Month: December 2023

ପୁଲୱାମାରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିପାତ

ଜମ୍ମୁ କଶ୍ମୀର ସୀମାରେ ସଫା ହେଲା ଆଉ ଜଣେ ଆତଙ୍କବାଦୀ। ପୁଲୱାମା ଜିଲ୍ଲାରେ ସୁରକ୍ଷା ବାହିନୀ ଓ ଆତଙ୍କୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିପାତ ହୋଇଛି। ଏନେଇ ସେନା ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି। ଅଧିକାରୀମାନେ କହିଛନ୍ତି ଯେ,…

ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବାକୁ ତାମିଲନାଡୁ ରାଜ୍ୟପାଳଙ୍କୁ ସୁପ୍ରିମକୋର୍ଟଙ୍କ ପରାମର୍ଶ

ତାମିଲନାଡୁର ନିର୍ବାଚିତ ସରକାରଙ୍କ କାର୍ଯ୍ୟରେ ବାରମ୍ବାର ହସ୍ତକ୍ଷେପ କରୁଥିବାରୁ ଆଜି ରାଜ୍ୟପାଳ ଆରଏନ ରବିଙ୍କ ଉପରେ ବର୍ଷିଛନ୍ତି। ରାଜ୍ୟପାଳ ରବି ରାଜ୍ୟ ବିଧାନସଭାରେ ପାରିତ ବିଲ୍‌ ଉପରେ ମୋହର ମାରିବାରେ ବିଳମ୍ବିତ କରୁଛନ୍ତି। ଏଥିପାଇଁ ସର୍ବୋଚ୍ଚ ଅଦାଲତ ଅସନ୍ତୋଷ ପ୍ରକାଶ କରିଛନ୍ତି।…

ବ୍ୟାଙ୍କ ଶାଖାରେ ସନ୍ଦିଗ୍ଧ ଭାବେ ବୁଲୁଥିବା ୩ ଯୁବକ ଅଟକ, ତଦନ୍ତ ଜାରି

ଘଷିପୁରା: ବ୍ୟାଙ୍କ ଅଫ ଇଣ୍ଡିଆ ଘଷିପୁରା ଶାଖାରେ ସନ୍ଦିଗ୍ଧ ଭାବେ ବୁଲୁଥିବା ୩ ଜଣ ଯୁବକଙ୍କୁ ଉଠାଇ ନେଲା ଘଷିପୁରା ପୋଲିସ। ଘଷିପୁରା ଅଞ୍ଚଳରେ ଦିନକୁ ଦିନ ଚୋରି, ରାହାଜାନି ବଢିବାକୁ ଲାଗିଥିବା ବେଳେ ଏଥିପ୍ରତି ସଜାଗ ରହିବାକୁ ତୀକ୍ଷ୍ଣ ନଜର…

ସମ୍ବଲପୁର ମଣ୍ଡଳ କାରାଗାରରୁ ବିଚାରାଧୀନ କଏଦୀ ଚମ୍ପଟ

ସମ୍ବଲପୁର : ସମ୍ବଲପୁର ମଣ୍ଡଳ କାରାଗାରରୁ ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଛି । ସିସିଟିଭି ଆଧାରରେ ଛାନଭିନ୍ କରୁଛି ସମ୍ବଲପୁର ପୋଲିସ । ସୂଚନାଯୋଗ୍ୟ ଯେ, ଗୁରୁବାର ସନ୍ଧ୍ୟା ସମୟରେ ବାଥରୁମ୍ ଯିବା ବାହାନାରେ ଚମ୍ପଟ ମାରିଥିଲେ । ତେବେ…

ନବନିର୍ବାଚିତ ବିଧାୟକଙ୍କୁ ବେଙ୍ଗାଲୁରୁ ପଠାଇବା ମୁଡରେ କଂଗ୍ରେସ

ତେଲେଙ୍ଗାନାରେ କେସିଆରଙ୍କ ଶାସନରେ ପଡ଼ିବ ପୂର୍ଣ୍ଣଚ୍ଛେଦ। ଫେଲ ମାରିବ ବିଜେପିର ସବୁ ରଣନୀତି। ବାଜିମାରିବ ଦେଶର ସର୍ବପୁରାତନ ରାଜନୀତିକ ଦଳ କଂଗ୍ରେସ। ବିଭିନ୍ନ ଜାତୀୟ ଗଣମାଧ୍ୟମ ପକ୍ଷରୁ ଏକଜିଟ୍‌ ପୁଲରେ ଏପରି ଆକଳନ କରାଯିବା ପରେ ସବୁ ଦଳର ହୃଦସ୍ପନ୍ଦନ ବଢ଼ି…

