Month: December 2023

ବିଜେପି ଦଳରେ ଯୋଗ ଦେଲେ ପୁଲିନ ପ୍ରକାଶ ପୁହାଣ

ଯାଜପୁର : ବିଜେପି ଦଳରେ ସାମିଲ ହେଲେ ପୁଲିନ ପ୍ରକାଶ ପୁହାଣ। ନୂଆ ଦିଲ୍ଲୀ ଠାରେ ସେ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଥିଲେ । ଯାଜପୁର ନିର୍ବାଚନ ମଣ୍ଡଳୀର ଯୁବ ନେତା ଭାବେ ପରିଚିତ ପୁଲିନ ପୂର୍ବରୁ କଂଗ୍ରେସ ସଂଗଠନ…

ସ୍ତ୍ରୀକୁ ପିଟି ପିଟି ହତ୍ୟା କରି ଚମ୍ପଟ ମାରିଲା

ସୁବର୍ଣ୍ଣପୁର : ନୃଶଂସ ସ୍ବାମୀର ବର୍ବରକାଣ୍ଡ । ନିଜ ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ବାମୀ । ଆଉ ହତ୍ୟା କରିବା ପରେ ଡାକ୍ତରଖାନାରେ ମୃତଦେହ ରଖି ଚମ୍ପଟ ମାରିଲା । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର…

ଆୟୁର୍ବେଦ ମେଡ଼ିକାଲ ଅଫିସର କ୍ୟାଡର୍ ପୁର୍ନଗଠନକୁ ଛାତ୍ରସଂସଦର ବିରୋଧ

ପୁରୀ: ଆୟୁର୍ବେଦ ମେଡ଼ିକାଲ ଅଫିସର କ୍ୟାଡର୍ ପୁର୍ନଗଠନକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଗ୍ରହଣ କରିଥିବା ନିଷ୍ପତ୍ତିକୁ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ଛାତ୍ରସଂସଦ ବିରୋଧ କରିଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛି ଛାତ୍ର ସଂସଦ…

ଲକ୍ଷ୍ମୀ ମାଝୀ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରାଯାଉ: ବିଜେପି

ଭୁବନେଶ୍ୱର: ଓଡ଼ିଶାରେ ମହିଳା ଅସୁରକ୍ଷିତ । ଓଡ଼ିଶାରେ ମା’ମାନେ ଯଦି ସୁରକ୍ଷିତ ନାହାନ୍ତି, ତାହାଲେ ସରକାରଙ୍କ ମାଙ୍କୁ ‘ସମ୍ମାନ’ ସ୍ଲୋଗାନ ଏକ ଧୂଆଁବାଣ । ଭାରତୀୟ ଜନତା ପାର୍ଟି ସର୍ବଦା ମହିଳାଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରୁଥିଲେ ମଧ୍ୟ…

ଡାକ୍ତରଙ୍କୁ ମାଡ ମାରିବା ଘଟଣାରେ ୨ ଅଭିଯୁକ୍ତ ଗିରଫ

ବଲାଙ୍ଗିର : ବଲାଙ୍ଗିର ହାଉସ ସର୍ଜନଙ୍କୁ ଆକ୍ରମଣ ଘଟଣାରେ ୨ ଗିରଫ। ଅଭିଯୁକ୍ତଙ୍କୁ ଗିରଫ କଲା ଟାଉନ ଥାନା ପୋଲିସ। ଗିରଫ ଅଭିଯୁକ୍ତ କନ୍ଧମାଳ ଜିଲ୍ଲା ଗୋଛାଗଡ଼ାର ହୋଇଥିବା ନେଇ ସୂଚନା। ଭୀମଭୋଇ ମେଡିକାଲରେ ଡାକ୍ତରୀ ଛାତ୍ରଙ୍କୁ ମାଡ଼ ମାରି ଫେରାର…

