Month: December 2023

ଚାଲିଛି ପିସି କାରବାର, ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିମ୍ନମାନର ରାସ୍ତା ନିର୍ମାଣ

ନୂଆପଡା: ପିସି ରେ ପେଷି ହେଉଛି ନୂଆପଡା ଗ୍ରାମ୍ୟ ନିର୍ମାଣ ବିଭାଜନ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କ କାର୍ଯ୍ୟାଳୟ । ପ୍ରଧାନ ମନ୍ତ୍ରୀ ସଡ଼କ ଯୋଜନାରେ କୋଟିକୋଟି ଟଙ୍କାର ରାସ୍ତା କାମରେ ନିମ୍ନମାନର ରାସ୍ତା ନିର୍ମାଣ କରି ସ୍ଥାୟୀତ୍ୱ ଉପରେ ପ୍ରଶ୍ନ ଛାଡି…

ସଙ୍କଟରେ ବାଲିମେଳା ଜଳ ବିଦ୍ୟୁତ୍ ପ୍ରକଳ୍ପ

ମାଲକାନଗିରି: ସଙ୍କଟରେ ବାଲିମେଳା ଜଳ ବିଦ୍ୟୁତ୍ ପ୍ରକଳ୍ପ। ଏସିଆ ର ଦ୍ୱିତୀୟ ସର୍ବ ବୃହତ୍ତ ମାଟିବନ୍ଧ ହେଉଛି ବାଲିମେଳା ଜଳ ଭଣ୍ଡାର।ଆଉ ଏହି ଜଳ ରୁ ବାଲିମେଳା ବୃହତ ଜଳ ପ୍ରକଳ୍ପ ନିର୍ମାଣ ହୋଇଛି। ହେଲେ ଅନଭିଜ୍ଞ ଲୋକଙ୍କ ହାତରେ ଟେକିଦେଇଛି…

ଚେନ୍ନାଇ ଓ ଆନ୍ଧ୍ର ଉପକୂଳରେ ଆରମ୍ଭ ହେଲା ବର୍ଷା

ଭୁବନେଶ୍ୱର:ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତର ରୂପ ନେଇ ସାରିଛି । ୨୪ ଘଣ୍ଟା ମଧ୍ୟରେ ଏହା ବାତ୍ୟା ରୂପ ନେବ । ବାତ୍ୟା ମାଇଚୋଙ୍ଗର ପ୍ରଭାବରେ ପ୍ରବଳ ବର୍ଷା ସହ ପବନ ବହିବାର ଆଶଙ୍କା କରିଛି ପାଣିପାଗ ବିଭାଗ ।…

ରାଜଧାନୀରେ ବସକୁ ପିଟିଲା କାର୍, ଜଣେ ମୃତ

ଭୁବନେଶ୍ୱର: ଭୁବନେଶ୍ୱରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଚନ୍ଦ୍ରଶେଖରପୁର ଥାନା ନିକଟ ପେଟ୍ରୋଲ ପମ୍ପ ପାଖରେ ଦୁର୍ଘଟଣା ହୋଇଛି l ଫଳରେ ଏଥିରେ ଜଣେ ମୃତ, ୨ ଜଣ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ ଭାରସାମ୍ୟ ହରାଇ ଦ୍ରୁତଗାମୀ କାର୍ ଦୁର୍ଘଟଣାଗ୍ରସ୍ତ…

କୋଣାର୍କ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା, କୁଚିପୁଡ଼ି ଓ ଓଡ଼ିଶୀ ନୃତ୍ୟ ଦର୍ଶକଙ୍କ ମନମୋହିଲା

କୋଣାର୍କ : ଈଶ୍ୱରୀୟ ଉପାସନାର ଆଧାର ହିଁ ନୃତ୍ୟ ଓ ସଙ୍ଗୀତ । ହୃଦୟକୁ ବିଭୁକରୁଣାରେ ବିଗଳିତ କରିଦିଏ ନୃତ୍ୟ ସଙ୍ଗୀତର ଆସର । ଏହି ଉକ୍ତିର ସତ୍ୟତାକୁ ପ୍ରତିପାଦନ କରିଥିଲା କୋଣାର୍କ ସୂର୍ଯ୍ୟ ମନ୍ଦିରର ପାଦଦେଶରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚ…