ଆଜିଠୁ କଂଗ୍ରେସର ତୁଳସୀ ଯାତ୍ରା

ପୁରୀ: ସଂକୀର୍ତ୍ତନ ପ୍ରତିବାଦ ପରେ ଆଜିଠୁ କଂଗ୍ରେସ ଆରମ୍ଭ କରିଛି ‘ତୁଳସୀ ଯାତ୍ରା’ । ଆଜି ରାଜ୍ୟର ସମସ୍ତ ବ୍ଲକ ଓ ନଗରର ସାଧାରଣ ଜନତା, ଜଗନ୍ନାଥ ପ୍ରେମୀ, ଭକ୍ତ, ଶ୍ରଦ୍ଧାଳୁ, ଯୁବକ , ଯୁବତୀ, ଛାତ୍ର ଛାତ୍ରୀ, ଭକ୍ତଙ୍କ ଠାରୁ…

ଡିସେମ୍ବର ୩ରେ ବାତ୍ୟା , ୪ରେ ଛୁଇଁବ ଉପକୂଳ

ଭୁବନେଶ୍ବର: ଓଡ଼ିଶା ଉପକୂଳକୁ ମାଡି ଆସୁଛି ବାତ୍ୟା ‘ଜୱାଦ’। ୪ ତାରିଖ ସକାଳେ ଓଡିଶା ଉପକୂଳ ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକଳ ସମୁଦ୍ରରେ ପହଞ୍ଚିବ ବାତ୍ୟା। ବାତ୍ୟା କେଉଁଠାରେ ସ୍ଥଳଭାଗ ଛୁଇଁବ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ବାତ୍ୟା କେନ୍ଦ୍ରୀଭୂତ…

ପାଳିତ ହେଲା ଓରାଳି ଦରଘା ବାବାଙ୍କ ବାର୍ଷିକ ଉତ୍ସବ

ବିଶ୍ୱାସ ଆଗରେ ସବୁକିଛି ହାର ମାନେ । ମନରେ ଭକ୍ତି ଥିଲେ ସବୁକିଛି ସମ୍ଭବ । ଦରଘାରେ କେବଳ ଯେ ମୁସଲମାନ ମାନେ ପୂଜା କରନ୍ତି ତାହା ନୁହେଁ । ହିନ୍ଦୁମାନେ ବି ନିଜ ଆସ୍ଥାକୁ ମାନି ଦରଘାକୁ ନିତି ଦିନ…

ରୁଷୀୟ ମହିଳାଙ୍କୁ ପୁଟିନଙ୍କ ବାର୍ତ୍ତା – ୮ରୁ ଅଧିକ ଛୁଆ ଜନ୍ମ କର

‘ଆମକୁ ଆମ ପୂର୍ବ ପୁରୁଷଙ୍କ ପରମ୍ପରାକୁ ଆଗକୁ ବଢ଼ାଇ ନେବାକୁ ପଡ଼ିବ। ପୂର୍ବରୁ ଆମ ଜେଜେମା’ ତଥା ସେମାନଙ୍କ ପୂର୍ବଜ ୭, ୮ ଛୁଆ ଜନ୍ମ କରୁଥିଲେ। ଆମକୁ ବି ଏବେ ସମାନ ନୀତି ଆପଣାଇବାକୁ ପଡ଼ିବ। ଶହ ଶହ ବର୍ଷର…

ଟ୍ରକ ସହ ଟ୍ରକ ମୁହାଁମୁହିଁ ଧକ୍କା: ଚାପି ହୋଇ ଜଣେ ମୃତ

କୁଚିଣ୍ଡା : ଟ୍ରକ ସହ ଟ୍ରକ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର। ସମ୍ବଲପୁର ଜମନକିରା ଥାନା ୫୩ ନମ୍ବର ଜାତୀୟ ରାଜପଥ ଚିନିମହୁଲ ନିକଟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣେ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ…