସହିତ ଆଜିର କ୍ୟାବିନେଟ୍ ବୈଠକରେ ଗୋପାଳପୁରରେ ଶିଳ୍ପ କରିଡର…

ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ମିଗଜୋମ୍’, ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା

ଭୁବନେଶ୍ବର: ଆନ୍ଧ୍ର ଉପକୂଳ ଛୁଇଁଲା ବାତ୍ୟା ‘ମିଗଜୋମ୍’ । ପ୍ରଚଣ୍ଡ ରୂପ ନେଇ ଦକ୍ଷିଣ ଆନ୍ଧ୍ରର ବାପାଟଲା ନିକଟରେ ଲ୍ୟାଣ୍ଡଫଲ୍ କଲା ‘ମିଗଜୋମ୍’ । ଏହାର ପ୍ରଭାବରେ ରାଜ୍ୟର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଅଞ୍ଚଳରେ ଜାରି ରହିଛି ବର୍ଷା । ‘ମିଗଜୋମ୍’…

ବଲାଙ୍ଗିର ତୁଷୁରା ଏୟାରଷ୍ଟ୍ରୀପ ନବୀକରଣ ପାଇଁ ୬୫ କୋଟି ମଂଜୁର

ଭୁବନେଶ୍ବର : ବଲାଙ୍ଗିର ତୁଷୁରା ଏୟାରଷ୍ଟ୍ରୀପର ହେବ ନବୀକରଣ। ଏହି ଏୟାରଷ୍ଟ୍ରୀପର ଆଧୁନିକୀକରଣ ଯୋଜନାକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥି ସହିତ ତୁଷୁରା ଏୟାରଷ୍ଟ୍ରୀପର ନବୀକରଣ ପାଇଁ ୬୫ କୋଟି ଟଙ୍କା ମଧ୍ୟ ମଂଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ…

ଆସନ୍ତାକାଲି ହେବାକୁ ଥିବା ‘ଇଣ୍ଡିଆ’ ବୈଠକ ସ୍ଥଗିତ

ଆସନ୍ତାକାଲି ମେଣ୍ଟ ଦଳଗୁଡିକୁ ନେଇ ବସିଥାଆନ୍ତା ‘ଇଣ୍ଡିଆ’ ବୈଠକ। ହେଲେ କିଛି ଘଣ୍ଟା ପୂର୍ବରୁ ବୈଠକ ବସିବ ନାହିଁ ବୋଲି ସୂଚନା ଆସୁଛି। ମେଣ୍ଟ ଦଳର ବହୁ ବରିଷ୍ଠ ନେତା ଯୋଗଦେବେନି ବୋଲି ମନା କରିବାରୁ ବୈଠକକୁ ସ୍ଥଗିତ ରଖାଯାଇଛି। ଖବର…

ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ଆବେଦନ ଖାରଜ

ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ଆବେଦନ ଖାରଜ। ଖାରଜ କଲେ କଟକ ବିବାହ ପଞ୍ଜିକରଣ ଅଧିକାରୀ। ବାନ୍ଧବୀ ସୋମାଲିକାଙ୍କ ଅଭିଯୋଗ ଆଧାରରେ ଖାରଜ। ବିବାହ ପାଇଁ ଆବେଦନ କରିଥିବା ଯୁବତୀ ବିବାହିତା। ବିବାହ ପରେ ତାଙ୍କର ଛାଡ଼ପତ୍ର ମଧ୍ୟ…

୧୭ରେ ବାର କାଉନସିଲ ଅଫ ଇଣ୍ଡିଆର ଓଡ଼ିଶା ସଦସ୍ୟ ପଦ ପାଇଁ ନିର୍ବାଚନ

ଆସନ୍ତା ୧୭ ତାରିଖରେ ବାର କାଉନସିଲ ଅଫ ଇଣ୍ଡିଆର ଓଡ଼ିଶା ସଦସ୍ୟ ପଦ ପାଇଁ ନିର୍ବାଚନ। ବିସିଆଇ ସଦସ୍ୟ ପଦ ନିର୍ବାଚନ କରାଇବାକୁ ବାର କାଉନସିଲ ଅଫ ଇଣ୍ଡିଆର ଚିଠି। ରାଜ୍ୟ ଆଇନଜୀବୀ ପରିଷଦ ଅଧ୍ୟକ୍ଷ ନିର୍ବାଚନକୁ ସ୍ଥଗିତ ରଖିଛନ୍ତି ବିସିଆଇ।…

ଆୟ ବର୍ହିଭୁତ ସମ୍ପତ୍ତି ମାମଲା ରୁଜୁରେ ଓଡିଶା ଭିଜିଲାନ୍ସ ଏକ ନମ୍ବର

ଆୟ ବର୍ହିଭୁତ ସମ୍ପତ୍ତି ମାମଲା ରୁଜୁରେ ଓଡିଶା ଭିଜିଲାନ୍ସ ଏକ ନମ୍ବର। ୨୦୨୨ ମସିହାରେ ଦେଶରେ ସର୍ବାଗ୍ରେ ରହିଛି ଓଡିଶା। ଏନସିଆରବି ତଥ୍ୟ ଅନୁଯାୟୀ ଓଡ଼ିଶାରେ ସର୍ବାଧିକ ମାମଲା ରୁଜ୍ଜୁ ହୋଇଛି। ସାରା ଦେଶରେ ୨୦୨୨ ମସିହାରେ ୩୭୨ଟି ଡିଏ (…

ଡ୍ୟୁଟିରେ ଥିବା ଟ୍ରାଫିକ ପୁଲିସକୁ ଘୋଷାରି ନେଲା କାର୍‌

ଥମୁନି ହିଟ୍‌ ଆଣ୍ଡ ରନ୍‌ ମାମଲା। ସାଧାରଣ ଜନତା ବାରମ୍ବାର ଏହାର ଶିକାର ହେଉଥିବା ବେଳେ ଏଥିରୁ ପୁଲିସ ମଧ୍ୟ ବାଦ୍‌ ପଡିନାହାନ୍ତି। ନିକଟରେ ଜଣେ ଡ୍ୟୁଟିରେ ଥିବା ଟ୍ରାଫିକ୍‌ ପୁଲିସଙ୍କୁ ଦ୍ରୁତ ଗତିରେ ଆସୁଥିବା ଏକ କାର୍‌ ଧକ୍କା ଦେଇ…