ଧୂମ୍‌ ଧାମ୍‌ରେ ପାଳିତ ହେଲା ପ୍ରଭୁ ଆୟାପ୍ପାଙ୍କ ଅଗ୍ନି ପୂଜା

ନବରଙ୍ଗପୁର : ଚାଲିଛି ପୂଜାର୍ଚ୍ଚନା । ଘଣ୍ଟ ଧୂପ ଦୀପ ଆଳତିର ମହକରେ ମହକୁଛି ପୂରା ପରିବେଶ । ଧୂମ୍‌ ଧାମ୍‌ରେ ପାଳିତ ହେଉଛି ସ୍ୱାମୀ ଆୟାପ୍ପାଙ୍କ ଅଗ୍ନିପୂଜା। ଆୟାପ୍ପାଙ୍କ ପ୍ରଭୁ ନିକଟରେ ବିଶ୍ବାସ ଓ ନିଷ୍ଠାର ସହ ଏହି ବ୍ରତ…

ସାଲେପୁରରେ କୁଖ୍ୟାତ ଅପରାଧୀ ସୁଶାନ୍ତ ସାହୁକୁ ଏନକାଉଣ୍ଟର, ଗୁରୁତର ଅବସ୍ଥାରେ ଏସସିବିରେ ଭର୍ତ୍ତି

ସାଲେପୁର : ଜଗତସିଂପୁର ତିର୍ତ୍ତୋଲ ଅଞ୍ଚଳର କୁଖ୍ୟାତ ଅପରାଧୀ ସୁଶାନ୍ତ ସାହୁକୁ ପୋଲିସ ଏନକାଉଣ୍ଟର କରିଛି । ତାହାର ବାମ ଜଙ୍ଘରେ ଗୋଡ଼ରେ ଗୁଳି ବାଜିଛି। ସୁଶାନ୍ତ ଓ ତାର ସହଯୋଗୀ ଅସୁରେଶ୍ୱର ଖେଳ ପଡ଼ିଆ ପାଖରେ ଆସୁଥିବା ଗତକାଲି ବିଳମ୍ବିତ…

ସୋମବାରଠାରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନ ପୂର୍ବରୁ ସରକାର ଶନିବାର କହିଛନ୍ତି ଯେ ସମସ୍ତ ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି, କିନ୍ତୁ ବିରୋଧୀ ମାନେ ମଧ୍ୟ ସୁନିଶ୍ଚିତ କରିବା ଉଚିତ ଯେ ଗୃହରେ ଆଲୋଚନାରେ ପାଇଁ ଭଲ ବାତାବରଣ ସୃଷ୍ଟି…

ରୁଷ୍ ଓ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇପାରେ

ମସ୍କୋ: ରୁଷ୍ ଓ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଇତିମଧ୍ୟରେ ଜଣେ ଆମେରିକୀୟ ସାମ୍ବାଦିକ ସେମୋର ହର୍ଶ ଏକ ବଡ଼ ଦାବି କରିଛନ୍ତି । ଏକ ରିପୋର୍ଟରେ ସେ କହିଛନ୍ତି ଯେ ରୁଷ୍ ଏବଂ ୟୁକ୍ରେନ୍ ମଧ୍ୟରେ ଏକ ଗୁରୁତ୍ବପୂର୍ଣ୍ଣ…

ମୃତ୍ୟୁକୁ ଏତେ ପାଖରୁ ଦେଖିଛି, ଆଉ ଯିବିନି; ଘ‌ରେ ପହଞ୍ଚିବା ପରେ ଏଭଳି କହିଲେ ଶ୍ରମିକ

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ଟନେଲ ଦୁର୍ଘଟଣାରେ ଫସି ରହିଥିବା ଶ୍ରମିକଙ୍କୁ ବାହାରକୁ ଅଣାଯାଇଛି। ୧୭ଦିନ ପରେ ଖନନ କାର୍ଯ୍ୟ ଶେଷ ହେବା ସହ ଶ୍ରମିକମାନଙ୍କୁ ବାହାରକୁ ବାହାର କରାଯାଇଥିଲା। ଗତ ୧୭ଦିନ ଧରି ଟନେଲ ଭିତରେ ସେମାନେ ଫସି ରହିଥିଲେ।…