ପୁରୀରେ ଦୁଇ ବର୍ଷର ଶିଶୁର ଆଖିକୁ କାମୁଡ଼ିଲା ବୁଲା କୁକୁର

ପୁରୀ : ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ଅଘଟଣ । ଆଜି ଅପରାହ୍ନରେ ବୁଲା କୁକୁର କାମୁଡାରେ ଜଣେ ଦେଢ ବର୍ଷର ଶିଶୁପୁତ୍ର ରକ୍ତାକ୍ତ ହୋଇଛି। ସୂଚନା ମୂତାବକ ଖୋର୍ଦ୍ଧା ବାଲୁଗାଁ ଅଞ୍ଚଳର ଏକ ପରିବାର ଆଜି ମହାପ୍ରଭୂଙ୍କୁ ଦର୍ଶନ କରିବା ଲାଗି…

ବ୍ୟାଙ୍କ ଲକର ତାଡ଼ି ୧୪ ଲକ୍ଷ ଟଙ୍କା ଲୁଟ୍

ବାଙ୍କୀ : ବ୍ୟାଙ୍କ ଲକର ତାଡ଼ି ୧୪ ଲକ୍ଷ ଟଙ୍କା ଲୁଟ୍ । ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଡମପଡା ଶାଖାରୁ ଲକର ଭାଙ୍ଗି ଲୁଟିନେଲେ ୧୪ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା । ଗତ କାଲି ରାତିରେ ବ୍ୟାଙ୍କ ଶାଖାରେ ଦୁର୍ବୃତ୍ତ…

ଆଇପିଏସ ସ୍ତରରେ ପଦୋନ୍ନତି, ଡିଆଇଜି ହେଲେ ୬ ଆଇପିଏସ

ଭୁବନେଶ୍ବର: IPSଙ୍କ ପଦୋନ୍ନତି ହୋଇଛି। ୫ IPSଙ୍କୁ IG ପାହ୍ୟାକୁ ପଦୋନ୍ନତି ମିଳିଥିବା ବେଳେ ୬ IPSଙ୍କ DIG ଭାବେ ପଦୋନ୍ନତି ହୋଇଛି। ଆଇଜି ପାହ୍ୟାକୁ ପଦୋନ୍ନତି ହୋଇଥିବା ୫ IPS ଅଫିସର ୨୦୦୬ ବ୍ୟାଚ୍‌ର। DIG ଅନୁପ ସାହୁ ଆଇଜି…

ଶିମିଳିପାଳରେ ବାଘଙ୍କ ସୁରକ୍ଷା ଲାଗି ମୂତୟନ ହେବ ୧୪ ଅଲ ଓ୍ବେଦର କଷ୍ଟମାଇଜ୍ ବୋଲେରୋ

ମୟୁରଭଞ୍ଜ: ଶିମିଳିପାଳରେ ବ୍ୟାଘ୍ର ସୁରକ୍ଷା ଲାଗି ନୂଆ ପଦକ୍ଷେପ । ମୂତୟନ ହେବେ ୧୪ ଅଲ ଓ୍ବେଦର କଷ୍ଟମାଇଜ୍ ବୋଲେରୋ । ସବୁଜ ରଙ୍ଗରେ ଏସବୁ ଗାଡିକୁ ସ୍ବତନ୍ତ୍ର ଭାବରେ ଶମିଳିପାଳ ପାଇଁ ଡିଜାଇନ୍ କରାଯାଇଛି । ଏବଂ ଏଗୁଡିକର ରିମୋଟ୍…

ଟ୍ରକ୍‌ରେ ପିଟିହେଲା ପିକ୍‌ନିକ୍‌ ବସ୍‌, ୭ ଗୁରୁତର

ବଲାଙ୍ଗୀର,୨୮ା୧୨:ବଲାଙ୍ଗୀର-ସୋନପୁର ରାସ୍ତାର ଖମ୍ବଶିରିପାଲି ଛକରେ ଗୁରୁବାର ସକାଳୁ ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ପଛରେ ପିକ୍‌ନିକ୍‌ ବସ୍‌ଟି ପିଟି ହେବାରୁ ୭ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସୂଚନାଯୋଗ୍ୟ, ସୋନପୁର ସହରର ଏକ…