ମିଜୋରାମରେ ସରକାର ଗଢିବ ZPM, ହାରିଗଲେ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା
ବହୁମତ ମତ ସହ ମିଜୋରାମରେ ସରକାର ଗଢିବାକୁ ଯାଉଛି ଜୋରମ ପିପୁଲ୍ସ ମୁଭମେଣ୍ଟ(ZPM)। ଶାସକ ମିଜୋ ନ୍ୟାସନାଲ ଫ୍ରଣ୍ଟ(MNF)କୁ ଚକମା ଦେଇ ଏଥର ସରକାର ଗଢିବାକୁ ଯାଉଛି ଏହି ଆଞ୍ଚଳିକ ଦଳ। 40ଟି ଆସନ ବିଶିଷ୍ଟ ଏହି ବିଧାନସଭାରେ ମ୍ୟାଜିକ୍ ନଂ…